banner
Breaking

ପିଜି ନାମଲେଖା ପ୍ରକିୟା ଆରମ୍ଭ

0

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକତ୍ତୋର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ। ଏହା ପରେ ଆସନ୍ତା ୨୩ ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ତେବେ ଯେଉଁ ଛାତ୍ରୀଛାତ୍ରଙ୍କ ମେଧା ତାଲିକାରେ ଥିବ ସେମାନେ  ଆସନ୍ତା ୨୪ ଏବଂ ୨୫ ତାରିଖରେ ନାମ ଲେଖାଇ ପାରିବେ।

Khansweb Solution Bhubaneswar

Leave A Reply

Your email address will not be published.