banner
Breaking
Yearly Archives

2019

ଜୟ ଓଡ଼ିଶା ବସ୍ତି ପିଲାଙ୍କ ସହ ପାଳିଲା ଶିଶୁ ଦିବସ।

ଭୁବନେଶ୍ୱର:(ଓଡ଼ିଆ ନ୍ୟୁଜ) ଶିଶୁ ହସିଲେ ଦୁନିଆ ହସିବ। ଶିଶୁଙ୍କ ମୁହଁରେ ହସ ଫୁଟାଇବା ପାଇଁ ବସ୍ତି ଅଞ୍ଚଳର ଶିଶୁଙ୍କ ସହ ଶିଶୁ ଦିବସ ପାଳିଲେ ରାଜଧାନୀର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଜୟ ଓଡ଼ିଶାର କର୍ମକର୍ତ୍ତା । ସହରର ପ୍ରାୟ  ୭ଟି ବସ୍ତିର ପାଖାପାଖି ୫୦୦ ଶିଶୁଙ୍କ ସହ ପାଳିଲେ ଶିଶୁ…
Read More...

ବଡ଼ିବ ନାହିଁ ବିଧାୟକ ପାଣ୍ଠି,୨୦୧୮-୧୯ ଟଙ୍କା ପଡି ରହିଛି।

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବିଧାୟକମାନଙ୍କ ପାଣ୍ଠି ବୃଦ୍ଧି କରିବା ନେଇ ରାଜ୍ୟ ସରକାର କୌଣସି ଚିନ୍ତା କରି ନାହାନ୍ତି। ଏନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ। ବାରମ୍ବାର ବିଧାୟକମାନେ ସେମାନଙ୍କ ପାଣ୍ଠି ବୃଦ୍ଧି ପାଇଁ କହିଆସୁଥିଲେ ମଧ୍ୟ ଏନେଇ କିଛି ନିଷ୍ପତ୍ତି ହୋଇ ନ ଥିବା ଜଣାପଡିଛି।…
Read More...

ମହିମା ମିଶ୍ରଙ୍କୁ ମିଳିଲା ଜାମିନ।

ଭୁବନେଶ୍ୱର : ବହୁଚର୍ଚ୍ଚିତ ସିୱେଜ ସିପିଙ୍ଗ୍‌ ଆଣ୍ଡ ଲଜିଷ୍ଟିକ ପ୍ରାଇଭେଟ ଲିମିଟେଡ ପାରାଦ୍ୱିପ ଶାଖାର ପରିଚାଳକ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ଗିରଫ ହୋଇଥିବା ଶିଳ୍ପପତି ମହିମା ମିଶ୍ରଙ୍କୁ ଗୁରୁବାର ହାଇକୋର୍ଟ ଜାମିନ୍‌ ପ୍ରଦାନ କରିଛନ୍ତି। ଏହା ପୂର୍ବରୁ ଅନ୍ୟ ଦୁଇଟି ମାମଲାରେ…
Read More...

ତିନିଜଣ ନେତାଙ୍କୁ ନୂଆ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦଳର ଯୁବନେତାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସମ୍ପାଦକ(ସଂଗଠନ) ଏବଂ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର…
Read More...

ବିଧାନସଭା ତୃତୀୟ ଦିବସରେ କଳାପଟି ବାନ୍ଧି ପ୍ରତିବାଦ କଲେ ବିଜେପି ବିଧାୟକ।

ଭୁବନେଶ୍ଵର,୧୫/୧୧(ଓଡ଼ିଆ ନ୍ୟୁଜ) ଆଜି ବିଧାନସଭାର ତୃତୀୟ ଦିବସ ଗୃହ କାର୍ଯ୍ୟ ସ୍ବାଭାବିକ ଭାବେ ଜାରି ରହିଛି। ପ୍ରଶ୍ନକାଳ ସୁରୁଖୁରୁରେ ଚାଲିଛି। ପ୍ରଶ୍ନକାଳ ଆରମ୍ଭରୁ ଯାଜପୁର ଜିଲା ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ଵାଳ ମୃତ୍ୟୁ ମାମଲାରେ ବିଜେପି ସଦସ୍ୟମାନେ ମୁହଁରେ କଳାପଟି ବାନ୍ଧି…
Read More...

ବନ୍ଦଘରୁ ମୃତଦେହ ଉଦ୍ଧାର।

ସମ୍ବଲପୁର,୧୫/୧୧(ବ୍ୟୁରୋ): ସମ୍ବଲପୁରର ମୋଦୀପଡ଼ାର ପାଣି ଟାଙ୍କି ନିକଟରେ ଥିବା ଏକ ବନ୍ଦ ଘରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୩ ରୁ ୪ ଦିନ ହେବ ଉକ୍ତ ଘରର କବାଟରେ ତାଲା ପଡ଼ିଥିଲା। ମାତ୍ର ଗୁରୁବାର ସେହି ଘର ଭିତରୁ ଦୁର୍ଗନ୍ଧ ଆସିବାରୁ ପୁଲିସକୁ ସ୍ଥାନୀୟଲୋକେ…
Read More...

ଖୋଲିଲା ବିଡିଏ ସିଟି ସେଣ୍ଟର(ନିକୋ ପାର୍କ)

ଭୁବନେଶ୍ୱର,୧୫ା୧୧(ଓଡ଼ିଆ ନ୍ୟୁଜ) : ଭୁବନେଶ୍ୱରର ଏକମାତ୍ର ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)କୁ ନେଇ ବହୁତ୍‌ କିଛି ଯୋଜନା କରାଯାଇଛି। ପାଖାପାଖି ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ପାର୍କକୁ ରାଜ୍ୟର ଏକ ଅନନ୍ୟ ଥିମ୍‌ ପାର୍କ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଯୋଜନା…
Read More...

ଆଜି କ୍ୟାବିନେଟ ବୈଠକ।

ଭୁବନେଶ୍ୱର,୧୫ା୧୧(ଓଡ଼ିଆ ନ୍ୟୁଜ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟା ୧୫ ମିନିଟ୍‌ରେ ଲୋକସେବା ଭବନରେ ଏହା ଅନୁଷ୍ଠିତ ହେବ। ବିଧାନସଭା ଶୀତ ଅଧିବେଶନ ଜାରି ରହିଛି। ଏହି ବୈଠକରେ ବହୁ ବିଲ ପାସ ହେବାର ସମ୍ଭାବନା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଅର୍ଥଲାଭ ସଙ୍ଗକୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପରିବାରରେ ଅଶାନ୍ତ ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। ସୁଖ ସମ୍ମାନ ପାଇଲେ…
Read More...

ବିଧାନସଭାରେ ଅତିରିକ୍ତ ବଜେଟ।

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୮ ହଜାର ୧୨୬ କୋଟି ୩୨ ଲକ୍ଷ ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର ଏହାକୁ ଅନୁମୋଦନ ପାଇଁ ବିଧାନସଭାରେ ଉପସ୍ଥାପନ କରିଛନ୍ତି। ତେବେ ଏହାକୁ ଚଳିତ ପୂର୍ଣ୍ଣାଙ୍ଗ…
Read More...