banner
Breaking
Monthly Archives

April 2020

ସରକାରଙ୍କ ମୋ ପ୍ରତିଭା କାର୍ଯ୍ୟକ୍ରମ ଆରମ୍ଭ ହେବ।

ଭୁବନେଶ୍ୱର,୨ା୪(ବ୍ୟୁରୋ)- କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି ଦେଶରେ ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଏହାଦ୍ୱାରା ସବୁବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏପରି କି କୋମଳମତି ଶିଶୁ, ଛୋଟ ପିଲା ଏବଂ ଛାତ୍ରୀଛାତ୍ର ଏଥିରୁ ବାଦ୍‌ ପଡ଼ି ନାହାନ୍ତି। ସ୍କୁଲ ବନ୍ଦ ରହିଥିବାରୁ…
Read More...

ସାତଦିନ ମଧ୍ୟରେ ଦେଶର ପ୍ରଥମ କରୋନା ହସ୍ପିଟାଲ

ଭୁବନେଶ୍ୱର,୨।୪(ବ୍ୟୁରୋ)-ଓଡିଶା ସରକାରଙ୍କ ବଡ ପଦକ୍ଷେପ ସ୍ବରୂପ ମାତ୍ର ସପ୍ତାହକ ମଧ୍ୟରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସ୍ବତନ୍ତ୍ର ଚିକିତ୍ସା ପାଇଁ ୬୫୦ ଶଯ୍ୟା ବିଶିଷ୍ଟ ୨ଟି ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଦେଶର ପ୍ରଥମ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଉର୍ଦ୍ଦିଷ୍ଟ ହସ୍ପିଟାଲ…
Read More...

ଜନହିତ ଦୃଷ୍ଟିରୁ ପଞ୍ଚମ ଆକ୍ରାନ୍ତଙ୍କ ନାମ ପ୍ରକାଶ କଲା ବିଏମସି। ଭୟ ନକରି ମୁକାବିଲା କରିବାକୁ କହିଲେ…

ଭୁବନେଶ୍ୱର, ୨ା୪(ଓଡ଼ିଆ ନ୍ୟୁଜ): ଓଡିଶାରେ ଚିହ୍ନଟ ହୋଇଥିବା ୫ଜଣଙ୍କ ମଧ୍ୟରୁ ୪ ଜଣଙ୍କ ନାମ ଗୋପନ ରହିଥିବା ବେଳେ ଭୁବନେଶ୍ୱରରୁ ଚିହ୍ନଟ ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ତାଙ୍କ ନାମ ପ୍ରଦୀପ୍ତ ଦଳ ବେହେରା(୬୦)। ଘର ଭୁବନେଶ୍ୱର…
Read More...

ଲୋକଙ୍କ ପାଖରେ ସୁରୁଖୁରୁରେ ଜିନିଷପତ୍ର ପହଞ୍ଚାଇବା ପାଇଁ ସୁବନ୍ଦୋବସ୍ଥ କରାଯାଇଛି-ସୁରେନ୍ଦ୍ର କୁମାର

ଭୁବନେଶ୍ୱର,(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଲକ୍‌ଡାଉନ୍‌ ସ୍ଥିତିରେ ସାରା ଓଡ଼ିଶାର ଜନସାଧାରଣଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ ନିମନ୍ତେ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା କରୁଛନ୍ତି। ଏ ନେଇ ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଟିମ୍‌ ଗଠନ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:- ଆଜିର ଆନୁଷ୍ଠାନିକ କାର୍ଯ୍ୟ ବିଶେଷ ଉପଭୋଗ୍ୟ ନ ହୋଇପାରେ | ଅବଶ୍ୟ କର୍ତ୍ତବ୍ୟ ପାଳନରେ ତପତ୍ରତା,ଦାୟିତ୍ୱସମ୍ପନ୍ନ କାର୍ଯ୍ୟ ନିର୍ବାହକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ  ଆତ୍ମୀୟସ୍ବଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ | ବୃଷ:- ଅଟକି ରହିଥିବା…
Read More...

ଉତ୍କଳ ଦିବସର ଅଭିନନ୍ଦନ ସହ କରୋନା ଯୁଦ୍ଧ ଜିତିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୧।୪(ଓଡ଼ିଆ ନ୍ୟୁଜ): ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ବାଭିମାନୀପଣିଆ ପାଇଁ…
Read More...

ଓଡିଶାରେ ଅଉ ଦୁଇଟି ପରୀକ୍ଷା କେନ୍ଦ୍ର ଖୋଲିବା ପାଇଁ କେନ୍ଦ୍ରକୁ ଚିଠି।

ଭୁବନେଶ୍ବର,୧/୪(ଓଡ଼ିଆ ନ୍ୟୁଜ) : ଓଡିଶା ସରକାର ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ କୋଭିଡ଼-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଥିବା ବେଳେ କେନ୍ଦ୍ର ସରକାର ନିୟମିତ ଭାବରେ ଭିଡ଼ିଓ କନଫରେନ୍ସିଂରେ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି ଓ ଆବଶ୍ୟକୀୟ…
Read More...

ଗୁଜବ ପ୍ରଚାର କଲେ କଡା କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର,୧।୪(ଓଡ଼ିଆ ନ୍ୟୁଜ): ଦେଶ, ସମାଜ ଏବଂ ରାଜ୍ୟ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ଆଗାମୀ ଦିନରେ କରେନା ସହ ଲଢ଼ିବା ପାଇଁ ପ୍ରତିଟି ବୁନ୍ଦା ସାହସ, ଶକ୍ତି ବଜାୟ ରଖିବାକୁ ପଡ଼ିବ। ହେଲେ କିଛି ଦାୟିତ୍ୱହୀନ ବ୍ୟକ୍ତି ଗୁଜବ ସୃଷ୍ଟି କରିବାରେ ଲାଗଥିବା ଦେଖାଯାଉଛି। ବୁଧବାର…
Read More...

ଓଡିଶାରେ ପଞ୍ଚମ କରୋନା ରୋଗୀ ଚିହ୍ନଟ।

ଭୁବନେଶ୍ୱର, ୧ ।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟବିଭାଗ ଏନେଇ ଟ୍ୱିଟ କରି ସୂଚନା ଦେଇଛି । ପଞ୍ଚମ କରୋନା ରୋଗୀଙ୍କ ବୟସ ୬୦ ହୋଇଥିବା ଜଣାପଡ଼ିଛି । ସେ ଭୁବନେଶ୍ୱର…
Read More...

କରୋନା ପାଖରୁ ୧୫ ଦିନର ମହଲତ ଛଡ଼ାଇ ଆଣିବାକୁ ପଡ଼ିବ। ସୁବ୍ରତୋ ବାଗଚୀ

ଭୁବନେଶ୍ୱର,୧।୪(ଓଡ଼ିଆ ନ୍ୟୁଜ): ଓଡିଶାବାସୀଙ୍କୁ ଉତ୍କଳ ଦିବସର ଅଭିନନ୍ଦନ ଜଣାଇଛନ୍ତି ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋ ତରଫରୁ ମଧ୍ୟ ଅଭିନନ୍ଦନ ଓ ଶୁଭେଚ୍ଛା। ଓଡ଼ିଶାରେ ଚିହ୍ନଟ ହୋଇଥିବା ୪ର୍ଥ କରୋନା ସଂକ୍ରମିତଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ବୁଧବାର…
Read More...