banner
Breaking
Monthly Archives

April 2020

ରଶ୍ମୀ ଓ ଶେହନାଜଙ୍କ ମଧ୍ୟରେ କଣ ଘଟିଛି।

ମୁମ୍ବାଇ : ପୁଣି ଥରେ ଟେଲି ପରଦାକୁ ଫେରିଛି ସମସ୍ତଙ୍କର ପ୍ରିୟ ରିଆଲିଟି ଶୋ ‘ବିଗ୍‌ବସ୍‌’। ତଫାତ ଏତିକି ପୁଣି ଥରେ ପୁରୁଣା ଏପିସୋଡ ଦର୍ଶକଙ୍କୁ ଦେଖିବାକୁ ମିଳୁଛି। ବିଗ୍‌ବସ୍‌ର ୧୩ତମ ସିଜନ୍‌ର ଲୋକପ୍ରିୟତାକୁ ଦେଖି ଲକ୍‌ଡାଉନ୍‌ ସମୟରେ ଶୋ’କୁ ପୁନଃ ପ୍ରସାରିତ କରାଯାଉଛି। ଏସବୁ ଭିତରେ…
Read More...

ମ୍ୟୁଜିୟମ ଛକଠାରୁ ରବିଟକିଜ ଯାଏ ହେଲା ସାନିଟାଇଜ୍।

ଭୁବନେଶ୍ୱର, ୧।୪(ଓଡ଼ିଆ ନ୍ୟୁଜ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ସାନିଟାଇଜ କାର୍ଯ୍ୟକ୍ରମ। ବୁଧବାର ଏହି କାର୍ଯ୍ୟକ୍ରମ ଦ୍ୱିତୀୟ ଦିନରେ ପହଞ୍ଚିଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ କଳ୍ପନା ଅଗ୍ନିଶମ କେନ୍ଦ୍ରର ଏକ ଟିମ୍‌ ୪ ଦମକଳ ଗାଡ଼ି…
Read More...

ଭାରତରେ କରୋନା ମୃତ୍ୟୁ ହାର କମ୍ ରହିବ।

ନୂଆଦିଲ୍ଲୀ,୧।୪: ଯେଉଁ ଦେଶରେ ଟିବି ପାଇଁ  ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌)ର ବ୍ୟବହାର କରାଯାଇଛି ସେସବୁ ଦେଶରେ କରୋନା ଆତଙ୍କ କମ ଦେଖାଯିବ ବୋଲି ନ୍ୟୁୟର୍କ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି ବିଭାଗର ବାୟୋଲୋଜିକାଲ ସାଇନ୍ସ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ…
Read More...

ତିନି ମାସର ଦରମା ଦେଲେ ସଞ୍ଜୟ ଦାଶବର୍ମା

ଭୁବନେଶ୍ଵର: କରୋନା ଭୂତାଣୁର ମୁକାବିଲା କରିବା ପାଇଁ ନେତା, ଅଭିନେତା, କ୍ରୀଡ଼ାବିତ, ବ୍ୟାବ୍ୟସାୟିକ ଅନୁଷ୍ଠାନଠାରୁ ଆରମ୍ଭ କରି ସରକାରୀ କର୍ମଚାରୀ ପର୍ଯ୍ୟନ୍ତ ସମସ୍ତେ ସହାୟତାର ହାତ ବଢ଼ାଉଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସ ବର୍ମା ଲୋକ…
Read More...

ଭଦ୍ରକରୁ ଜଣେ ପଜେଟିଭ। ସ୍ବାସ୍ଥ୍ୟ ବିଭାଗର ପରାମର୍ଶ କଣ ପଢନ୍ତୁ।

ଭୁବନେଶ୍ୱର, ୧/୪(ଓଡ଼ିଆ ନ୍ୟୁଜ): ଗତକାଲି ଭଦ୍ରକରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବାହାରୁ ଆସିଥିବା ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ବିଭାଗ।କରୋନା ଭୂତାଣୁକୁ ରୋକିବାକୁ ହେଲେ ଗୋଟିଏ ବାଟ ହେଉଛି ସତର୍କତା। କରୋନାକୁ ହାଲୁକା ଭାବେ ନିଅନ୍ତୁ ନାହିଁ ବୋଲି…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:- ଆଜି ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ ଆଗଭର ହେବେ। ଉତ୍ତମ ବୁଝାମଣା ଯୋଗୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଅଫିସରେ ଜଣେ ବନ୍ଧୁଙ୍କ କାର୍ଯ୍ୟକଳାପକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ । ସନ୍ତାନଙ୍କ ଅଶାନ୍ତ ମନଦେଖି ଚିନ୍ତିତ ହୋଇପାରନ୍ତି । ବୃଷ:-…
Read More...