banner
Breaking

ଖେଳରେ ବି ରାଜନୀତି, ବିସିସିଆଇର କର୍ମକର୍ତ୍ତା ଦୌଡରେ ସଵୁ ବିଜେପି ଲୋକ।

0

ନୂଆଦିଲ୍ଲୀ, ୧୪ା୧୦: ବିସିସିଆଇର ନୂଆ ସଭାପତି ସୌରଭ ଗାଙ୍ଗୁଲି ହୋଇପାରନ୍ତି ବୋଲି ଚର୍ଚ୍ଚା ଚାଲିଛି । ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଥିଲେ । ଏହାସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପୁଅ ଜୟ ଶାହାଙ୍କୁ ସମ୍ପାଦକ ପଦ ମିଳିପାରେ ବୋଲି ସୂଚନା ମିଳିଛି । ସେହିପରି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ଭାଇ ଅରୁଣ ଧୁମଲ କୋଷାଧ୍ୟକ୍ଷ ହୋଇପାରନ୍ତି । ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା ହେବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି ।

Khansweb Solution Bhubaneswar

Leave A Reply

Your email address will not be published.