banner
Breaking

ରାଜ୍ୟରେ ପୁଣି ୬ ପଜିଟିଭ।ଆକ୍ରାନ୍ତଙ୍କ ସ°ଖ୍ୟା ୧୬୯ରେ ପହଞ୍ଚିଲା।

0

ଭୁବନେଶ୍ୱର,୪/୫(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଉ ୬ କରୋନା ପଜିଟିଭ ସୋମବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ତେବେ ଏହି ୬ଜଣଙ୍କ ମଧ୍ୟରେ ଯାଜପୁରର ୪ ଜଣ ହୋଇଥିବା ବେଳେ ଭଦ୍ରକର ୨ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ଏ ନେଇ କୋଭିଡ୍‌ ଓ୍ବେବ୍‌ସାଇଟ୍‌ରେ ପ୍ରକାଶ ପାଇଛି।

ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଥିବା ବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି।

Khansweb Solution Bhubaneswar

Leave A Reply

Your email address will not be published.