banner
Breaking

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା

0

ଭୁବନେଶ୍ୱର : ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ବୋର୍ଡ ସଭାପତି ଗୁରୁବାର ସୂଚନା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ମାଟ୍ରିକ ପରୀକ୍ଷା ପାଇଁ ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ଫର୍ମ ଫିଲଅପ୍‌ ହେବ। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଲିସ ଷ୍ଟେଶନରେ ୨୨ଟି ନୋଡାଲ ସେଣ୍ଟର ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଅନ୍ୟପଟେ, ନବମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃଆରୀ ୨୦ରୁ ୨୫ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି।

Khansweb Solution Bhubaneswar

Leave A Reply

Your email address will not be published.