banner
Breaking

ଚିତାମ୍ବରମଙ୍କୁ ଜେଲରେ ଭେଟିଲେ ମନମୋହନ ଓ ସୋନିଆ

0

ନୂଆଦିଲ୍ଲୀ,୨୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ତିହାର ଜେଲ୍‌ରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ଭେଟିଛନ୍ତି। ସେମାନଙ୍କ ସହିତ ଚିଦାମ୍ବରମ୍‌ଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ ମଧ୍ୟ ଜେଲ୍‌ରେ ପହଞ୍ଚିଛନ୍ତି। ଚିଦାମ୍ବରମ୍‌ ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ତିହାର ଜେଲ୍‌ରେ ରହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.