ବିସ୍ଫୋରକ ସାମଗ୍ରୀ ଜବତ ୧୨ ଗିରଫ।
କଟକ , ୧୯ା୧୦: ଜଗତପୁର ଥାନା ଅନ୍ତର୍ଗତ ମହାଜନପୁର, ହାତୀଖାନା ଓ ତ୍ରିଲୋଚନପୁର ଗଁାରେ ଥିବା ୮ଟି ବେଆଇନ ବାଣ କାରଖାନା ଉପରେ ଶନିବାର ଭୋରରେ କମିଶନରେଟ୍ ପୋଲିସ ଚଢାଉ କରିଥିଲା। ସେଠାରୁ ବାଣ ତିଆରିରେ ବ୍ୟବହୃତ ବିସ୍ଫୋରକ ରାସାୟନିକ ଦ୍ରବ୍ୟ ଜବତ କରାଯାଇଥିଲା। ଏହି ଘଟଣାରେ ଜଗତପୁର ପୋଲିସ…
Read More...
Read More...