banner
Breaking
Monthly Archives

June 2020

ଜଗତସିଂହପୁର ଜିଲ୍ଲାରେ ଆଜି ୨୯ ପଜିଟିଭ ଚିହ୍ନଟ।

ଜଗତସିଂହପୁର,୨୧/୬(ଓଡ଼ିଆ ନ୍ୟୁଜ):ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ତ୍ରିଶତକ ଛୁଇଁଥିବା ବେଳେ ଜଗତସିଂହପୁର ଜିଲ୍ଲାରେ ୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସ°ଖ୍ୟା ୨୦୮ କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…
Read More...

ରାଜ୍ୟରେ ଆଜି ସର୍ବାଧିକ ୩୦୪ ପଜିଟିଭ ଚିହ୍ନଟ। ପୁଣି ଦୁଇଟି ମୁଣ୍ଡ ନେଲା କରୋନା।

ଭୁବନେଶ୍ବର,୨୧।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୩୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୧୬୦ କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ…
Read More...

କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି।

ଭୁବଶ୍ବେର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତାରେ କହିଛନ୍ତି ଯେ କୋଭିଡ୍‌ ମୁକାବିଲାର ନୂତନ ରଣକୌଶଳର ଅଂଶସ୍ୱରୂପ ପ୍ରତି ପଞ୍ଚାୟତରେ ‘କୋଭିଡ୍‌ କେୟାର ହୋମ୍‌ ଫାସିଲିଟି’ର ବ୍ୟବସ୍ଥା କରାଯାଉଛି। ଏଥିରେ ୧୦ରୁ ୨୦ ଜଣ ବ୍ୟକ୍ତି ରହିପାରିବେ। ଏହା…
Read More...

ରଥଯାତ୍ରା ଅନୁଷ୍ଠିତ ହେବାପାଇଁ ସରକାରଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା।

ଭୁବନେଶ୍ୱର,୨୦।୬(ବ୍ୟୁରୋ)- ପୁରୀର ଶ୍ରୀ ଜଗନ୍ନାଥ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ନ କରିବା ପାଇଁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର କୋର୍ଟଙ୍କ ଆଦେଶକୁ ପାଳନ କରିବାକୁ ଜୁନ ୧୮ ତାରିଖରେ ଅନୁଷ୍ଠିତ ସ୍ବତନ୍ତ୍ର କ୍ୟାବିନେଟ ବୈଠକରେ ଅନୁମୋଦନ କରିଛନ୍ତି। ମନ୍ଦିର ଭିତରେ…
Read More...

ରାଜ୍ୟ ପାଇଁ ଖୁସି ଖବର।ଆଜି୨୩୭ ଜଣ ସୁସ୍ଥ ହୋଇଛନ୍ତି।

ଭୁବନେଶ୍ୱର,୨୦।୬(ଓଡ଼ିଆ ନ୍ୟୁଜ): ରାଜ୍ୟ ପାଇଁ ଖୁସି ଖବର ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୨୩୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୫୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା…
Read More...

ସହିଦ୍‍ ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର,୨୦/୬(ଓଡ଼ିଆ ନ୍ୟୁଜ): ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବ୍ୟବସାୟୀ ବଣିକ ସଂଘ ପକ୍ଷରୁ ଲଦାଖର ଗଲୱାନ୍‍ ଘାଟିରେ ଚୀନ୍‍ ସେନା ସହ ଲଢ଼ି ସହିଦ୍‍ ହୋଇଥିବା ଭାରତମାତାର ସୁଯୋଗ୍ୟ ସନ୍ତାନ ତଥା ଓଡିଶା ମାଟିର ଗର୍ବ ଓ ଗୌରବ ଅମର ସହିଦ୍‍ଙ୍କ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳି ଅର୍ପଣ…
Read More...

ତିର୍ତ୍ତୋଲ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାକୁ ଜଗତସିଂହପୁର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଜଗତସିଂହପୁର,୨୦/୬(ଓଡ଼ିଆ ନ୍ୟୁଜ): ତିର୍ତ୍ତୋଲ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାକୁ ଜଗତସିଂହପୁର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜଗତସିଂହପୁର ଜିଲ୍ଲାର ସଚେତନ ଯୁବକମାନେ ତିର୍ତ୍ତୋଲ ସ୍ଥିତ ଶାରଳା ସମବାୟ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାପାଇଁ ଜଗତସିଂହପୁର…
Read More...

ରାଜ୍ୟରେ ପୁଣି ୧୭୯ କରୋନା ପଜିଟିଭ ଚିହ୍ନଟ। ଆଉଜଣେ ମୃତ।

ଭୁବନେଶ୍ୱର,୨୦।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪୩ ଜଣ ଚିକିତ୍ସା ହେଉଥିବା ବେଳେ ୩୨୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧ ଜଣଙ୍କର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଦ୍ୱିଜାର ଫାଇଦା ହାସଲ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ…
Read More...

ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୪୬୭୭କୁ ବୃଦ୍ଧି।

ଭୁବନେଶ୍ୱର,୧୯।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୬୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୯ ଜଣ ଚିକିତ୍ସା ହେଉଥିବା ବେଳେ ୩୧୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧ଜଣଙ୍କର…
Read More...