banner
Breaking

୩୧ରୁ ସାଂସଦର ବଜେଟ ଅଧିବେଶନ

0

ନୂଆଦିଲ୍ଲୀ,୧୩।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହୋଇ ଏପ୍ରିଲ ୬ ଯାଏ ଚାଲିବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ । ଚଳିତ ବର୍ଷ ମୋଟ୍‌ ୨୭ଟି କାର୍ଯ୍ୟ ଦିବସ ରହିଛି। ଏନେଇ ଶୁକ୍ରବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ତେବେ ବଜେଟ ଅଧିବେଶର ଦ୍ୱିତୀୟ ଦିନ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।

Khansweb Solution Bhubaneswar

Leave A Reply

Your email address will not be published.