banner
Breaking
Monthly Archives

December 2019

ସ୍ବର୍ଗଦ୍ଵାର ନବକଳେବର ପାଇଁ ଭଙ୍ଗା କାର୍ଯ୍ୟ ଆରମ୍ଭ।

ପୁରୀ ,୧୦।୧୨(ଓଡ଼ିଆ ନ୍ୟୁଜ): ସ୍ବର୍ଗଦ୍ୱାରର ନବକଳେବର କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ମଙ୍ଗଳବାର ଏହା ପରିସରରେ ଥିବା ପୁରୁଣା କୋଠା ଉଚ୍ଛେଦ ଆରମ୍ଭ ହୋଇଛି। ଏହି ଉଚ୍ଛେଦ କାର୍ଯ୍ୟ ସରିବା ପରେ ଏହାର ଉନ୍ନତିକରଣ କାମ ଆରମ୍ଭ ହେବ। ଏଠାରେ ମୃତଦେହ ରଖିବା ଲାଗି ସ୍ଥାନ, ପୂଜା ସାମଗ୍ରୀ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କୌଣସି କ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନପରେ ପାଇବେ। ଦ୍ୱିଜା ପାଇଁ ଆଦର ଅଭ୍ୟର୍ଥନା ମିଳିବ ଏବଂ ସବୁରି ସଦିଚ୍ଛା ମିଳିବ।…
Read More...

ଅହିଂସା ବ୍ରହ୍ମଚର୍ଯ୍ୟା ପାଳନ କରିବାର ଆବଶ୍ୟକତା ରହିଛି। ବିନ୍ଦୁ ସାହିତ୍ୟ ସମାଜର ବାର୍ଷିକ ଉତ୍ସବ

ଭୁବନେଶ୍ୱର, ୮।୧୨ (ଓଡ଼ିଆ ନ୍ୟୁଜ): ବିନ୍ଦୁ ସାହିତ୍ୟ ସମାଜର ବାର୍ଷିକ ଉତ୍ସବ, କବିତା ପାଠ, ସମ୍ବର୍ଦ୍ଧନା ସଭା ଓ ୧୫୦ତମ ଗାନ୍ଧୀ ଆଲୋଚନା ଚକ୍ର ୟୁନିଟ୍-୯ସ୍ଥିତ ଲୋହିଆ ଏକାଡ଼େମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିନ୍ଦୁ ସାହିତ୍ୟ ସମାଜର ପ୍ରତିଷ୍ଠାତା ସଭାପତି ପ୍ରଫେସର ନିତ୍ୟାନନ୍ଦ…
Read More...

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି।

ଭୁବନେଶ୍ୱର,୭।୧୨(ବ୍ୟୁରୋ) : ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ,…
Read More...

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା।

ଭୁବନେଶ୍ୱର,୭।୧୨(ଓଡ଼ିଆ ନ୍ୟୁଜ): ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ କେତେକ ଘୋଷଣା କରିଛନ୍ତି। ଏହି ଘୋଷଣାନୁଯାୟୀ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦ୍ରାପଡ଼ା ଓ ସୋନପୁର ଜିଲାର…
Read More...

ସ୍କୁଲ ପିଲାଙ୍କୁ ନେଉଥିବା ଅଟୋ ଓଲଟି ଜଣେ ମୃତ ତିନିଜଣ ଆହତ।

ପଟ୍ଟାମୁଣ୍ଡାଇ,୭।୧୨(ଓଡ଼ିଆ ନ୍ୟୁଜ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗରା ଗାଁ ନିକଟରେ ଭାରସାମ୍ୟ ହରାଇ ଏକ ସ୍କୁଲ ଅଟୋ ଓଲଟିପଡ଼ିବାରୁ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗରା ଗାଁର ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ଶୁଭମ୍‌ ସ୍ବାଇଁ(୭)।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ, କିନ୍ତୁ ଝିନ୍‌ଝଟ୍‌ ମଧ୍ୟରେ। ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସବୁ ସୁବିଧା ଥିଲେ ମଧ୍ୟ ବିଚଳିତ ରହିବା କାରଣରୁ ଅଶାନ୍ତି ଅନୁଭବ…
Read More...

ନିର୍ଭୟା ବଳତ୍କାରୀଙ୍କୁ ମିଳିବ ଫାଶୀ।

ନୂଆଦିଲ୍ଲୀ: ହଇଦ୍ରାବାଦର ଏନକାଉଣ୍ଟର ପରେ ଶୁକ୍ରବାର ଅନ୍ୟ ଏକ ବଡ ଖବର ସାମ୍ନାକୁ ଆସିଛି। ୨୦୧୨ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିନୟ ଶର୍ମାକୁ ଫାଶୀ ମିଳିବ ବୋଲି ଜଣାପଡିଛି। ଗୃହ ମନ୍ତ୍ରାଳୟ ପକ୍ଷରୁ ବିନୟ ଶର୍ମାର ରାଜକ୍ଷମା ଆବେଦନକୁ ଖାରଜ କରାଯାଇଛି। କ୍ଷମା…
Read More...

ଉନ୍ନାଓ ପିଡୀତାଙ୍କୁ ଜାଳିବା ପରେ ପରିବାରକୁ ମାରିବାର ଧମକ।

ଉନ୍ନାଓ,୬ ।୧୨: ଉନ୍ନାଓ ଗଣଦୁଷ୍କର୍ମ ପୀଡିତାଙ୍କୁ କିରୋସିନି ଢାଳି ନିଆଁ ଲଗାଇବା ପରେ ଏବେ ତାଙ୍କ ପରିବାରକୁ ଜୀବନରୁ ମାରିଦେବାର ଧମକ ମିଳିଛି । ଏହା ସହ ତାଙ୍କ ସମ୍ପର୍କୀୟଙ୍କ ଦୋକାନରେ ନିଆଁ ଲଗାଇବାକୁ ମଧ୍ୟ ଧମକ ଦିଆଯାଇଛି । ପୀଡିତାଙ୍କ ପରିବାରର କିଛି ଲୋକ ଉନ୍ନାଓର ଶୁକ୍ଲାଗଞ୍ଜ…
Read More...

ପୁରୀ ଗଣଦୁଷ୍କର୍ମ ମାମଲାରେ ଆଉଜଣେ ଅଭିଯୁକ୍ତ ଗିରଫ।

ପୁରୀ,୬ା୧୨(ଓଡ଼ିଆ ନ୍ୟୁଜ): ପୁରୀରେ ଏକ ଯୁବତୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଥାନାରେ ମାମଲା ରୁଜୁ ହୋଇଥିଲା । ସେହି ମାମଲାରେ ଆଜି ଆଉ ଜଣେ ଅଭିଯୁକ୍ତକୁ କୁମ୍ଭାରପଡ଼ା ପୋଲିସ ଗିରଫ କରିଛି । ବ୍ରହ୍ମଗିରି ଆଳିପଟୁ ଗାଁର ଅଭିଯୁକ୍ତ ରାମଚନ୍ଦ୍ର ପ୍ରଧାନ ଗିରଫ ହୋଇଥିବା ସୂଚନା ମିଳିଛି । ପୂର୍ବରୁ…
Read More...