banner
Breaking

୨୮ଟି ଗେଟ୍ ଖୋଲିଲା, ବନ୍ୟା ଆଶଙ୍କା

0

ସମ୍ବଲପୁର, ୧୩।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୮ଟି ଗେଟ୍‌ ଦେଇ ଡ୍ୟାମ୍‌ରୁ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍‌ ଖୋଲାଯାଇଛି। ଏହା ପୂର୍ବରୁ ସକାଳୁ ଆଉ ୪ଟି ଗେଟ୍‌ ଖୋଲାଯାଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.