banner
Breaking
Monthly Archives

June 2020

ସେପ୍ଟେମ୍ବର ମାସରେ ପ୍ରଭାବହୀନ ହେବ କରୋନା।

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ମଧ୍ୟରେ ସ୍ବାସ୍ଥ୍ୟ ଓ କରୋନା ବିଶେଷଜ୍ଞମାନେ ଦେଇଛନ୍ତି ଆଶ୍ବସ୍ତିର ଖବର । ସେପ୍ଟେମ୍ବର ମାସ ମଧ୍ୟ ବେଳକୁ ଦେଶରେ କରୋନା ପ୍ରଭାବହୀନ ହୋଇଯିବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି । ଜୁନ୍-ଜୁଲାଇ ମାସରେ କରୋନା ସଂକ୍ରମଣ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କ ପାଇଁ ମନୋରଞ୍ଜନ, ନୂତନ ବନ୍ଧୁ ସମ୍ପର୍କ, ଶୁଭଖବର, ଖୁସୀଗପର ମଉକା ମିଳିବ। ଅଶ୍ୱିନୀ ନକ୍ଷତ୍ର ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଆଲୋଚନା ମଧ୍ୟରେ ଚିନ୍ତିତ ରହିବେ । ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ ଆର୍ଥିକ ସ୍ଥିତିରେ ସୁଧାର…
Read More...

ରାଜ୍ୟରେ ପୁଣି ୧୩୮ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୨୯୯୪ କୁ ବୃଦ୍ଧି।

ଭୁବନେଶ୍ୱର,୮ ।୬(ଓଡ଼ିଆ ନ୍ୟୁଜ): ରାଜ୍ୟର ୧୮ଟି ଜିଲ୍ଲାରୁ ଆଜି ପୁଣି ୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮୯ ଜଣ ଚିକିତ୍ସା ହେଉଥିବା ବେଳେ ୧୮୯୪ଜଣ ସୁସ୍ଥ ହୋଇ…
Read More...

ଜୁନ ମାସ ଆମପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସତର୍କ ଓ ସଚେତନ ରୁହନ୍ତୁ-ବାଗଚୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଓଡ଼ିଶା ପାଇଁ ଜୁନ୍‌ ମାସ ନିର୍ଣ୍ଣାୟକ ମାସ। ଏହା ପଛରେ ଦୁଇଟି କାରଣ ରହିଛି। ଗତ କିଛି ସପ୍ତାହରେ ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଛନ୍ତି। ଏମାନଙ୍କ ଉପରେ କରୋନାର ପ୍ରଭାବ ପଡ଼ିଛି କି ନାହିଁ ତାହା ଆଉ ୧୫ ଦିନ ମଧ୍ୟରେ ଜଣାପଡ଼ିବ। ସେହି ଘାଟି…
Read More...

ବିଦେଶ ଫେରନ୍ତା ଫୋନ ନ ଉଠାଇଲେ ହେବ କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର, (ବ୍ୟୁରୋ)- ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରେ ପଞ୍ଜୀକରଣ କରିଥିବା ଫୋନ୍‌ ନମ୍ବର ସୁଇଚ୍‌ ଅଫ୍‌ ଥିଲେ କିମ୍ବା ଫୋନ୍‌ କଲ୍‌ ଗ୍ରହଣ ନ କଲେ…
Read More...

୨୦ରୁ କମ୍ ପିଲା ଥିବା ସ୍କୁଲ ବନ୍ଦ ହେବନାହିଁ।

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲ ବନ୍ଦ ହେବ ନାହିଁ। ଗତବର୍ଷ ଯେଉଁ ସବୁ ସ୍କୁଲରେ ନାମଲେଖା ହୋଇଥିଲା ଚଳିତ ବର୍ଷ ମଧ୍ୟ ହେବ। କରୋନା ପାଇଁ ସବୁ ସ୍କୁଲରେ ଆଡମିଶନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୋମବାରଠାରୁ ଜୁଲାଇ ୧୫ ଯାଏ ନାମଲେଖା ଚାଲିବ ବୋଲି…
Read More...

ଭରତପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ଢେଲାମାଡ।

ଭୁବନେଶ୍ୱର,୭/୬(ବ୍ୟୁରୋ): ଭୁବନେଶ୍ୱରର ଭରତପୁରରେ ୨ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ଢ଼େଲା ପଥର ମାଡ ହେବା ସହ ଉତ୍ତେଜନା ଜାରି ରହିଛି । ଖବର ପାଇ ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରୁଛି । ଢେଲାପଥର ମାଡ ହେବା ଫଳରେ କିଛି…
Read More...

ରାଜ୍ୟ ପାଇଁ ଖୁସି ଖବର। ଗୋଟିଏ ଦିନରେ ସର୍ବାଧିକ ୧୭୮ ସୁସ୍ଥ।

ଭୁବନେଶ୍ୱର,୭।୬(ଓଡ଼ିଆ ନ୍ୟୁଜ): ରାଜ୍ୟ ପାଇଁ ଖୁସି ଖବର।ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୮୯୪ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୯, ଗଜପତିର ୨୩, ନୂଆପଡ଼ାର ୨୨, ଭଦ୍ରକର…
Read More...

ରାଜ୍ୟରେ ପୁଣି ୭୫ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୨୮୫୬ କୁ ବୃଦ୍ଧି।

ଭୁବନେଶ୍ଵର,୭।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ସେହିପରି କରୋନାରେ ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏହି ମୃତକଙ୍କୁ…
Read More...

ବନ୍ଦେ ଉତ୍କଳ ଜନନୀ କୁ ମିଳିଲା ରାଜ୍ୟ ସଙ୍ଗୀତର ମାନ୍ୟତା।

ଭୁବନେଶ୍ୱର,୭।୬(ଓଡ଼ିଆ ନ୍ୟୁଜ): ଲୋକସଭା ଭବନରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତଏହି କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। "ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ…
Read More...