ରାଜ୍ୟରେ ଆଜି ପୁଣି ୫୨୭ କରୋନା ପଜିଟିଭ ଚିହ୍ନଟ ଓ ୬ ମୃତ
ଭୁବନେଶ୍ୱର,୮/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୫୨୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦.୬୨୪କୁ ବୃଦ୍ଧିପାଇଛି ।
ଆଜି ଚିହ୍ନଟ ହୋଇଥିବା ୫୨୭ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୮ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ହୋଇଥିବାବେଳେ ଅନ୍ୟ…
Read More...
Read More...