banner
Breaking
Monthly Archives

June 2020

ରାଜ୍ୟରେ ପୁଣି ୧୮୬ ପଜିଟିଭ ଚିହ୍ନଟ ଓ ଆଉ ଜଣେ ମୃତ। ଆକ୍ରାନ୍ତଙ୍କ ସ°ଖ୍ୟା ୩୯୦୯ କୁ ବୃଦ୍ଧି।

ଭୁବନେଶ୍ୱର,୧୪/୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୮୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି ପାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୭୧ ଜଣ ବିଭିନ୍ନ ସଂଗରୋଧରେ ଥିବା ବେଳେ ୧୫ଜଣ ସ୍ଥାନୀୟ ଲୋକ ଅଛନ୍ତି ।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣ ନିଜ ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିପାରନ୍ତି। ବହୁତଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାରୁ ଚିନ୍ତିତ ରହିପାରନ୍ତି। ଅଫିସିଆଲି କାମ ଚାପରେ ନିଜକୁ ଆଡ୍‌ଜଷ୍ଟ କରିବାକୁ ବାଧ୍ୟ ହେବେ। ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ।…
Read More...

ଓଡିଶାରେ ୨ ହଜାର କୋଟିର ପୁଞ୍ଜିନିବେଶ କରିବ ମିତ୍ତଲ।

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଲଣ୍ଡନରୁ ଆର୍ସେଲର ମିତ୍ତଲ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମିନିବାସ ମିତ୍ତଲ ଏହି…
Read More...

ଭୁବନେଶ୍ୱରରେ ପାଳନ ହେବନାହିଁ ରଜ ମଉଜ।

ଭୁବନେଶ୍ୱର, (ବ୍ୟୁରୋ)- ଦିନକୁ ଦିନ ଭୁବନେଶ୍ୱରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳୁଛି। ବିଶେଷ କରି ଏବେ ରଜ ପର୍ବ ଥିବାରୁ ହାଟ, ବଜାରରେ ଲୋକମାନେ ଭିଡ଼ ଳଗାଉଛନ୍ତି। ବିଏମ୍‌ସି କର୍ତ୍ତୃପକ୍ଷ ଭିଡ଼ ନିୟନ୍ତ୍ରଣ କରିବା ସହ ଗହଳି ସ୍ଥାନକୁ ନ ଯିବା ପାଇଁ ଜନସାଧାରଣଙ୍କୁ ସଚେତନ କରିଆସୁଥିଲେ…
Read More...

କ୍ବାରାଣ୍ଟାଇନ ସେଣ୍ଟରର ହିସାବ ମାଗିଲେ ସରକାର।

ଭୁବନେଶ୍ୱର,୧୩ା୬(ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ଟିଏମ୍‌ସି ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ତେବେ ଏହି ସେଣ୍ଟରଗୁଡ଼ିକରେ ହୋଇଥିବା ଖର୍ଚ୍ଚର ହିସାବ ମାଗିଛନ୍ତି ସରକାର।…
Read More...

ରାଜ୍ୟରେ ପୁଣି ୧୨୦ କରୋନା ଆକ୍ରାନ୍ତ ସୁସ୍ଥ।

ଭୁବନେଶ୍ୱର,୧୩।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୩୩ ଜଣ ଥିବା ବେଳେ ଗଜପତିର ୧୮, ସୋନପୁରର ୧୩, ବାଲେଶ୍ୱର ୧୨, ବଲାଙ୍ଗୀର-ଖୋର୍ଦ୍ଧାର ୮, ମୟୂରଭଞ୍ଜର ୭, କଟକର ୪, ଯାଜପୁର-ନୟାଗଡ଼-ନୂଆପଡ଼ାର ୩,…
Read More...

ସେପ୍ଟେମ୍ବର ପୂର୍ବରୁ ଡିଏଲ କରିହେବ ନାହିଁ। କାହିଁକି ଜାଣନ୍ତୁ।

ଭୁବନେଶ୍ୱର,୧୩।୬(ବ୍ୟୁରୋ): ସେପ୍ଟେମ୍ବର ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ଓ ଲନର୍ସ ଲାଇସେନ୍ସ(ଏଲ୍‌ଏଲ୍‌)ପାଇଁ ଆବେଦନ କରି ହେବନାହିଁ। ଏହା କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ପୁରୁଣା ଆବେଦନକାରୀଙ୍କୁ ଜୁଲାଇରୁ ନୂଆ ସ୍ଲଟ୍‌ ମିଳିବ। ତେବେ ଡିଏଲ୍‌-ଏଲ୍‌ଏଲ୍‌ ପାଇଁ…
Read More...

ଆଇଏଫଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟ ସରକାର ଭାରତୀୟ ବନ ସେବା (ଆଏଫ୍‌ଏସ୍‌) ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇଏଫ୍‌ଏସ୍‌ ଅଫିସର ପୁସା ଝୁଲେ ମେକ୍ରୋଙ୍କୁ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍‌ପିଆର୍‌ସି) ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ…
Read More...

ନିସହାୟଙ୍କୁ ସାହାଯ୍ୟର ହାତ ବଢାଇଲା ସମ୍ଭାବନା ଚାରିଟେବୁଲ ଟ୍ରଷ୍ଟ।

ପୁରୀ,୧୩/୬(ଓଡ଼ିଆ ନ୍ୟୁଜ): ସଂପ୍ରତି କରୋନା ମହାମାରୀ ସମୟରେ ଏକ ଅସହାୟ ପରିବାର କୁ ସହାୟତା ର ହାତ ବଢ଼ାଇଛି ସମ୍ଭାବନା ଚାରିଟେବଲ ଟ୍ରଷ୍ଟ l ସୂଚନା ଅନୁସାରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମଠ ପାଟଣା ଗ୍ରାମରେ ଭୀମସେନ ସାହୁଙ୍କ ଘର। ପରିବାରର ଭୀମସେନ ଏକମାତ୍ର ରୋଜଗାର…
Read More...

ଆଜି ଜଗତସିଂହପୁରରୁ ୧୩ ପଜିଟିଭ ଚିହ୍ନଟ।

ଜଗତସିଂହପୁର,୧୩/୬(ଓଡ଼ିଆ ନ୍ୟୁଜ): ଆଜି ଜଗତସିଂହପୁର ଜିଲ୍ଲାରେ ପୁଣି ୧୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ବାଲିକୁଦା ବ୍ଲକ ରୁ ୭ ଜଣ ତିର୍ତ୍ତୋଲ ବ୍ଲକରୁ ୪ ଜଣ ପାରାଦୀପ ପୌରାଞ୍ଚଳ ଓ ନାଉଗାଁ ବ୍ଳକରୁ ୧ ଲେଖାଏଁ ଚିହ୍ନଟ ହୋଇଛନ୍ତି ।ସମସ୍ତେ ବାହାର ରାଜ୍ୟ ଫେରନ୍ତା ସେଥିରୁ ଗୁଜୁରାଟ…
Read More...