banner
Breaking

୫ ତାରିଖରେ ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ।

0

ଭୁବନେଶ୍ୱର,୩ା୯(ଓଡ଼ିଆ ନ୍ୟୁଜ): ଆସନ୍ତା ସେପ୍ଟେମ୍ବର ୫ ଶନିବାର ଦିନ ଅପରାହ୍ନ ୪ଟାରେ +୨ କଳା ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ । ଚଳିତଥର +୨ କଳାରେ ୨ଲକ୍ଷ ୨୦ ହଜାର ୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.