banner
Breaking
Monthly Archives

November 2019

ମହାରାଷରେ ଭାଜପା ଓ ଏନସିପିର ମିଳିତ ସରକାର। ଦେବେନ୍ଦ୍ର ଫନଡ଼ବିସ ମୁଖ୍ୟମନ୍ତ୍ରୀ ଏବଂ ଅଜିତ ପାୱାର ଉପ-ମୁଖ୍ୟମନ୍ତ୍ରୀ।

ମୁମ୍ବାଇ,୨୩।୧୧:(ବ୍ୟୁରୋ) ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଶନିବାର ପୂର୍ବାହ୍ନ ୮ଟା ୧୫ରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ଼ନବିସ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଏନ୍‌ସିପିର ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ବିଭିନ୍ନ ସମସ୍ୟାରେ ଜଡ଼ିତ ରହିଲେ ମଧ୍ୟ ଆନନ୍ଦର ଅନୁଭୂତି ଲାଭ କରିପାରିବେ । ବନ୍ଧୁମାନଙ୍କ ସାହାଯ୍ୟରୁ ପ୍ରତିଦ୍ୱନ୍ଦ୍ୱିତାରେ, ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ ବିଜୟୀ ହେବେ । ସହଜରେ ଅନ୍ୟ ଲୋକମାନଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ । ଅର୍ଥ, ପ୍ରଶାସନ, ଆଇନ,ସଭା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ। ସାଧାରଣ ତର୍କଜନିତ ବିବାଦରୁ ଦୂରେଇ ରହିବା ଭଲ ହେବ। ପାରିବାରିକ ପରିସ୍ଥିତି ପ୍ରତି ଦୃଷ୍ଟି…
Read More...

୨୦୨୦ ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳକୁ ପିଇବା ପାଣି- ପ୍ରତାପ ଜେନା

ଭୁବନେଶ୍ୱର, ୧୯।୧୧(ଓଡ଼ିଆ ନ୍ୟୁଜ): ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସହରାଞ୍ଚଳକୁ ପାଇପ୍‌ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ। ମଙ୍ଗଳବାର ପଶ୍ନୋତ୍ତରବେଳେ ଏହି ସୂଚନା ଦେଇଛନ୍ତି ପଞ୍ଜାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା। କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି ରାଜ୍ୟରେ…
Read More...

ସ୍ମିତାରିଣୀ ମୃତ୍ୟୁକୁ ନେଇ ବିଧାନସଭାରେ ବାରମ୍ବାର ପ୍ରଶ୍ନ।

ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ସୋମବାର ଅପରାହ୍ନଣରେ ଭାଜପା ଗୃହ କାର୍ଯ୍ୟରେ ସହଯୋଗ କରିଥିଲେ ମଧ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବକ୍ତବ୍ୟ ପାଇଁ ସୁଯୋଗ ଦେଇ ନ ଥିଲେ। ବିରୋଧୀ ଦଳ ନେତା ସ୍ମିତାରାଣୀ ପ୍ରସଙ୍ଗ ଉତ୍ଥାପନ କରିବା ମାତ୍ରେ ବାଚସ୍ପତି…
Read More...

ସାମ୍ବାଦିକ ସୁରକ୍ଷା ପାଇଁ ସବୁଦଳ ଉଠାଇଲେ ସ୍ବର।

ଭୁବନେଶ୍ୱର,୧୯ା୧୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ ସାମ୍ବାଦିକମାନେ ସୁରକ୍ଷିତ ନୁହନ୍ତି। ଅନେକ ସମୟରେ ସାମ୍ବାଦିକମାନଙ୍କୁ ଆକ୍ରମଣର ଶିକାର ହେବାକୁ ପଡୁଛି। ତେଣୁ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସରକାର ଏକ ସୁରକ୍ଷା ଆଇନ ଆଣନ୍ତୁ ବୋଲି ଉଭୟ ଶାସକ ଏବଂ ବିରୋଧୀ ଦଳର ସଦସ୍ୟମାନେ ଦାବି…
Read More...

ହିଲିଙ୍ଗ ଟଚ୍ ଥେରାପି ସେଣ୍ଟରର ୧୦ ମ ବାର୍ଷିକ ଉତ୍ସବ

ଭୂବନେଶ୍ବର: ହିଲିଙ୍ଗ ଟଚ୍ ଥେରାପି ସେଣ୍ଟରର ୧୦ମ ବାର୍ଷିକ ଉତ୍ସବ ସ୍ଥାନୀୟ ଏକ ହୋେଲ୍ ରେ ପାଳନ ହୋଇଯାଇଛି।ଏହି ଭବ୍ୟ ଉତ୍ସବରେ ଦିବ୍ୟାଙ୍ଗ ତଥା ମାନସିକ ଭାବେ ଅନଗ୍ରସର ପିଲାଙ୍କୁ ନେଇବିଭିନ୍ନ ମୋନରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।ଏହି ଅବସରରେ ସେଣ୍ଟରର ପ୍ରତିଷ୍ଠାତା ତଥା ନିର୍ଦେଶକ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ସ୍ବଗୃହୀ ଚନ୍ଦ୍ର ଚତୁର୍ଥ ସ୍ଥାନରେ ରହିଥିବାରୁ ବନ୍ଧୁ ମିଳନ ଘଟିବ। ମଙ୍ଗଳ ନିଜ ରାଶିକୁ ଅବଲୋକନ କରୁଥିବାରୁ ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବ। ସଭାସମିତିରେ ଯୁକ୍ତିଯୁକ୍ତ ଓ ଅପ୍ରିୟ ସତ୍ୟକଥା ପ୍ରକାଶ କରିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ…
Read More...

ଜୟ ଓଡ଼ିଶାର ଅଭିନବ ପ୍ରୟାସ।

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜ୍ୟର ଏକ ଅଗ୍ରଣୀ ସ୍ଵଚ୍ଛାସେବୀ ସାମାଜିକ ଅନୁଷ୍ଠାନ ଜୟ ଓଡ଼ିଶା ସବୁବେଳେ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେଉଥିବା ଲୋକମାନଙ୍କୁ ପ୍ରାଧାନ୍ୟ ଦେଇଆସୁଛି। କେତେବେଳେ ବସ୍ତିବାସିନ୍ଦା, କେତେବେଳେ ମେହେନ୍ତର ଆଉ କେତେବେଳେ ଦେଶର ଭବିଷ୍ୟତ କୁନିକୁନି ପିଲାମାନଙ୍କ…
Read More...

ସାମ୍ବାଦିକ ସୁରକ୍ଷା ଆଇନ୍ ଲାଗୁହେଉ।

ଭୁବନେଶ୍ୱର,୧୭/୧୧: ସାମ୍ବାଦିକ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ୍ ପ୍ରଣୟନ କରିବାକୁ ଦାବି କରିଛି ସାମ୍ବାଦିକ ମିଳିତ ମଞ୍ଚ । ଏହାକୁ ବିଧାନସଭାରେ ଆଗତ କରିବା ପାଇଁ ଆଜି ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ବିଭିନ୍ନ ବର୍ଗର ଶତାଧିକ ସାମ୍ବାଦିକ ଭୁବନେଶ୍ୱର ସ୍ଥିତ ଫରେଷ୍ଟ ପାର୍କରେ ଏକତ୍ରିତ ହୋଇ…
Read More...