banner
Breaking
Monthly Archives

June 2020

ଜଗତସିଂହପୁରରେ ଟିକ୍ ଟକ୍ କରି ନଦୀରେ ବୁଡିଗଲେ ଛାତ୍ରୀ।

ଜଗତସିଂହପୁର,୨୩/୬(ବ୍ୟୁରୋ): ଚୀନ୍ ମୋବାଇଲ୍ ଆପ୍ ଟିକ୍ ଟକ୍ ବ୍ୟବହାର ନ କରିବା ପାଇଁ ଅନେକ ଦାବି ହେଉଛି ତଥାପି ଯୁବପିଢ଼ି ଚେତୁ ନାହାନ୍ତି । ଟିକ୍ ଟକ୍ ଭିଡ଼ିଓ ସୁଟିଂ କରିବା ବେଳେ ଜଗତସିଂହପୁର ଜିଲାର ଜଣେ ଛାତ୍ରୀ ଆଜି ନଦୀକୁ ଖସି ପଡ଼ି ପ୍ରାଣ ହରାଇଛନ୍ତି । ଘଟଣାଟି ଘଟିଛି ମାଛଗାଁ…
Read More...

ଭୁବନେଶ୍ୱରରୁ ଆଜି ପୁଣି ୨ ଚିହ୍ନଟ ଓ ୫ ସୁସ୍ଥ।

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଭୁବନେଶ୍ୱରରୁ ମଙ୍ଗଳବାର ପୁଣି ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର। କ୍ୱାରାଣ୍ଟାଇନରୁ ଚିହ୍ନଟ ବ୍ୟକ୍ତି ୩୯ ବର୍ଷୀୟ। ତାଙ୍କ ଘର ଜୟଦେବ ବିହାରରେ।…
Read More...

ପତଞ୍ଜଳି ବାହାର କଲା କରୋନା ଔଷଧ କରୋନିଲ୍

ହରିଦ୍ୱାର,୨୩।୬: ସାରା ବିଶ୍ୱରେ କରୋନା ମହାମାରୀ ବେଲଗାମ ହୋଇପଡ଼ିଛି। ସାରା ଦେଶର ବିଶେଷଜ୍ଞ ଏହାର ମୁକାବିଲା ପାଇଁ ଭ୍ୟାକସିନ୍‌ ଖୋଜିବାରେ ଲାଗିପଡ଼ିଛନ୍ତି। ଇତିମଧ୍ୟରେ ଯୋଗ ଗୁରୁ ରାମଦେବ ବାବାଙ୍କ କମ୍ପାନୀ ପ୍ରଥମ ଥର କରୋନା ପାଇଁ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ କରିଛି ବୋଲି ଘୋଷଣା…
Read More...

ବିନାଭକ୍ତରେ ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲେ ତିନିରଥ।

ଭୁବନେଶ୍ବର,୨୩/୪(ବ୍ୟୁରୋ): ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନିଠାକୁରଙ୍କ ରଥ। ନିର୍ଦ୍ଧାରିତ ସମୟ ପୂର୍ବରୁ ତିନିଠାକୁରଙ୍କ ରଥ ଟଣା ଆରମ୍ଭ ହୋଇଥିଲା। ଅପରାହ୍ଣ ୫ଟା ପୂର୍ବରୁ ବଡ଼ ଠାକୁରଙ୍କ ତାଳଧ୍ବଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଆଜି…
Read More...

ଓଡିଶାବାସୀଙ୍କ ସହିତ ଟିଭି ପରଦାରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୨୩।୬(ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରା ଚଳିତ ବର୍ଷ ଇତିହାସରେ ଏକ ନୂଆ ଆଧ୍ୟାୟ ଜୋଡିଛି। କାରଣ ପ୍ରଥମ ଥର ପାଇଁ ବିନାଭକ୍ତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ଧରି ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଛନ୍ତି। ମାନ୍ୟବର ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ସମସ୍ତ…
Read More...

ରାଜ୍ୟରେ ପୁଣି ୧୬୭ ପଜିଟିଭ ଚିହ୍ନଟ ଓ ୧୨୫ ସୁସ୍ଥ।

ଭୁବନେଶ୍ୱର,୨୩/୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ ସ୍ଥାନୀୟ ଲୋକ…
Read More...

ଆଣ୍ଡାମାନରେ ହେବନି ରଥଯାତ୍ରା, ଛେରାପହଁରା ପାଇଁ ଯିବେନି ଓଡ଼ିଆ ମଠ ମହନ୍ତ

ଭୁବନେଶ୍ୱର,୨୨/୬(ଓଡ଼ିଆ ନ୍ୟୁଜ): ଆଣ୍ଡାମାନ ନିକୋବରର ପୋର୍ଟବ୍ଲେୟାର ଠାରେ ଶ୍ରୀ ଜଗନ୍ନାଥଙ୍କ ପ୍ରତିବର୍ଷ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ । ତେବେ ଚଳିତ ବର୍ଷ କରୋନା କଟକଣା ପାଇଁ ରଥଯାତ୍ରା ହେବ ନାହିଁ । ସେହିପରି ଠାକୁରଙ୍କ ଯାତ୍ରା ପୂର୍ବରୁ ଓଡିଶାର ନିମପଡ଼ା ଠାକୁର ପାଟଣା ମଠର ମହନ୍ତ…
Read More...

ରାଜ୍ୟରେ ପୁଣି ୧୪୩ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୫୩୦୩ କୁ ବୃଦ୍ଧି।

ଭୁବନେଶ୍ୱର,୨୨ା୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୩୭…
Read More...

ଶୈଳଶ୍ରୀବିହାର-ଡମଣା ରାସ୍ତାର ସମ୍ପ୍ରସାରଣ ଓ ଉନ୍ନତି କରଣ ପାଇଁ ଶୁଭଦେଲେ ବିଧାୟକ।

ଭୁବନେଶ୍ୱର,୨୨।୬(ଓଡ଼ିଆ ନ୍ୟୁଜ): ଶୈଳଶ୍ରୀବିହାର ଠାରୁ ଡମଣା ଛକ ପର୍ଯ୍ୟନ୍ତ ରାସ୍ତାର ସମ୍ପ୍ରସାରଣ ଓ ଉନ୍ନତି କରଣ କାର୍ଯ୍ୟର ଶୁଭ ଉଦଘାଟନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ନଡିଆ ବାଡେଇ ଉଦଘାଟନ କରିବା ସହିତ କହିଥିଲେ…
Read More...

ବିନା ଭକ୍ତ ରଥଯାତ୍ରାକୁ ହିନ୍ଦୁ ମହାସଭା ପକ୍ଷରୁ ସ୍ବାଗତ।

ଭୁବନେଶ୍ୱର,୨୨/୬(ଓଡ଼ିଆ ନ୍ୟୁଜ):ପୁରୀର ଐତିହାସିକ ରଥଯାତ୍ରା ଉପରେ ପୁନଃ ବିଚାର କରି ମାନ୍ୟବର ସୁପ୍ରିମକୋର୍ଟ ଏବର୍ଷ ବିନା ଭକ୍ତ ସମାଗମରେ ରଥଯାତ୍ରା ବିଧି ମୁତାବକ ହେବ ବୋଲି ନିଜ ଗୁରୁତ୍ବପୂର୍ଣ୍ଣ ରାୟରେ ପ୍ରକାଶ କରିଛନ୍ତି। ଓଡ଼ିଶାର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା କେବଳ ପୁରୀରେ…
Read More...