banner
Breaking
Yearly Archives

2019

ଫେବୃଆରୀ ୧୯ ରୁ ମାଟ୍ରିକ ପରୀକ୍ଷା।

କଟକ, ୨୪ା୧୨(ଓଡ଼ିଆ ନ୍ୟୁଜ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ତାରିଖ । ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡ଼ିଛି । ମାର୍ଚ୍ଚ ୨ଯାଏ ପରୀକ୍ଷା ଚାଲିବ । ୧୯ତାରିଖ ଦିନ ସାହିତ୍ୟ, ୨୨ରେ ଦ୍ୱିତୀୟ ଭାଷା, ୨୪ରେ…
Read More...

ସୂର୍ଯ୍ୟପରାଗ ପାଇଁ ୨୬ରେ ସ୍କୁଲ କଲେଜ ଛୁଟି।

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ସୂର୍ଯ୍ୟୋପରାଗ ଯୋଗୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସୂଚନାଯୋଗ୍ୟ, ୨୬ତାରିଖ ସକାଳେ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା…
Read More...

ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ୨୭ ରେ ନେଇପାରନ୍ତି ଶପଥ।

ରାଞ୍ଚି,୨୪ ।୧୨: ଝାଡଖଣ୍ଡର ୮୧ଟି ବିଧାନସଭା ଆସନର ଫଳାଫଳ ଘୋଷିତ ହୋଇସାରିଛି । ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ), କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)କୁ ବହୁମତ ମିଳିଛି । ମୋଟ୍ ୮୧ଟି ଆସନରୁ ଗଠବନ୍ଧନ ସରକାର ୪୭ଟି ଆସନରେ ବିଜୟ ହାସଲ କରି ସରକାର ଗଢିବାକୁ ଯାଉଛି । ବିଶେଷ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଳମ୍ବରେ କାର୍ଯ୍ୟରେ ଉନ୍ନତି ଘଟିବ। ଧନକ୍ଷୟ ହେବାର ସୂଚନା ମିଳୁଛି। ଈର୍ଷା ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ବୃଷ: ସପ୍ତମରେ ଚନ୍ଦ୍ର ହେତୁ ମନରେ ଉଦ୍‌ବେଗ ଜାତ ହୋଇପାରେ।…
Read More...

ଝାଡ଼ଖଣ୍ଡରେ ବିଜୟୀ ମେଣ୍ଟକୁ ଶୁଭେଚ୍ଛା ଜଣାଇଲେ ମୋଦି।

ରାଞ୍ଚି : ଝାଡ଼ଖଣ୍ଡରେ ଜେଏମଏମ-କଂଗ୍ରେସ ଓ ଆରଜେଡି ମହାମେଣ୍ଟର ବହୁମତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ)ର ନେତା ହେମନ୍ତ ସୋରେନଙ୍କୁ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି। ଏହାସହିତ ଝାଡ଼ଖଣ୍ଡର ବିକାଶ କରିବା ପାଇଁ ଜେଏମଏମ-କଂଗ୍ରେସ ଓ ଆରଜେଡି…
Read More...

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ

ରାଞ୍ଚି : ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ), କଂଗ୍ରେସ ଓ ଆରଜେଡି ମହାମେଣ୍ଟର ବହୁମତ ହାସଲ କରିଥିବାବେଳେ ବିଜେପି ଶୋଚନୀୟ ପରାଜୟ ଆଡକୁ ଯାଉଛି। ଏହାପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ ସୋମବାର ସନ୍ଧ୍ୟାରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ…
Read More...

ଅହିଂସାକୁ ବିଶ୍ୱ ଦରବାରେ ସବୁଠାରୁ ଶକ୍ତିଶାଳୀ ବାର୍ତ୍ତା ପହଞ୍ଚାଇବାକୁ ଓଡ଼ିଶାର ସାଇରାମ ଗାନ୍ଧୀଙ୍କ ଆହ୍ୱାନ

ଭୁବନେଶ୍ୱର, (ଓଡ଼ିଆ ନ୍ୟୁଜ) : ଅହିଂସା ବିଶ୍ୱକୁ ଭାରତର ସବୁଠାରୁ ଶକ୍ତିଶାଳୀ ବାର୍ତ୍ତା, ଅହିଂସା ହିଁ ଆମ ସ୍ୱାଧୀନତା ସଂଗ୍ରାମକୁ ବିଶ୍ୱର ସବୁ ସଂଗ୍ରାମଠାରୁ ନିଆରା କରିଛି । ରାଷ୍ଟ୍ରପତି ଭବନରେ ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ନିମେନ୍ତ ଗଠିତ ଜାତୀୟ କମିଟିର ଦ୍ୱିତୀୟ ବୈଠକରେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-.ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ: ମାନସିକ ସ୍ତରରେ ବ୍ୟସ୍ତତା ବଢ଼ିବ। କ୍ରୋଧିତ ହୋଇପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରିବାରେ ସକ୍ଷମ ହେବେ। ବୃଷ: ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ଘାତଚନ୍ଦ୍ର…
Read More...

ଆଇନ ସଚେତନତା ଶିବିର ଅନୁଷ୍ଠିତ।

ଭୁବନେଶ୍ୱର,୨୦/୧୨(ଓଡ଼ିଆ ନ୍ୟୁଜ): ଓଡ଼ିଶାର ସ୍ବେଚ୍ଛାସେବୀ ଅନୁଷ୍ଠାନ ମମ୍,ବଚପନ ବଚାଓ ଆନ୍ଦୋଳନ, ଚାଇଲ୍ଡ ଲାଇନ ଏବଂ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କ ମିଳିତ ଆନୁକୂଲ୍ୟରେ ଭିଏସ ଏସ ନଗର ସ୍ଥିତ ସୁରେନ୍ଦ୍ର ସାଏ ବିଦ୍ୟାମନ୍ଦିର ଠାରେ ପିଲାମାନଙ୍କ ସୁରକ୍ଷା ଉପରେ ଆଇନ ସଚେତନତା ଶିବିର…
Read More...