banner
Breaking
Monthly Archives

June 2020

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ବୃଦ୍ଧି ହେବ। ଯେ କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇ ନେଇପାରିଲେ କୃତକାର୍ଯ୍ୟ ହେବେ। ଅପରାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡିପାରେ। ମନ ପ୍ରଫୁଲ୍ଲିତ ରହିବ। ବୃଷ:-ଆଜି ଘରୋଇ ସମସ୍ୟା ମଧ୍ୟରେ…
Read More...

ଓଡିଶାରେ ପହଞ୍ଚିଲା ମରଶରୀର। ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮।୬(ଓଡ଼ିଆ ନ୍ୟୁଜ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଚାଇନା ସେନାର ଆକ୍ରମଣରେ ଶହୀଦ ହୋଇଥିବା ନନ୍ଦୁରାମ ସୋରେନ ଓ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନଙ୍କ ମର ଶରୀର ଭୁବନେଶ୍ୱର ବିଜୁପଟ୍ଟାନୟ…
Read More...

ବଦଳିବ ଜଗତସିଂହପୁରର ରୂପରେଖ। ବୁଲି ଦେଖିଲେ ବିଧାୟକ ଓ ଜିଲ୍ଲାପାଳ।

ଜଗତସିଂହପୁର,୧୮/୬(ଓଡ଼ିଆ ନ୍ୟୁଜ): କରୋନା ପ୍ରଭାବ ପାଇଁ ରାଜ୍ୟରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ହୋଇପାରୁନଥିଲା। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପ୍ରତ୍ୟେକ ଜିଲ୍ଲାରେ କାର୍ଯ୍ୟ ଆରମ୍ଭ ହୋଇଛି। ଦୀର୍ଘଦିନ ଧରି ଅବହେଳାରେ ପଡ଼ିଥିବା ଜଗତସିଂହପୁର ସହର ର ରୂପରେଖ ବଦଳେଇବା ପାଇଁ…
Read More...

ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଶକ୍ତି କ୍ଷେତ୍ରରେ ସବୁଠୁ ଅଧିକ ଲାଭବାନ ହେବ ଓଡ଼ିଶା : ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୮।୬(ଓଡ଼ିଆ ନ୍ୟୁଜ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ବାଣିଜ୍ୟିକ ଖଣି ପାଇଁ ୪୧ଟି କୋଇଲା ଖଣି ନିଲାମ କରିବା ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି। ଏହି ଐତିହାସିକ ପଦକ୍ଷେପ ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଉର୍ଜ୍ଜା କ୍ଷେତ୍ରରେ ଓଡ଼ିଶା ସବୁଠୁ ଅଧିକ ଲାଭବାନ…
Read More...

ରଥଯାତ୍ରା ହେବାପାଇଁ ପ୍ରଚେଷ୍ଟାରେ ଆଇନଜୀବୀ।

ଭୁବନେଶ୍ବର: କରୋନାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରଥଯାତ୍ରା ବନ୍ଦ ରଖିବାକୁ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏପରିକି ରଥଯାତ୍ରା ନିମନ୍ତେ ଅନୁମତି ଦେଲେ ପ୍ରଭୁ ଜଗନ୍ନାଥ କ୍ଷମା କରିବେ ନାହିଁ ବୋଲି ମୁଖ୍ୟ ବିଚାରପତି ଜଷ୍ଟିସ ବୋବଡ଼େ ରାୟ ପ୍ରଦାନ  ଅବସରରେ ଟିପ୍ପଣୀ ଦେଇଛନ୍ତି । କେବଳ…
Read More...

ଏଥର ହେବନାହିଁ ବିଶ୍ବପ୍ରସିଦ୍ଧ ରଥଯାତ୍ରା ।

ଭୁବନେଶ୍ୱର,୧୮।୬(ଓଡ଼ିଆ ନ୍ୟୁଜ): ପୁରୀ ରଥଯାତ୍ରାକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏ ବର୍ଷ ଘୋଷଯାତ୍ରାକୁ ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ୍‌ ହୋଇଥିବା ଆବେଦନର ଶୁଣାଣି କରି…
Read More...

୨୧ ତାରିଖ ରବିବାର ସୂର୍ଯ୍ୟପରାଗ।

ଭୁବନେଶ୍ୱର, ୧୮ା୬ (ଓଡ଼ିଆ ନ୍ୟୁଜ)- ଆସନ୍ତା ୨୧ ତାରିଖରେ ସଂଘଠିତ ହେବ ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ। ଏହା ଭାରତର ସବୁ ସ୍ଥାନ, ପାକିସ୍ତାନର ଦକ୍ଷିଣ ଭାଗ, ଚାଇନା ଓ ଆଫ୍ରିକୀୟ ଦେଶଗୁଡ଼ିକରେ ଦୃଶ୍ୟମାନ ହେବ। ଭାରତରେ କେବଳ ରାଜସ୍ଥାନ, ହରିୟାଣା, ଉତ୍ତରାଖଣ୍ଡରେ ପ୍ରାୟ ୧ ମିନିଟ ଧରି…
Read More...

ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୭ ଆକ୍ରାନ୍ତ।

ଭୁବନେଶ୍ୱର,୧୮।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ସୁସ୍ଥ ହେଲେ ୯୭ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରେ କଟକର ସର୍ବାଧିକ ୧୭ଜଣ ଥିବା ବେଳେ ଖୋର୍ଦ୍ଧାର ୧୬,…
Read More...

ଭୁବନେଶ୍ୱରରୁ ପୁଣି ୯ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୧୮।୬(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରେ ଗୁରୁବାର ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ ରହିଥିବା ବେଳେ ୩ଜଣ କରୋନା ଯୋଦ୍ଧା , ୨ ଲୋକାଲ୍‌ କେସ୍‌ ଅଛନ୍ତି। ସହରରେ ଜଣେ ଆକ୍ରାନ୍ତ(ଡମଣାର ୨୫ ବର୍ଷୀୟ ପୁରୁଷ) ସୁସ୍ଥ ହୋଇଛନ୍ତି। ଏନେଇ…
Read More...

ରାଜ୍ୟରେ ଆଜି ପୁଣି ୧୭୪ କରୋନା ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୧୮।୬(ଓଡ଼ିଆ ନ୍ୟୁଜ) ରାଜ୍ୟରେ ଗୁରୁବାର ପୁଣି ୧୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି ପାଇଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ କ୍ୱାରାଣ୍ଟାଇନ୍‌ ସେଣ୍ଟରର ରହିଥିବା ବେଳେ ୨୮ଜଣ ସ୍ଥାନୀୟ ଲୋକ…
Read More...