banner
Breaking
Monthly Archives

August 2020

ବିନା ଆଡମ୍ବରରେ ହେବ କଟକ ଦୁର୍ଗାପୂଜା।

କଟକ ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ ନାହିଁ କି ମା’ଙ୍କ ମଥାରେ ସୁନା ମୁକୁଟ ଝଲସିବ ନାହିଁ। ବିନା ଆଡ଼ମ୍ବରରେ ମା’ଙ୍କ ପୂଜା ହେବ। ଭସାଣ ଯାତ୍ରା ହେବନାହିଁ। କେବଳ…
Read More...

ଭୁବନେଶ୍ୱରରେ ପୁଣି ସାଇବର ଠକେଇ।

ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ ସୁଧୀର କୁମାର ଦାଶଙ୍କ ଆକାଉଣ୍ଟରୁ ୬ଲକ୍ଷ ଟଙ୍କା ନେଇଯାଇଥିବାବେଳେ…
Read More...

ଯାଜପୁରରେ ଭୟଙ୍କର ବନ୍ୟା।

ଯାଜପୁର ,୨୯ା୮(ବ୍ୟୁରୋ): ବ୍ରାହ୍ମଣୀ, ବୈତରଣୀ ଏବଂ ଏହାର ଶାଖା ନଦୀଗୁଡ଼ିକ ଦ୍ୱାରା ଯାଜପୁର ଜିଲାରେ ବନ୍ୟା ସୃଷ୍ଟି ହୋଇଛି। ଶୁକ୍ରବାର ୨୯ଟି ସ୍ଥାନରେ ଘାଇ ସୃଷ୍ଟି ହୋଇ ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି। ରାସ୍ତା ଧୋଇ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ୨୯ଟି ଘାଇ ମଧ୍ୟରୁ ବରୀ ବ୍ଲକର ୧୦,…
Read More...

ଜାତୀୟ କ୍ରୀଡ଼ା ଦିବସରେ ମେଜର ଧ୍ୟାନ ଚାନ୍ଦଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୯/୮(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ହକି କିମ୍ବଦନ୍ତୀ ମେଜର ଧ୍ୟାନ ଚାନ୍ଦଙ୍କୁ ତାଙ୍କ ୧୧୫ତମ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ତାଙ୍କ ହକି ଷ୍ଟିକର ଯାଦୁ କେବେବି ଭୁଲି ହେବ ନାହିଁ। ପ୍ରତିବର୍ଷ ଅଗଷ୍ଟ…
Read More...

ବନ୍ୟା ମୁକାବିଲା ପାଇଁ ଛଅ ଆଇଏଏସଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ବର,୨୯/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶନିବାର ୬ ଆଇଏଏସ ଅଫିସରଙ୍କୁ ଦାୟିତ୍ବ ଦେଇଛନ୍ତି। ଯେପରି ଭାବେ ମମ୍ଭାବ୍ୟ ବନ୍ୟ ପ୍ରଭାବରେ ସାଧାରଣଲୋକଙ୍କ ଧନଜୀବନ ନଷ୍ଟ ନ ହେବ ସେ ଦିଗକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାକୃତିକ…
Read More...

ରାଜ୍ୟରେ ଆଜି ପୁଣି ୩୨୫୨ ପଜିଟିଭ ଚିହ୍ନଟ ଓ ୧୪ ମୃତ।

ଭୁବନେଶ୍ୱର,୨୯/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୩୨୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୬୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦କୁ…
Read More...

ପାଟେଣିଗାଓଁ ଗ୍ରାମରେ ଡ୍ରେନ ସଫେଇ ।

ଜଗତସିଂହପୁର,୨୮/୮(ଓଡ଼ିଆ ନ୍ୟୁଜ):ଜଗତସିଂହପୁର ବ୍ଲକ ଅନ୍ତର୍ଗତ ପାଟେଣିଗାଓଁ ଅଞ୍ଚଳରେ ସ୍ଥାନୀୟ ଯୁବକ ମାନଙ୍କ ଦ୍ଵାରା ଡ୍ରେନ ସଫେଇ କାର୍ଯ୍ୟକ୍ରମ ହୋଇଯାଇଛି।ଏଥିରେ ବ୍ଲକ ବିଜୁ ଯୁବ ବାହିନୀ ସଂଯୋଜକ ସାରଦା ପ୍ରସାଦ ମହାନ୍ତି, ସାରଦେଇ ୟୁପି ସ୍କୁଲ୍ ସଭାପତି ରବିନାରାୟଣ ଭୋଇ , ସଞ୍ଜୟ…
Read More...

ମିଲ୍କମନ୍ତ୍ରା ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ।

ଜଗତସିଂହପୁର,୨୮/୮(ଓଡ଼ିଆ ନ୍ୟୁଜ): ପାଟେଣିଗାଓଁ ସ୍ମୁତି ବିଦ୍ୟାପୀଠ ଖେଳ ପଡିଆ ଠାରେ ମିଲ୍କମନ୍ତ୍ରା ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ବିଜୟ ସାହୁଙ୍କ ନେତୃତ୍ୱରେ ସୁରେଶ ଚନ୍ଦ୍ର ସାହୁଙ୍କ ତତ୍ତ୍ଵାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ସାରଦା…
Read More...

ରାଜ୍ୟରେ ଆଜି ପୁଣି ୩୬୮୨ ପଜିଟିଭ ଚିହ୍ନଟ ଓ ୮ ମୃତ।

ଭୁବନେଶ୍ୱର,୨୮/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ସର୍ବାଧିକ ୩୬୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୪୧ଚିହ୍ନଟ ହୋଇଥିବା ବେଳେ ୧୪୪୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ୯୪,୬୬୮କୁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜିର ଗ୍ରହଯୋଗ ପ୍ରଭାବରୁ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ସରସ,ସୁନ୍ଦର କରି ରହିବ। ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ଚେଷ୍ଟା କରିପାରନ୍ତି। ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡି…
Read More...