banner
Breaking
Monthly Archives

March 2020

ଜୁନ ୩୦ ଯାଏ ବଢିଲା ଗାଡି କାଗଜପତ୍ର ନବୀକରଣ ଅବଧି।

ଭୁବନେଶ୍ୱର, ୩୧ା୩(ଓଡ଼ିଆ ନ୍ୟୁଜ): କରୋନା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଫେବୃଆରୀରେ ଅବଧି ସରିଥିବା ଗାଡ଼ି କାଗଜପତ୍ରର ଏବେ ନବୀକରଣର ଆବଶ୍ୟକତା ନାହିଁ । ବର୍ତ୍ତମାନ ପରିସ୍ଥିତିରେ ଏହା ଜୁନ୍ ଯାଏଁ ବୈଧ ରହିବ । ଫିଟନେସ୍, ଡିଏଲ ଓ ପରମିଟ୍ କ୍ଷେତ୍ରରେ ବି ଏହି ସର୍ତ୍ତ ଲାଗୁ…
Read More...

ପୁରୀରେ ପହଞ୍ଚିଲା ରଥକାଠ।

ପୁରୀ , ୩୧ା୩ : ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ସୋମବାର ପୁରୀରେ ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୨୧ ଖଣ୍ଡ କାଠ ଆସିଛି। ଏଥିରେ ୨୦ ଫୁଟିଆ ଅସନ ୯ ଖଣ୍ଡ, ୧୨ ଫୁଟିଆ ଅସନ…
Read More...

ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦେଶୀକା ହେଲେ ଡ ଭାଗ୍ୟଲିପି ମଲ୍ଲ।

ଭୁବନେଶ୍ୱର, ୩୧ା୩ (ଓଡ଼ିଆ ନ୍ୟୁଜ) – ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶିକା ଭାବେ ରାଜ୍ୟ ସଂଗ୍ରହାଳୟର କ୍ୟୁରେଟର ଡ. ଭାଗ୍ୟଲିପି ମଲ୍ଲଙ୍କୁ ନିଯୁକ୍ତି ମିଳିଛି। ସେ ରାଜ୍ୟ ସଂଗ୍ରହାଳୟ ସହ ଏହି ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେହିଭଳି…
Read More...

ଲିଙ୍ଗରାଜଙ୍କ ରଥଯାତ୍ରା ଅନିଶ୍ଚିତତା ଭିତରେ।

ଭୁବନେଶ୍ୱର, ୩୧ା୩ (ଓଡ଼ିଆ ନ୍ୟୁଜ) – ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରା ଚଳିତ ବର୍ଷ ଅନିଶ୍ଚିତତା ମଧ୍ୟରେ ରହିଛି। କରୋନା କଟକଣା ଓ ଲକ୍‌ଡାଉନ୍‌ ପାଇଁ ପ୍ରଶାସନ କୌଣସି ପରିସ୍ଥିତିରେ ରଥଯାତ୍ରା ପାଇଁ ରାଜି ହେଉ ନ ଥିବାବେଳେ…
Read More...

ବଢିଲା ତାତି ପାରଦ ୪୦° ଛୁଇଁଲା।

ଭୁବନେଶ୍ୱର,୩୧ା୩(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋମବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା…
Read More...

୨୪ ଘଣ୍ଟାରେ ୪ ହଜାର ଲୋକଙ୍କ ମୃତ୍ୟୁ ଘଟୁଛି। କରୋନା ନିଆଁ ଭଳି ମାଡି ଯାଇପାରେ -ସୁବ୍ରତୋ ବାଗଚୀ।

ଭୁବନେଶ୍ୱର,୩୧।୩(ଓଡ଼ିଆ ନ୍ୟୁଜ): ଗୀତଗୋବିନ୍ଦ ସଦନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମଙ୍ଗଳବାର ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି। ଭାରତରେ ଘାତକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ଶହ ଟପିଥିବା ବେଳେ…
Read More...

କରୋନାର ୯ଟି ଲକ୍ଷଣ।

ଭୁବନେଶ୍ୱର: କରୋନା ଭାଇରସ ବିଶ୍ୱରେ ଆତଙ୍କ ଖେଳାଇଛି। ସାରା ବିଶ୍ୱର ବୈଜ୍ଞାନିକମାନଙ୍କ କହିବା ଅନୁଯାୟୀ, କରୋନା ଭାଇରସର ଲକ୍ଷଣ ସାଧାରଣତଃ ଥଣ୍ଡା ଭଳି ହୋଇଥାଏ । ଏହି ଭାଇରସରେ ଆକ୍ରାନ୍ତ ରୋଗୀମାନଙ୍କୁ ଚିହ୍ନିବା କଷ୍ଟ ହୋଇଥାଏ। ଏହି କାରଣରୁ ଲୋକମାନେ ଶୀଘ୍ର ଏହି କିଲର କରୋନା ଭାଇରସର…
Read More...

ଲକଡାଉନ୍ ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର,୩୦।୩(ବ୍ୟୁରୋ)- ମହାମାରୀ କରୋନା ସଂକ୍ରମଣ ରୋକିବାକୁ ସାରା ଭାରତ ଏବେ ଲକ୍‌ଡାଉନ୍‌। ଓଡ଼ିଶାରେ ମଧ୍ୟ ଲକ୍‌ଡାଉନକୁ ସଫଳ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି। ତେବେ ସରକାରଙ୍କ ଲକ୍‌ଡାଉନ୍‌ ନିର୍ଦ୍ଦେଶକୁ ବର୍ତ୍ତମାନ ସମୟରେ ରାଜ୍ୟର ୯୦ ପ୍ରତିଶତ ବ୍ୟକ୍ତି…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:- କେତେଦିନ ହେଲା ଯାହା ପାଇବା ପାଇଁ ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।…
Read More...

ସମ୍ ହସ୍ପିଟାଲ ପରିଦର୍ଶନ କଲେ ୫ଟି ସଚିବ।

ଭୁବନେଶ୍ବର : ମହାମାରୀ କରୋନାର ମୁକାବିଲା ପାଇଁ ସମ ହସ୍ପିଟାଲ ଠାରେ ୫୦୦ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଚାଲିଛି। ଆଜି ୫-ଟି ସଚିବ ଭି.କେ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ଏହି ନୂତନ ହସ୍ପିଟାଲ…
Read More...