banner
Breaking
Monthly Archives

August 2019

ବି କେ ଶର୍ମା ହେଲେ ପୋଲିସ ମହାନିର୍ଦ୍ଦେଶକ

ଭୁବନେଶ୍ୱର, ୭ା୮(ଓଡ଼ିଆ ନ୍ୟୁଜ): ଶେଷରେ ବି.କେ.ଶର୍ମାଙ୍କୁ ଆଜି ଭାରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୬ ବ୍ୟାଚର ଆଇପିଏସ ବି.କେ. ଶର୍ମା ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ସେ କ୍ରାଇମବ୍ରାଞ୍ଚ ଏଡ଼ିଜି ଓ ଅଗ୍ନି ସମ ଡିଜି ଏବଂ ପୋଲିସ କମିଶନର ରହିଥିଲେ ।…
Read More...

ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ଓଡ଼ିଆ ନ୍ୟୁଜ)ବୈଦେଶିକ ମନ୍ତ୍ରୀ ସୁଷମାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି , ପ୍ରଧାନମନ୍ତ୍ରୀ, ଓ ଗୃହ ମନ୍ତ୍ରୀ ଅମିତ ଶାହା । ସୁଷମାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା…
Read More...

ଅବପାତରେ ପରିଣତ ହେଲା ଲଘୁଚାପ, ଆହୁରି ୨୪ ଘଣ୍ଟା ଛେଚିବ

ଭୁବନେଶ୍ବର୭/୮(ଓଡ଼ିଆ ନ୍ୟୁଜ) : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି। ସକାଳ ସୁଦ୍ଧା ୨୦.୫ ଡିଗ୍ରି ଉତ୍ତର ଅକ୍ଷାଂଶ ଓ ୮୮.୦ ପୂର୍ବ ଦ୍ରାଘିମାରେ ବାଲେଶ୍ବରର ଦକ୍ଷିଣ ପୂର୍ବ ଦିଗରେ ପ୍ରାୟ ୧୬୦ କିମି ଓ ଦୀଘାର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୧୩୦ କିମି ଦୂରରେ…
Read More...

ଜିରୋ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର।ରିର୍ଜଭ ବ୍ୟାଙ୍କ ଦେଲା ଅନେକ ସୁବିଧା

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ସାରା ଦେଶରେ କୋଟି କୋଟି ଜିରୋ ବାଲାନ୍ସ ଆକାଉଣ୍ଟଧାରୀ(ଜନଧନ ଆକାଉଣ୍ଟ)ଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ ସେପ୍ଟେମ୍ବର ପହିଲାରୁ ନୂଆ ସୁବିଧା ଦେବାକୁ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କଗୁଡ଼ିକ ପାଇଁ ଏକ ନୂଆ ଆଡଭାଇଜାରୀ ଜାରି କରାଯାଇଛି।…
Read More...

ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ଦେହାନ୍ତ

ଭୁବନେଶ୍ୱର, (ଓଡ଼ିଆ ନ୍ୟୁଜ)ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କର ଆଜି ୬୮ ବର୍ଷ ବୟସରେ ଛାତାରେ ଯନ୍ତ୍ରଣା ହେବାରୁ ତାଙ୍କୁ ଏମସ୍ ହସପିଟାଲକୁ ଚିକିତ୍ସା ନିମନ୍ତେ ନିଆଯାଇଥିଲା । ସେଠାରେ ଚିକିତ୍ସା ଚାଲିଥିବା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା ।…
Read More...

ଆଇଏଏସ୍ ସ୍ତରରେ ହୋଇପାରେ ବଡ ଅଦଳବଦଳ

ଭୁବଶ୍ୱେର (ଓଡ଼ିଆ ନ୍ୟୁଜ) : ରାଜ୍ୟ ପ୍ରଶାସନିକ କ୍ଷେତ୍ରରେ ଏକ ବଡ଼ ଧରଣର ଅଦଳବଦଳ ହେବାକୁ ଯାଉଛି । ଛୁଟିରେ ଯାଇଥିବା ମୁଖ୍ୟ ଶାସନସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଫେରିବା ପରେ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବାପାଇଁ ପରାମର୍ଶ ଦିଆଯାଇଥିବା କୁହାଯାଉଛି । ତାଙ୍କ ସ୍ଥାନରେ ଘରୋଇ ବିଭାଗର ସଚିବ…
Read More...

କାଳିଆ ହିତାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ।

ଭୁବନେଶ୍ବର,(ଓଡ଼ିଆ ନ୍ୟୁଜ) : କାଳିଆ ଯୋଜନାରୁ ଅଯୋଗ୍ୟ ହିତାଧିକାରୀ ବାଦ ପଡ଼ିବେ।ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରାଇ ଅଣାଯିବ । ରାଜ୍ୟ ସରକାରଙ୍କ କାଳିଆ ଯୋଜନାରୁ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦେବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସମସ୍ତ ପଞ୍ଚାୟତ କାର୍ୟ୍ୟାଳୟଗୁଡ଼ିକରେ…
Read More...

ଡିଜିପି ହେଲେ ଲୋକଆୟୁକ୍ତ କିଏ ହେବେ ନୂଆ

ଭୁବନେଶ୍ବର,୬/୮(ଓଡ଼ିଆ ନ୍ୟୁଜ) ଡି ଜି ପି ପରିବର୍ତନ ନେଇ ଚାଲିଥିବା ଅଙ୍କକଷାରେ ପୂର୍ଣ୍ଣଛେଦ ପଡିଛି। ଶେଷରେ ଲୋକାୟୁକ୍ତ ସଦସ୍ୟ ପାଇଁ ଡିଜିପି ଆର.ପି. ଶର୍ମାଙ୍କୁ ଆଜି ଅନୁମୋଦନ ମିଳିଛି  । ଆର.ପି. ଶର୍ମାଙ୍କ ନାମକୁ ଆଜି ଅନୁମୋଦନ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ  । ତେବେ…
Read More...

ରାମ ମନ୍ଦିର ଓ ବାବରୀ ମସଜିଦ୍ ମାମଲାର ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୬/୮: ଅଯୋଧ୍ୟାରେ ରାମଜନ୍ମଭୂମି-ବାବରୀ ମସଜିଦ୍ ବିବାଦକୁ ନେଇ ସୁପ୍ରିମକୋର୍ଟରେ ଦୈନନ୍ଦିନ ଶୁଣାଣି ଆଜିଠାରୁ ଆରମ୍ଭ ହୋଇଯାଇଛି । ମୁଖ୍ୟ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇଙ୍କୁ ନେଇ ଗଠିତ ପାଞ୍ଚ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରୁଛନ୍ତି । ତେବେ ଜଷ୍ଟିସ୍ ଏସ୍.ଏ. ବୋବଡେ,…
Read More...

ବିଭୂତି ପକାଇ ଲୁଟିଲେ ଭଣ୍ଡ ବାବା

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ଭଣ୍ଡ ବାବା ବେଶଧାରୀ ଲୁଟେରା। ଲୁଟେରାଙ୍କୁ ସାବାଡ୍‌ କରିବାକୁ କମିଶନରେଟ ପୋଲିସ ଏନ୍‌କାଉଣ୍ଟର ପରେ ଏନ୍‌କାଉଣ୍ଟର କରୁଥିବାବେଳେ ସୋମବାର ରାଜଧାନୀରେ ଘଟିଛି ଅଭିନବ ଲୁଟ। ଲୁଟେରାମାନେ ବାବା ବେଶରେ ଆସି ଜଣେ ନୋଟାରିଙ୍କଠାରୁ ୩୪ହଜାର…
Read More...