banner
Breaking
Monthly Archives

August 2020

ରାଜ୍ୟରେ ଜାରିହେଲା ଅନଲକ୍ ୪ ଗାଇଡଲାଇନ୍।

ଭୁବନେଶ୍ବର,୩୧।୮(ଓଡ଼ିଆ ନ୍ୟୁଜ) ଆଜି ରାଜ୍ୟ ସରକାର ଅନ୍‌ଲକ୍‌ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସେପ୍ଟେମ୍ବର ମାସ ପାଇଁ ରାଜ୍ୟ ସରକାର ଜାରି କରିଥିବା ଗାଇଡ୍‌ଲାଇନ୍‌ରେ ଦର୍ଶାଇଛନ୍ତି ଯେ କଣ୍ଟେନ୍‌ମେଣ୍ଟ ଜୋନ୍‌ଗୁଡ଼ିକରେ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଜାରି ରହିବ ଏବଂ ସ୍ଥାନୀୟ…
Read More...

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ। ସମୀକ୍ଷା ବୈଠକରେ ବଡ ଘୋଷଣା।

ଭୁବନେଶ୍ୱର,୩୧।୮(ଓଡ଼ିଆ ନ୍ୟୁଜ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ…
Read More...

ଲିଭିଗଲା ପୂର୍ବ ଭାରତର ମହାଦୀପ। ଆଉ ନାହାନ୍ତି ପ୍ରଣବ ମୁଖାର୍ଜୀ।

ନୂଆଦିଲ୍ଲୀ,୩୧/୮(ଓଡ଼ିଆ ନ୍ୟୁଜ):ଲିଭିଗଲା ପୂର୍ବ ଭାରତର ମହାଦୀପ। ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପ୍ରଣବ ମୁଖାର୍ଜୀ ଆଉ ନାହାନ୍ତି । ୮୪ ବର୍ଷ ବୟସରେ ଭାରତୀୟ ସେନା ହସ୍ପିଟାଲରେ ତାଙ୍କର ପରଲୋକ ହୋଇ ଯାଇଛି । କିଛିଦିନ ତଳେ ସେ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେବା ସହ…
Read More...

ଆଜି ସ୍ବାୟତ୍ତ ଶାସନ ଦିବସ।

ଭୁବନେଶ୍ବର, ୩୧।୮(ଓଡ଼ିଆ ନ୍ୟୁଜ)ଆଜି ହେଉଛି ସ୍ବାୟତ୍ତ ଶାସନ ଦିବସ। ଏହି ଦିନରେ ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ୩ଦିନ ଧରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ, ସଭା ଓ ବୈଠକ ଚାଲିଥାଏ। କିନ୍ତୁ ଏବର୍ଷ ସେପରି କିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ…
Read More...

ଭାରତରେ ୨୦୨୦ ଜନଗଣନା ବନ୍ଦ ହୋଇପାରେ।

ନୂଆଦିଲ୍ଲୀ, ୩୧।୮-: ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମେତ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ସଂଶୋଧନ କାର୍ଯ୍ୟ ଚଳିତ ବର୍ଷ ହେବାକୁ ସ୍ଥିର ହୋଇଥିଲା। ତେବେ କରୋନା ମହାମାରୀ ଯୋଗୁ ଏହା ବିଳମ୍ବିତ ହୋଇଛି। ମହାମାରୀ କମିବାର ନଁ। ନେଉ ନ ଥିବାରୁ ଉପରୋକ୍ତ କାର୍ଯ୍ୟ ଗୋଟିଏ ବର୍ଷ…
Read More...

ଢେ଼ଙ୍କାନାଳ ଲକ୍ଷ୍ମୀପୂଜା ପାଇଁ ମାଟି ଅନୁକୂଳ।

ଢେଙ୍କାନାଳ,୩୧ା୮(ବ୍ୟୁରୋ): ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ପାଇଁ ରବିବାର ପବିତ୍ର ସୁନିଆରେ ମାଟି ଅନୁକୂଳ କରାଯାଇଛି। କରୋନା କଟକଣା ମଧ୍ୟରେ ବିଧିରକ୍ଷା ଲାଗି ବିଭିନ୍ନ ପୂଜା ପ୍ରତିଷ୍ଠାନ ପକ୍ଷରୁ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ଲାଗି ବ୍ରାହ୍ମଣୀ ନଦୀ, ବଡ଼ଯୋରା ସମେତ…
Read More...

ଆଜି ରାତିରୁ ପୁଣି ବର୍ଷା ସମ୍ଭାବନା। ବୋଝ ଉପରେ ନଳିତା ବିଡା।

ଭୁବନେଶ୍ୱର,୩୧।୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ମହାମାରୀର ତାଣ୍ଡବ ଚାଲିଛି। ଏହାରି ଭିତରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ…
Read More...

ମୁଖ୍ୟ ଶାସନ ସଚିବଙ୍କ ଟ୍ବିଟ ଯୋଗେ ଧନ୍ୟବାଦ।

ଭୁବନେଶ୍ୱର, ୩୧ା୮(ଓଡ଼ିଆ ନ୍ୟୁଜ): ନିଟ୍ ଓ ଜେଇଇ ମେନ୍ ପରୀକ୍ଷାର୍ଥୀଙ୍କୁ ବିଭିନ୍ନ ସୁବିଧା ଯୋଗଇବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ । ଏହି ସୁବିଧା ଯୋଗାଇବା ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ଟ୍ୱିଟ କରିଛନ୍ତି । ସେ କହିଛନ୍ତି ଏଯାଏଁ ପରୀକ୍ଷା କେନ୍ଦ୍ରକୁ…
Read More...

ହୀରାକୁଦରେ ବନ୍ଦ ହେଲା ୧୦ ଟି ଗେଟ।

ହୀରାକୁଦ,୩୧/୮(ଓଡ଼ିଆ ନ୍ୟୁଜ):ହୀରାକୁଦ ଡ଼୍ୟାମର ଜଳ ପତ୍ତନ ହ୍ରାସ ପାଉଛି। ଡ଼୍ୟାମର ଆଉ ୪ଟି ଗେଟ ବନ୍ଦ ହୋଇଥିବା ବେଳେ ଡ଼୍ୟାମରୁ ସକାଳ ୮ଟାରୁ ୩୬ଟି ଗେଟ ଦେଇ ଜଳ ନିଷ୍କାସନ ଚାଲୁଛି। ଡ଼୍ୟାମର ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ ଜଳ ପତ୍ତନ ୬୨୭.୨୫ ଫୁଟ ରହିଛି। ଡ଼୍ୟାମ ମଧ୍ୟକୁ ୫…
Read More...

ରାଜ୍ୟରେ ଆଜି ପୁଣି ୨୬୦୨ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ବର,୩୧/୮(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଜି ପୁଣି ୨୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୦୪୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...