banner
Breaking

ଆଜି ମନମୋହନ ସିଂ ଙ୍କ ଜନ୍ମଦିନ। ଶୁଭେଚ୍ଛା ଜଣାଇଲେ ମୋଦି

0

ନୂଆଦିଲ୍ଲୀ,୨୬।୯: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ୮୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନର କାମନା କରିଛନ୍ତି। ସୂଚନାଯୋଗ୍ୟ, ୧୯୩୨ ସେପ୍ଟେମ୍ବର ୨୬ ର ଜନ୍ମ ଗ୍ରହଣ କରିଥିଲେ।୨୦୦୪ରେ ସେ ପ୍ରଥମ ଥର ଭାରତର ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଏବେ ରାଜସ୍ଥାନରୁ ରାଜ୍ୟସଭାର ସଦସ୍ୟ ରହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.