banner
Breaking
Yearly Archives

2019

ମୁମ୍ବାଇରେ ଜନ୍ମିତ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ।

ମୁମ୍ବାଇ,୨୯।୧୧(ବ୍ୟୁରୋ): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକରେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ତୁରନ୍ତ ତାଙ୍କ କାର୍ଯ୍ୟକୁ ନେଇ ତତ୍ପର ହୋଇ ଉଠିଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ ମଧ୍ୟ କରି ସାରିଛନ୍ତି। ସେ କହିଛନ୍ତି ମୁମ୍ବାଇରେ ଜନ୍ମ ନେଇଥିବା ସେ…
Read More...

ସିଏଜି ରିପୋର୍ଟରେ ସରକାର ଭାବମୁର୍ତ୍ତୀ ପଦାରେ ପଡିଲା।

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି। ବିତ୍ତୀୟ ପରିଚାଳନା ଠିକ ଢଙ୍ଗରେ କରାଯାଉଛି। ଟିକସ ଆଦାୟ ବଢ଼ିଛି। ରାଜସ୍ବ ପୂର୍ବ ବର୍ଷ ତୁଳନାରେ ସନ୍ତୋଷଜନକ ରହିଛି। ତେବେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ କେନ୍ଦ୍ରରୁ ପାଇଥିବା ଅନୁଦାନର ବିନିଯୋଗ ପ୍ରମାଣ ପତ୍ର…
Read More...

ମହାରାଷ୍ଟ୍ର ସରକାର ପ୍ରଥମ କ୍ୟାବିନେଟରେ ଦେଲେ ୨୦ କୋଟି। ଶୁଶାସନ ପାଇଁ ଦିଆଯିବ ହଜାର ହଜାର କୋଟି।

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକ୍‌ରେ ଦାୟିତ୍ୱଗ୍ରହଣ କରିବା ପରେ ଗୁରୁବାର ରାତି ୮ରେ ପ୍ରଥମ କ୍ୟାବିନେଟ ବୈଠକ ବସିବା ସହ ଛତ୍ରପତି ଶିବାଜୀ ମହାରାଜଙ୍କ ରାଜଧାନୀ ରାୟଗଡ଼ ଦୁର୍ଗର ସଂରକ୍ଷଣ ଲାଗି ୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହ ରାଜ୍ୟର କୃଷକଙ୍କୁ…
Read More...

ଚାଷୀଙ୍କ ଋଣ ଛାଡ ସହିତ ୧୦ ଟଙ୍କାରେ ଖାଇବାକୁ ଦେବ ମହାରାଷ୍ଟ୍ରର ନୂଆ ସରକାର।

ମୁମ୍ବାଇ, ୨୯।୧୧(ଓଡ଼ିଆ ନ୍ୟୁଜ):ମହାରାଷ୍ଟ୍ରରେ ନବଗଠିତ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ରାଜ୍ୟରେ କୃଷକ ସମସ୍ୟାର ସମାଧାନ ଓ ସେମାନଙ୍କ ଋଣଛାଡ଼ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ସ୍ଥାନୀୟ ଯୁବତୀଯୁବକଙ୍କ ଲାଗି ୮୦ ପ୍ରତିଶତ କର୍ମନିଯୁକ୍ତି ସୁବିଧା ଯୋଗାଇ ଦେବାକୁ ମହାରାଷ୍ଟ୍ର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଭାଗ୍ୟସ୍ଥାନରେ ପଞ୍ଚଗ୍ରହକୂଟ ମାନସିକ ସ୍ତରକୁ ବିଭ୍ରାନ୍ତ କରାଇବ। ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ କୌଣସି କାମରେ ମନ ଲାଗିବ ନାହିଁ। କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୂଯାୟୀ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡିପାରେ। ଅଫିସ୍‌ କାମରେ ମିଥ୍ୟା…
Read More...

କାର୍ଯ୍ୟ ଦିବସ ଥାଇ ଶେଷହେଲା ବିଧାନସଭା।

ଭୁବନେଶ୍ବର,୨୮/୧୧ : ଷୋଡଶ ବିଧାନସଭାର ଦ୍ବିତୀୟ ତଥା ଶୀତକାଳୀନ ଅଧିବେଶନ ୧୭ଟି କାର୍ଯ୍ୟଦିବସ ପୂର୍ବରୁ ଶେଷ ହୋଇଛି। ବାଚସ୍ପତି ଡକ୍ଟର ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି। ନଭେମ୍ବର ୧୩ରୁ ଆରମ୍ଭ ହୋଇଥିବା ଶୀତକାଳୀନ ଅଧିବେଶନ…
Read More...

ଗାଡି କାଗଜପତ୍ର ପାଇଁ ପୁଣି ତିନିମାସ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଲୋକଙ୍କ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ପୁଣି ଦେଲେ ତିନିମାସ ସମୟ। ସମଗ୍ର ଦେଶରେ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ହୋଇଛି। ସେପ୍ଟେମ୍ବର ପହିଲାରୁ ଏହି ଆଇନ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରାଯାଇନାହିଁ।…
Read More...

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଉଦ୍ଧବ ଠାକରେ।

ମୁମ୍ବଇ,୨୮/୧୧(ଓଡ଼ିଆ ନ୍ୟୁଜ) : ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଗୁରୁବାର ସନ୍ଧ୍ୟାରେ ସେଣ୍ଟ୍ରାଲ୍‍ ମୁମ୍ବାଇର  ଶିବାଜୀ ପାର୍କରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଶ୍ରୀ ଠାକରେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ଶ୍ରୀ ଠାକରେ…
Read More...

ଅପ୍ରାକୃତିକ ଯୌନ କ୍ରୀଡା କଲେ କର୍ମଚାରୀ।

ଖୋର୍ଦ୍ଧା : ନାବାଳକ ପୁଅକୁ ଅପ୍ରାକୃତିକ ଯୌନ କ୍ରିୟା ଓ ମା’କୁ ବଳାତ୍କାର କରି ନୟାଗଡ଼ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟର ଷ୍ଟେନୋ ସୁରେନ୍ଦ୍ର ବାରିକ (୫୮) ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଦ୍ୱାରା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ ନାମଞ୍ଜୁର ପରେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ: ଚନ୍ଦ୍ରଙ୍କ ପ୍ରଭାବରେ କେତେକ ବିଷୟକୁ ନେଇ ଚିନ୍ତା ରହିବ। ବ୍ୟବସାୟରେ ଅର୍ଥ ବିନିଯୋଗ କରିପାରନ୍ତି। ଉନ୍ନତି ମାର୍ଗରେ ଆଗକୁ ବଢ଼ି ଚାଲିବେ। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଦୀର୍ଘଦିନର ଆଶାପୂରଣ ହୋଇପାରେ। ଅର୍ଥ ମିଳିବ। ସୌଭାଗ୍ୟ ଉଦୟ ହେବ। ବୃଷ: ସପ୍ତମରେ ଚନ୍ଦ୍ରଙ୍କ…
Read More...