banner
Breaking
Monthly Archives

November 2019

ହସରେ କମ୍ପିଲା ବିଧାନସଭା ପ୍ରଥମ ଅଧିବେଶନ।

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। ମୁଖ୍ୟମନ୍ତ୍ରୀଙ୍କ ଏହି ଉକ୍ତିକୁ ନେଇ ବୁଧବାର ବିଧାନସଭାରେ ଏକ ହସର ପସରା ଖୋଲିଥିଲା। ସବୁ ବିଧାୟକ ଏକାସାଙ୍ଗରେ ହସି ଉଠିଥିଲେ। ଷୋଡଶ ବିଧାନସଭା ଦ୍ୱିତୀୟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି।ପ୍ରଥମ ଦିବସ ଥିବାରୁ ଉଭୟ…
Read More...

ଭୁବନେଶ୍ୱର ବାଲିଯାତ୍ରା ଉଦଘାଟିତ।

ଭୁବନେଶ୍ୱର : ଜରିପାଟଣାସ୍ଥିତ କୁଆଖାଇ ନଦୀପଠାରେ ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ଜନମାନସରେ ଉଜ୍ଜୀବିତ ରଖିବାରେ ଆୟୋଜକ ଅନୁଷ୍ଠାନର ଏପରି…
Read More...

ଚନ୍ଦ୍ରଶେଖରପୁର ବୋଇତ ବନ୍ଦାଣ ଉତ୍ସବ ମହାସମାରୋହରେ ଅନୁଷ୍ଠିତ।

ଭୁବନେଶ୍ୱର,୧୨.୧୧: ଅନ୍ୟାନ୍ୟ ବର୍ଷ ପରି ଚଳିତ ବର୍ଷ ମଧ୍ୟ ‘ସୁରକ୍ଷା’ ପକ୍ଷରୁ ୧୩ତମ ବୋଇତ ବନ୍ଦାଣ ଉତ୍ସବ ସ୍ଥାନୀୟ ଲୁମ୍ବିନୀ ବିହାରସ୍ଥିତ ପ୍ରୋଜେକ୍ଟ ୱାଟର ପରିସରରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗତ ୧୧ ତାରିଖ ସନ୍ଧ୍ୟାରେ ଚନ୍ଦ୍ରଶେଖରପୁର…
Read More...

ଆରମ୍ଭ ହେଲା ଷୋଡ଼ଶ ବିଧାନସଭା ଅଧିବେଶନ।

ଭୁବନେଶ୍ୱର,୧୩।୧୧(ଓଡ଼ିଆ ନ୍ୟୁଜ):ଷୋଡଶ ବିଧାନସଭାର ଦ୍ୱିତୀୟ ତଥା ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେଉଛି। ଏହା ଡିସେମ୍ବର ୧୯ ଯାଏ ଚାଲିବ। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ସେଥିରୁ ୨୫ଟି ସରକାରୀ ଓ ୫ଟି ବେସରକାରୀ କାର୍ଯ୍ୟ ଦିବସ। ପ୍ରଥମ ଦିବସରେ ବିଧାନସଭାର ଅନୁମୋଦନ ପାଇଁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ଖୁସି ହେବେ। ମଧ୍ୟାହ୍ନରେ ଘର ଅପେକ୍ଷା ବାହାର ଲୋକମାନଙ୍କ ସକାଶେ ବିଶେଷ ସମୟ ଦେଇପାରନ୍ତି। କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ସମସ୍ୟା ହେତୁ ହଠାତ୍‌ ଅଟକି ରହିଯିବାର ଆଶଙ୍କା ରହିଛି। ଗୃହକୁ ଧାତୁ , ଅଳଙ୍କାରାଦି ମୂଲ୍ୟବାନ…
Read More...

ରାଷ୍ଟ୍ରପତି ଶାସନ ପାଇଁ ବି ଛକାପଞ୍ଝା।

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ତୃତୀୟ ଦଳ ଭାବେ ଏନ୍‌ସିପିକୁ ଆମନ୍ତ୍ରଣ ଦେଇଥିଲେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ। ଯାହାର ସମୟ ସୀମା ଥିଲା ମଙ୍ଗଳବାର ରାତି ୮ଟା ୩୦। ହେଲେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ ଜରୁରୀ କ୍ୟାବିନେଟ ବୈଠକ ଡକାଇଥିଲେ। ମଙ୍ଗଳବାର ମୋଦି…
Read More...

ଗାଁରେ ଘରକଲେ ନେବାକୁ ପଡିବ ଅନୁମତି।

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ସହରପରି ଗାଁରେ ମନଇଚ୍ଛା ଘର କରିହେବ ନାହିଁ। ସେଥିପାଇଁ ପଞ୍ଚାୟତ ସମିତିର ଅନୁମତି ନେବାକୁ ପଡ଼ିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଗେଜେଟରେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ମଙ୍ଗଳବାର ନଗର ଉନ୍ନୟନମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ସେ…
Read More...

ମହାରାଷ୍ଟ୍ର ରାଜନୀତିରେ ନୂଆ ମୋଡ଼। ଏକାକୀ ସରକାର ଗଢିବାକୁ ମନାକଲା ବିଜେପି

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ରାଜନୀତିରେ ପୁଣି ନୂଆମୋଡ ଆସିଛି। ମେଣ୍ଟ ହୋଇ ନିର୍ବାଚନ ଲଢିବା ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଏବଂ ଶିବସେନା ମଧ୍ୟରେ ମତପାର୍ଥକ୍ୟ ଦେଖାଯିବାରୁ ଭାରତୀୟ ଜନତା ପାର୍ଟି ମହାରାଷ୍ଟ୍ରରେ ସରକାର ଗଠନ ନ କରିବା ପାଇଁ ନିଷ୍ପତ୍ତି ନେଇଛି। ପୂର୍ବତନ…
Read More...

ଟିଜି ଟ୍ରଷ୍ଟ ପକ୍ଷରୁ ଅନୁଭବଙ୍କ ଗିରଫ ଦାବି।

ଭୁବନେଶ୍ୱର,(ବ୍ୟୁରୋ)ଏକ ଘରୋଇ ଟିଭି ସାମ୍ବାଦିକଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ଟିଜି ସୁରକ୍ଷା ଟ୍ରଷ୍ଟର କିନ୍ନରମାନେ ରବିବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ସାଂସଦ ଅନୁଭବ ମହାନ୍ତିଙ୍କ ସାମ୍ବାଦିକଙ୍କୁ ପରିହାସ ଗ୍ରହଣୀୟ ନୁହେଁ ଏବଂ ତାହା ଚତୁର୍ଥ ସ୍ତମ୍ଭ ପ୍ରତି ଘୋର ଅପମାନ ବୋଲି…
Read More...

ଇସ୍ପାତ ଉତ୍ପାଦନରେ ପୂର୍ବ ଭାରତ ଗୁରୁତ୍ୱ ବହନ କରେ- ଧର୍ମେନ୍ଦ୍ର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବ ଭାରତରେ ଅଧିକ ଇସ୍ପାତ ଉତ୍ପାଦନ ହେଉଥିବା କାରଣରୁ ଏହି ଅଞ୍ଚଳକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଭାରତର ବିଭିନ୍ନ ଅଞ୍ଚଳରୁ ଉତ୍ପାଦିତ ହେଉଥିବା ଇସ୍ପାତ ପରିମାଣ ତୁଳନାରେ ଅଧିକ ଭାଗ ପୂର୍ବଭାରତରେ ରହିଥାଏ। ଆନ୍ଧ୍ରପ୍ରଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ…
Read More...