banner
Breaking
Monthly Archives

May 2020

ପ୍ରବାସୀ ଶ୍ରମିକଙ୍କ ଫେରିବା ଖର୍ଚ୍ଚ ବହନ କରିବ କ°ଗ୍ରେସ-ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୪/୫(ଓଡ଼ିଆ ନ୍ୟୁଜ): ସମଗ୍ର ଦେଶ ଲକ୍ ଡାଉନ୍ କାରଣରୁ ଦେଶର ବିଭିନ୍ନ ରାଜ୍ୟରେ ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ଫଶିରହିଛନ୍ତି । ଦେଶର ବିଭିନ୍ନ ରାଜ୍ୟରେ ଫଶି ରହିଥିବା ପ୍ରବାସୀ ଶ୍ରମିକମାନଙ୍କୁ ନିଜ ନିଜ ରାଜ୍ୟକୁ ପଠାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି ।…
Read More...

ରାଜ୍ୟରେ ପୁଣି ୬ ପଜିଟିଭ।ଆକ୍ରାନ୍ତଙ୍କ ସ°ଖ୍ୟା ୧୬୯ରେ ପହଞ୍ଚିଲା।

ଭୁବନେଶ୍ୱର,୪/୫(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଉ ୬ କରୋନା ପଜିଟିଭ ସୋମବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ତେବେ ଏହି ୬ଜଣଙ୍କ ମଧ୍ୟରେ ଯାଜପୁରର ୪ ଜଣ ହୋଇଥିବା ବେଳେ ଭଦ୍ରକର ୨ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ଏ ନେଇ କୋଭିଡ୍‌…
Read More...

ରାଜ୍ୟରେ ୭ ତାରିଖ ପର୍ଯ୍ୟନ୍ତ ବର୍ଷା ପବନ।

ଭୁବନେଶ୍ୱର, ୪ା୫(ବ୍ୟୁରୋ): ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ। ଏ ନେଇ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ସ୍ଥାନାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର…
Read More...

ଛାତରୁ ପଡି ମୃତ୍ୟୁ।

ଭୁବନେଶ୍ୱର,୪।୫(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଚନ୍ଦ୍ରମା ଆପାଟମେଣ୍ଟର ୮ ମହଲାରୁ ଡେଇଁ ସୋମବାର ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିୟୁସି ମୋହନ ମିଶ୍ର(୫୬)। ମିଳିଥିବା ସୂଚନାନୁଯାୟୀ, ପିୟୁସି ଖାରବେଳନଗର ଥାନା ଅଞ୍ଚଳରେ ରହୁଥିଲେ। ତେବେ କୌଣସି କାରଣକୁ…
Read More...

ଗଞ୍ଜାମରେ କ୍ବାରେଣ୍ଟାଇନ ଖାଦ୍ୟ ତାଲିକା ଜାରିକଲେ ରାଜ୍ୟପାଳ।

ଛତ୍ରପୁର, ୪।୫(ଓଡ଼ିଆ ନ୍ୟୁଜ): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ଟି କ୍ୱାରାଣ୍ଟାଇନ ସେଣ୍ଟରରେ କିଛି ଦିନ ତଳେ ଖାଦ୍ୟ ଅଭାବ ନେଇ ଗଣ୍ଡଗୋଳ କରି ସୁରଟ ଫେରନ୍ତାମାନେ ସେଠାରୁ ଚମ୍ପଟ ମାରିଥିଲେ। ଏଥିସହ ଗଞ୍ଜାମର ଅନ୍ୟ ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ଖାଦ୍ୟକୁ ନେଇ ସୁରଟ ଫେରନ୍ତାମାନେ…
Read More...

ସକାରାତ୍ମକ ଭାବନାରେ ମହାମାରୀକୁ ଜୟ କରିହେବ-ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୪/୫(ବ୍ୟୁରୋ) :  ଓଡିଆ ଲୋକମାନେ ଅସୀମ ଧୈର୍ଯ୍ୟ ଓ ସାହସର ସହ କରୋନା ମହାମାରୀର ମୁକାବିଲା କରୁଛନ୍ତି। ଓଡିଆ ମାନଙ୍କ ଡିଏନଏରେ ବିପର୍ଯ୍ୟୟ ମୁକାବିଲାର ଶକ୍ତି ଅଛି। ଏପରି କିଛି ମନ୍ତବ୍ୟ ଦେବା ସହ ଫେସବୁକ୍‍ ଲାଇଭ ମାଧ୍ୟମରେ ଅନଲାଇନରେ ସାଧାରଣ ଲୋକମାନଙ୍କର ବିଭିନ୍ନ ପ୍ରଶ୍ନର…
Read More...

କରୋନା ପୀଡ଼ିତଙ୍କୁ ‘ଫର୍ ୟୁ’ ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ ।

ଭୁବନେଶ୍ୱର, ୪/୫(ଓଡ଼ିଆ ନ୍ୟୁଜ) : ରାଜଧାନୀ ଭୁବନେଶ୍ୱରରେ କରୋନା ମହାମାରୀ ପୂର୍ବାପେକ୍ଷା ଅଧିକ ଆୟତ୍ତକୁ ଆସିଯାଇଥିଲେ ମଧ୍ୟ ଲକ୍ ଡାଉନ ଆଗଭଳି ବଳବତ୍ତର ରହିଛି ଏବଂ ନିମ୍ନ ମଧ୍ୟବିତ୍ତ ଶ୍ରେଣୀଙ୍କ ଅବସ୍ଥା ଦିନକୁ ଦିନ ଦୟନୀୟ ହେବାରେ ଲାଗିଛି । ଯେଉଁମାନଙ୍କ ପାଖରେ ରାସନ କାର୍ଡ ନାହିଁ…
Read More...

ରାଜ୍ୟ କିମ୍ବା ରାଜ୍ୟ ବାହାରୁ ଯିବାଆସିବା ପାଇଁ କଟକଣା ଜାରି।

ଭୁବନେଶ୍ବର , ୪/୫(ବ୍ୟୁରୋ) : ଓଡ଼ିଶା ବାହାରକୁ ଡାକ୍ତରୀ ଚିକିତ୍ସା ପାଇଁ କିମ୍ବା ଜରୁରୀ କାର୍ଯ୍ୟ ପାଇଁ ଯେଉଁମାନେ ଯିବାକୁ ଚାହୁଁଥିବେ, ସେମାନେ ଆବଶ୍ୟକ ତଥ୍ୟ ଯାଞ୍ଚ ପରେ ସ୍ଥାନୀୟ ଉପ-ଜିଲ୍ଲାପାଳ ବା ତହସିଲଦାର କିମ୍ବା ଡିସିପି, ଭୁବନେଶ୍ୱର-କଟକ, ପୋଲିସ୍‌ କମିଶନରେଟ୍‌ଙ୍କଠାରୁ ଅନୁମତି…
Read More...

ରଥଯାତ୍ରା ପାଇଁ ଆଶା ସ°ଚାର। କାଲିଠାରୁ ଆରମ୍ଭ ହେବ ରଥ ନିର୍ମାଣ।

ପୁରୀ,୪/୫(ଓଡ଼ିଆ ନ୍ୟୁଜ) : ଜଗନ୍ନାଥଙ୍କ ଲୀଳା ଅପାର। ସେ ଚାହିଁଲେ ସବୁ ଅସମ୍ଭବ ସମ୍ଭବ ହୋଇଯାଏ। ତେଣୁ ସେ କୋଟି ବ୍ରହ୍ମାଣ୍ଡର ଦେବତା। ରଥଯାତ୍ରାରେ ପ୍ରଭୁ ଛୁଆଁ ଅଛୁଆଁ ଭେଦଭାବ ଭୁଲି ରଥ ଉପରେ ସମସ୍ତଙ୍କୁ ଦର୍ଶନ ଦେଇଥାନ୍ତି। କରୋନା ଛୁଆଁ ରୋଗ ହୋଇଥିବାରୁ ସମସ୍ତେ ବ୍ୟସ୍ତ ବିବ୍ରତ। ହେଲେ…
Read More...

ଭୁବନେଶ୍ୱରରେ ନିୟମ କଡାକଡି କଲେ କମିଶନର-ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର, ୪/୫(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇ ଥିବାରୁ କରୋନା ନିୟନ୍ତ୍ରଣରେ ରହିଛି। ବର୍ତ୍ତମାନ ବାହାର ରାଜ୍ୟରୁ ପ୍ରବାସୀ ଓଡିଆମାନେ ଫେରୁଛନ୍ତି। ସେ ଦୃଷ୍ଟିରୁ ସତର୍କତା…
Read More...