banner
Breaking
Yearly Archives

2019

ତରୁଣକାନ୍ତି ମିଶ୍ରଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର।

ଭୁବନେଶ୍ୱର: ବିଶିଷ୍ଟ ଲେଖକ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ତରୁଣକାନ୍ତି ମିଶ୍ରଙ୍କୁ ଚଳିତ ବର୍ଷର ସମ୍ମାନଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯିବ। କ୍ଷୁଦ୍ରଗଳ୍ପ ସଙ୍କଳନ ‘ଭାସ୍ୱତୀ’ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ ବୋଲି ସାହିତ୍ୟ ଏକାଡେମୀ ପକ୍ଷରୁ…
Read More...

ଭାଜପା ଦେଶରେ ଦଙ୍ଗା କରିବାକୁ ଚାହୁଁଛି।

କୋଲକାତା,୧୮।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ବୁଧବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହାଓଡାରେ ଏକ ରାଲିର ଆୟୋଜନ କରାଯାଇଥିଲା। ରାଲିକୁ ମମତା ସମ୍ବୋଧିତ କରି କହିଛନ୍ତି, ଭାଜପା ଦେଶରେ ଦଙ୍ଗା…
Read More...

ସିଏଏ ବିଲ ଉପରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନିରଞ୍ଜନ।

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ସମର୍ଥନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି।…
Read More...

ଭିଜିଲାନ୍ସ ପଞ୍ଝାରେ ବିଡିଏ ଅଧିକାରୀ।

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଭିଜିଲାନ୍ସ ପଞ୍ଝାରେ ବିଡିଏ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଡିଏ ସେକ୍ସନ ଅଫିସର ବିଭୂତି ଭୂଷଣ ରାୟଙ୍କ ୫ଟି ସ୍ଥାନରେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ବୁଧବାର ରେଡ୍‌ ଜାରି ରହିଛି। ଭୁବନେଶ୍ୱରର ଝାରପଡ଼ା, ଜିଜିପି କଲୋନୀସ୍ଥିତ ଘର ସମେତ…
Read More...

ସିଏଏ ବିଲ ଉପରେ ସ୍ପଷ୍ଟୀକରଣ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିବା ବେଳେ ପ୍ରଥମ ଥର ପାଇଁ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ସାମ୍ବାଦିକଙ୍କୁ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟ ସରକାର…
Read More...

ବର୍ଷା ଜଳ ସ°ରଣକ୍ଷ ନକଲେ ମିଳିବନି ବିଡିଏ ମଞ୍ଜୁର।

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):୬ ମାସ ମଧ୍ୟରେ ଭୁବନେଶ୍ୱରର ସମସ୍ତ ଘରେ ବର୍ଷା ଜଳ ସଂଗ୍ରହଣ ପ୍ରକଳ୍ପ (ରେନ୍‌ ଓ୍ବାଟର ହାର୍ଭେଷ୍ଟିଂ) କାର୍ଯ୍ୟ ସରିବ। ନଚେତ୍‌ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦୃଢ କାର୍ଯ୍ୟାନୁଷ୍ଠାନ ନେବ ବୋଲି ମଙ୍ଗଳବାର ଏକ ବିବୃତ୍ତିରେ ପ୍ରକାଶ କରିଛି। ବିଡିଏ…
Read More...

ଟଙ୍କ ତୋରାଣି ବଦଳରେ ମିଳୁଛି ଦହି ପାଣି।

ପୁରୀ , ୧୮।୧୨(ଓଡ଼ିଆ ନ୍ୟୁଜ):ଶ୍ରୀମନ୍ଦିର ଆନନ୍ଦ ବଜାରରେ ବିକ୍ରି ହୋଇଥାଏ ଟଙ୍କତୋରାଣି। ଦୀର୍ଘବର୍ଷ ଧରି ଏହା ବିକ୍ରି ହୋଇଆସୁଥିଲେ ମଧ୍ୟ ୨୦୧୭ରୁ ଏହା ବନ୍ଦ ରହିଛି। ଅସ୍ବାସ୍ଥ୍ୟକର ପରିବେଶରେ ଏହା ତିଆରି କରାଯାଉଥିବାରୁ ଶ୍ରୀମନ୍ଦିର ପ୍ରଶାସନ ଏହାର ବିକ୍ରି ବନ୍ଦ କରିଦେଇଛି। ହେଲେ…
Read More...

ପାଞ୍ଚ ଦିନିଆ ଦିଲ୍ଲୀ ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ୱର,୧୮।୧୨(ଓଡ଼ିଆ ନ୍ୟୁଜ): ଆଜି ଠାରୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ଅପରାହ୍ନରେ ରାଷ୍ଟ୍ରପତି ଭବନରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ସହ ୧୫୦ ତମ ଗାନ୍ଧୀ ଜୟନ୍ତୀ ସମାରୋହରେ ମଧ୍ୟ ସାମିଲ ହେବେ ନବୀନ । ସେହିପରି ମୁଖ୍ୟମନ୍ତ୍ରୀ ୨୦ ଓ…
Read More...

ଜଳସାଥୀ ଆପର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ। ଜଳକର ଆଦାୟ କରିବେ ମହିଳା।

ଭୁବନେଶ୍ୱର, ୧୮ା୧୨(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱର ରେଳ ଅଡ଼ିଟୋରିଅମରେ ଜଳସାଥୀ ଆପର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ଜଳ କର ଆଦାୟ କରିବେ ଏସଏଚଜି ମହିଳା । ୧୧୪ ପୌରାଞ୍ଚଳରେ ଜଳ କର ଆଦାୟ କରିବେ ଜଳସାଥୀ । ଏହାସହ ଜଳସାଥୀଙ୍କୁ ପରୀକ୍ଷଣ କିଟ୍ ଓ ପିଓଏସ ମେସିନ…
Read More...

ଡିସେମ୍ବର ୨୨ ରେ ସୈନିକ ସ୍କୁଲ ଭୁବନେଶ୍ୱରର ପୁରାତନ ଛାତ୍ର ସଂସଦର ବାର୍ଷିକ ବନ୍ଧୁମିଳନ ଉତ୍ସବ।

ଭୁବନେଶ୍ୱର,୧୮/୧୨(ଓଡ଼ିଆ ନ୍ୟୁଜ) ସୈନିକ ସ୍କୁଲ ଭୁବନେଶ୍ୱରର ୪୯ତମ ବାର୍ଷିକ ବନ୍ଧୁମିଳନ ଡିସେମ୍ବର ୨୨ ତାରିଖରେ ସ୍କୁଲ ପ୍ରାଙ୍ଗଣରେ ଅନୁଷ୍ଠିତ ହେବ । ଉକ୍ତ ଉତ୍ସବରେ ସ୍କୁଲର ଉନ୍ନତି ନିମନ୍ତେ ବିଭିନ୍ନ କାର୍ଯ୍ୟସୂଚୀ ଗ୍ରହଣ ବିଷୟରେ ପୁରାତନ ଛାତ୍ରମାନେ ଆଲୋଚନା କରିବେ । ଏହି ଛାତ୍ର…
Read More...