banner
Breaking
Monthly Archives

June 2020

ଦ୍ବିତୀୟ ଭୂଇଁ ରଥ ଉପରକୁ ଉଠିଲା।

ପୁରୀ ,୭।୬(ବ୍ୟୁରୋ): ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ତତ୍ତ୍ବାବଧାନରେ କାମ ଜାରି ରହିଛି। ଶନିବାର ରଥଖଳାରେ ତୃତୀୟ ଭୂଇଁ କାମ ଶେଷ ହୋଇଛି। ଏତଦ୍‌ବ୍ୟତୀତ ତିନିରଥରେ ନଡ଼ିଆ ଗର (ଖଦିଓରା) ରଥଦଣ୍ଡା ସହ ୧୪ ନାହାକା…
Read More...

ପ୍ରଭୁଙ୍କୁ ଜ୍ବର, ଅଣସର ପିଣ୍ଡିରେ ଚାଲିଛି ଗୁପ୍ତ ସେବା।

ପୁରୀ ,୭।୬(ଓଡ଼ିଆ ନ୍ୟୁଜ): ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗି ପଡ଼ିଛନ୍ତି ଶ୍ରୀଅଙ୍ଗ ସେବକ ଦଇତାପତି। ମଧ୍ୟାହ୍ନ ଧୂପ ସରିବା ପରେ…
Read More...

ରାଜ୍ୟ ପୋଲିସର ବଡ ଧରଣର ଅଦଳବଦଳ।

କଟକ ,୭।୬(ବ୍ୟୁରୋ): ରାଜ୍ୟ ପୋଲିସରେ ଇନ୍ସପେକ୍ଟର, ସବ୍‌-ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର ସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ବଦଳି ନିର୍ଦ୍ଦେଶ ଜାରି କରିଛି। ବଦଳି ତାଲିକାରେ ରହିଛନ୍ତି ୧୫ ଜଣ ଇନ୍ସପେକ୍ଟର, କେବିକେ ଓ କନ୍ଧମାଳରେ ୫ବର୍ଷ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିପାରନ୍ତି। ବହୁତଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ନେଇ ଚିନ୍ତିତ ରହିପାରନ୍ତି। ଅଫିସିଆଲି କାମ ଚାପରେ ନିଜକୁ ଆଡଜଷ୍ଟ କରିବାକୁ ବାଧ୍ୟ ହେବେ। ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ।…
Read More...

ଉତ୍କଳ ବିଶ୍ବବିଦ୍ୟାଳୟର ତିନୋଟି ବିଭାଗ ସିଲ୍।

ଭୁବନେଶ୍ବର,୬/୬(ଓଡ଼ିଆ ନ୍ୟୁଜ) : ବାଣୀବିହାର ଅଧ୍ୟାପିକାଙ୍କ ଝିଅ କରୋନା ଆକ୍ରାନ୍ତ ହୋଇଛନ୍ତି। ଅଧ୍ୟାପିକା ଝିଅ ସଂସ୍ପର୍ଶରେ ଆସିବା ପରେ ଅଫିସ୍‌ ଆସିଥିଲେ ଏବଂ କ୍ୟାମ୍ପସରେ ବୁଲାବୁଲି କରିଥିଲେ। ଏହା ଜଣାପଡ଼ିବା ପରେ ଉତ୍କଳ ବିଶ୍ବବିଦ୍ୟାଳୟ ପକ୍ଷରୁ ଅଧ୍ୟାପିକା କାର୍ଯ୍ୟ କରୁଥିବା ଅଫିସ…
Read More...

ଭାରତକୁ ମିଳିଲା ବଡ ସଫଳତା।

ହାଇଦରାବାଦ,(ବ୍ୟୁରୋ) : କରୋନା ଭୂତାଣୁ ସହିତ ଭାରତକୁ ଆଉ ଏକ ବଡ଼ ସଫଳତା ମିଳିଛି। ଅଦ୍ୟାବଧି, ବିଶ୍ବ ବ୍ୟାପି ଆରଟି-ପିସିଆର ପଦ୍ଧତିକୁ ଭୂତାଣୁ ଚିହ୍ନଟ କରିବାର ସବୁଠାରୁ ନିର୍ଭରଯୋଗ୍ୟ ଉପାୟ ଭାବରେ ବିବେଚନା କରାଯାଉଥିଲା। କିନ୍ତୁ ବର୍ତ୍ତମାନ ଭାରତୀୟ ବୈଜ୍ଞାନିକମାନେ ଗବେଷଣା କରି ଅନ୍ୟ…
Read More...

ଭୁବନେଶ୍ୱରରେ ପୁଣି ମାତିଲା କରୋନା। ତିନିଦିନରେ ୧୦ ଲୋକାଲ୍ କେସ୍।

ଭୁବନେଶ୍ୱର,୬/୬(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରେ ପୁଣି ମାତିଲାଣି କରୋନା। ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ମାର୍ଚ୍ଚ ୧୫ ରେ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲା । ଏହା ପରେ ହୁହୁ ହୋଇ ବଢିଚାଲି ରାଜଧାନୀ ବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି କରିଥିଲା। ରାଜ୍ୟ ସରକାରଙ୍କ ତରଫରୁ ଦୃଢ଼ ପଦକ୍ଷେପ…
Read More...

ରାଜ୍ୟରେ ପୁଣି ୧୭୩ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୨୭୮୧ କୁ ବୃଦ୍ଧି।

ଭୁବନେଶ୍ୱର,୬।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୫୦ ଜଣ ବିଭିନ୍ନ ସଂଗରୋଧ କେନ୍ଦ୍ରରେ ଥିବା ବେଳେ ୨୩ଜଣ ସ୍ଥାନୀୟ ଲୋକ ଅଛନ୍ତି ।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗଟି ଅନୁକୂଳ ରହିଲେ ମଧ୍ୟ ସାମାନ୍ୟ ବ୍ୟତିକ୍ରମ ମଧ୍ୟ ପରିଲକ୍ଷିତ ହୋଇପାରେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ପାଇ ବିସ୍ମିତ ହୋଇପାରନ୍ତି । ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି…
Read More...

ବିଶ୍ଵ ପରିବେଶ ଦିବସ ଅବସରରେ ବୃକ୍ଷ ରୋପଣ

ଜଗତସିଂହପୁର,୫/୬(ଓଡ଼ିଆ ନ୍ୟୁଜ):ବିଶ୍ଵ ଓଡ଼ିଆ ମହାସଂଘ ଆୟୋଜନରେ ବିଶ୍ଵ ପରିବେଶ ଦିବସ ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ଧଳତଙ୍ଗଗଡ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଶ୍ଵ ଓଡ଼ିଆ ମହାସଂଘର ସଭାପତି ଡ଼ ସୁରେନ୍ଦ୍ରନାଥ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ମୁଖ୍ୟ ଅତିଥି ଭାବେ…
Read More...