banner
Breaking
Monthly Archives

May 2020

ଭୁବନେଶ୍ୱର, ୨୮ା୫(ଓଡ଼ିଆ ନ୍ୟୁଜ): ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଳୟଙ୍କରୀ ବାତ୍ୟା ଅମ୍ଫାନ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଲୋକମାନଙ୍କୁ ସମବେଦନା ଜଣାଇବା ସହ ପୁନଃଉଦ୍ଧାର କାର୍ଯ୍ୟ ପାଇଁ ସିଏମ ରିଲିଫ ପାଣ୍ଠିକୁ ୧୧ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସେହିପରି…
Read More...

ରାଜ୍ୟରେ ପୁଣି ୬୭ ପଜିଟିଭ୍ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୧୬୬୦କୁ ବୃଦ୍ଧି।

ଭୁବନେଶ୍ୱ.୨୮/୫(ଓଡ଼ିଆ ନ୍ୟୁଜ): ରାଜ୍ୟର ପୁଣି ୬୭ କରୋନା ପଜିଟିଭ୍ ଆଜି ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୫ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ଏହି କ୍ରମରେ ରାଜ୍ୟରେ କୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ବିଭିନ୍ନ ପ୍ରକାରର ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ । ସାମାଜିକ କ୍ଷେତ୍ରରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ । ବୃଷ:-ଆଜି…
Read More...

ଆଜି ଜଗତସିଂହପୁରରୁ ଚିହ୍ନଟ ୬ ଜଣଯାକ ତିର୍ତ୍ତୋଲ ବ୍ଲକର।

ଜଗତସିଂହପୁର,୨୭/୫(ଓଡ଼ିଆ ନ୍ୟୁଜ):ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ତିର୍ତ୍ତୋଲ ବ୍ଲକରେ ଛଅ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଛଅଜଣ ରୋଗୀଙ୍କ କୈଣସି ଲକ୍ଷଣ ନଥିଲା କିନ୍ତୁ ସ୍ଵାବ ଟେଷ୍ଟ ପରେ ଜଣାପଡ଼ିଲା । ଏମାନେ ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ଫେରନ୍ତା । ୨୨ ତାରିଖରେ ଟେଷ୍ଟ…
Read More...

ରାଜ୍ୟରେ ପୁଣି ୭୬ ପଜିଟିଭ୍ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୧୫୯୩ କୁ ବୃଦ୍ଧି।

ଭୁବନେଶ୍ୱର,୨୭/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ପୁଣି ୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ରାଜ୍ୟରୁ ଚିହ୍ନଟ ୭୬ ଜଣ…
Read More...

ବାତ୍ୟା ଓଡିଶା ପିଛା ଛାଡୁନି। ଦୋହଲି ଯାଉଛି ଆର୍ଥିକ ମେରୁଦଣ୍ଡ।

ଭୁବନେଶ୍ୱର, ୨୭ା୫ (ବ୍ୟୁରୋ): ରାଜ୍ୟକୁ ଘେରିରହିଛି ପ୍ରାକୃତିକ ବିପତ୍ତି। ବନ୍ୟା, ବାତ୍ୟା, ମରୁଡ଼ି ଭଳି ବିପର୍ଯ୍ୟୟ ରାଜ୍ୟ ରାଜକୋଷକୁ ଦୋହଲାଇ ଦେଉଛି। ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୁର୍ବଳ କରିଦେଉଛି। କେଉଁ ବର୍ଷ ବାତ୍ୟା ତ ପୁଣି କେଉଁ ବର୍ଷ ବନ୍ୟା ଓ ମରୁଡ଼ି ସର୍ବନାଶକୁ ଡାକି ଆଣୁଛି।…
Read More...

ଭୁବନେଶ୍ୱରରୁ ଉଡିଲା ବିମାନ।

ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ଦୀର୍ଘ ଦୁଇମାସ ପରେ ସୋମବାରଠାରୁ ଦେଶର ବିଭିନ୍ନ ରାଜ୍ୟରେ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବିମାନ ଚଳାଚଳ କରିଛି। ପ୍ରଥମେ ଦିଲ୍ଲୀରୁ ଭିସ୍ତାରା (ୟୁକେ୭୮୫) ବିମାନ ୭୦ଜଣ…
Read More...

ହାତ ଟେକିଦେଲେ ସରକାର। ଏବେ କେବଳ ଜଗନ୍ନାଥ ଭରଷା-ନିରଞ୍ଜନ

ଭୁବନେଶ୍ୱର, ୨୭ା୫ (ବ୍ୟୁରୋ): ରାଜ୍ୟ ସ୍ଥିତିକୁ ଦେଖିଲେ ବର୍ତ୍ତମାନ ବହୁତ ବିଚଳିତ ଏବଂ ବ୍ୟସ୍ତ ଲାଗୁଛି। ସରକାର କିଭଳି କରୋନାକୁ ମୁକାବିଲା କରିବାକୁ ଚାହୁଁଛନ୍ତି, ତାହା କିଛି ବୁଝା ପଡୁନି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ନିରଞ୍ଜନ ଏକ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣ ସମାଜକଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକକ୍ଷେତ୍ରରେ, ସଭାସମିତିରେ ସାମିଲ ହେଲେ ସମ୍ମାନିତ ହେବେ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବ ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ। ପ୍ରଶାସନିକ ସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ର କରି ଅର୍ନ୍ତଦ୍ୱନ୍ଦ୍ୱ…
Read More...

ଏବେ ଗରମର ପ୍ରକୃତ କାରଣ ଜାଣନ୍ତୁ।

ଭୁବନେଶ୍ୱର ,୨୬/୫ : ଏବେ ଓଡ଼ିଶାର ଚାରିଆଡ଼େ ଅସହ୍ୟ ଗରମ ଅନୁଭୂତ ହେଉଛି। ରାଜ୍ୟ ସରକାର ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଦିଶା ନିର୍ଦେଶ ଜାରି କଲେଣି। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ୍‍ ଉପନିର୍ଦେଶକ ଡ.ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି ଯେ, ଆମେ ସବୁଦିନ ଦେଖୁ ସୂର୍ଯ୍ୟ ପୂର୍ବ…
Read More...