banner
Breaking

ବିଧାୟକଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ।

0

ଭୁବନେଶ୍ୱର ୧୫।୯(ଓଡ଼ିଆ ନ୍ୟୁଜ):ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ଆରୋଗ୍ୟ କାମନା କରିଛନ୍ତି। ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଆହୁରି ବହୁ ନେତା ତାଙ୍କ ଆରୋଗ୍ୟ କାମନା କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ପ୍ରଦୀପ ମହାରଥୀ, ବ୍ରଜକିଶୋର ପ୍ରଧାନଙ୍କ ସହ ମଧ୍ୟ ଟେଲିଫୋନ ଯୋଗେ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହିତ ଆରୋଗ୍ୟ କାମନା କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.