banner
Breaking
Monthly Archives

August 2020

ରାଜ୍ୟରେ ଆଜି ପୁଣି ୨୭୫୨ ପଜିଟିଭ ଚିହ୍ନଟ ଓ ୯ ମୃତ।

ଭୁବନେଶ୍ୱର,୨୫/୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ମଙ୍ଗଳବାର ଆଉ ୨୭୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪ ହଜାର ୨୩୧ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୦୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ…
Read More...

ଲୋକଙ୍କୁ ମିଳିବ ମାଗଣା ଟୀକା।

ନୂଆଦିଲ୍ଲୀ, ୨୫।୮: ଦେଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କରୋନା ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ଲୋକଙ୍କୁ ଶସ୍ତା ଦାମରେ କରୋନା ଟିକା ଦେବା ପାଇଁ ୩ ହଜାର କୋଟି ଟଙ୍କାର ପ୍ରସ୍ତାବ ଉପସ୍ଥାପନା କରାଯାଇଛି। ତେବେ ଆବଶ୍ୟକ ପଡ଼ିଲେ…
Read More...

ରାଜ୍ୟରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା।

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୋମବାର ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖି ସତର୍କ ରହିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।…
Read More...

ରାଜ୍ୟରେ ଆଜି ପୁଣି ୨୯୪୯ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ୱର,୨୪ ।୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୯୪୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୨୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯ ବୃଦ୍ଧି ପାଇଛି । ଏନେଇ…
Read More...

ରାଜ୍ୟରେ ଆଜି ପୁଣି ୨୯୯୩ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ବର,୨୩/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୨୯୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୭୯ ଜଣ ଚିହ୍ନଟ ହୋଇଥିବାବେଳେ ୧୧୧୪ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୫୩୦ରେ…
Read More...

ଟଙ୍କା ଉଠାଇବା ପାଇଁ ଘର ପାଖରେ ପହଞ୍ଚିବ ଏଟିଏମ ମେସିନ।

ବର୍ତ୍ତମାନ ଟଙ୍କା ଉଠାଇବା ପାଇଁ ଆପଣଙ୍କୁ ବ୍ୟାଙ୍କ୍‌ କିମ୍ବା ଏଟିଏମ୍‌କୁ ଯିବାକୁ ପଡ଼ିବ ନାହିଁ। ବର୍ତ୍ତମାନ ଆପଣଙ୍କ ଗୋଟିଏ ମେସେଜ୍‌ରେ ଏଟିଏମ୍‌ ଆପଣଙ୍କ ଦୁଆରମୁହଁରେ ପହଞ୍ଚିବ। ବର୍ତ୍ତମାନ ଗ୍ରାହକମାନଙ୍କୁ ଆଉ ଲମ୍ବା ଲାଇନରେ ଠିଆହେବାକୁ ପଡ଼ିବନି। ଏଥିରୁ ଗ୍ରାହକମାନଙ୍କୁ ଖୁବ୍‌ଶୀଘ୍ର…
Read More...

ଶିକ୍ଷିତ ଯୁବବର୍ଗଙ୍କୁ ସ୍ବାବଲମ୍ବୀ କରିବା ପାଇଁ ଯୋଜନା।

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶିକ୍ଷିତ ଯୁବବର୍ଗଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ବାୟୋଫ୍ଲକ ପଦ୍ଧତି ମାଧ୍ୟମରେ ସଘନ ମାଛ ଚାଷ ପ୍ରୋତ୍ସାହନ ନାମରେ ଏକ ନୂତନ ଯୋଜନା ଆରମ୍ଭ କରାଯାଇଛି। ରାଜ୍ୟର ଉଦ୍ୟୋଗୀ, ଶିକ୍ଷିତ ବେକାର ଯୁବବର୍ଗ ଏବଂ ଆଗ୍ରହୀ…
Read More...

ରାଜ୍ୟରେ ଆଜି ପୁଣି ୨୮୧୯ ପଜିଟିଭ ଚିହ୍ନଟ ଓ ୯ ମୃତ।

ଭୁବନେଶ୍ୱର, ୨୨ା୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୮ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଲୁଆଖାଇ ସେତୁ ଲୋକାର୍ପିତ।

ଭୁବନେଶ୍ବର,୨୧/୮(ଓଡ଼ିଆ ନ୍ୟୁଜ): କୋଭିଡ ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢେଇ ସହିତ ଲୋକଙ୍କ ଜୀବିକା ମଧ୍ୟ ଗୁରୁତ୍ବପୂର୍ଣ୍ଣ । ତେଣୁ ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡକ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ…
Read More...

ସୁରକ୍ଷିତ ଶୈଶବ ଦ୍ଵାରା ସୁରକ୍ଷିତ ଭାରତ ସମ୍ଭବ । ଶିଶୁ ଚାଲାଣ ନିରୋଧ ସମ୍ପର୍କିତ ଓବିନାର।

ଭୁବନେଶ୍ୱର,୨୧/୮(ଓଡ଼ିଆ ନ୍ୟୁଜ): ବଚପନ ବଚାଓ ଆନ୍ଦୋଳନ, ମମ ଟ୍ରଷ୍ଟ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷ ସରକାରୀ ମହାବିଦ୍ୟାଳୟ,ଏନ.ଏସ.ଏସ ୟୁନିଟ,ସମ୍ବଲପୁର ର ମିଳିତ ଆନୁକୁଲ୍ୟ ରେ ଶିଶୁ ଚାଲାଣ ସମ୍ପର୍କିତ ଓବିନାର ଆଜି ଅନୁଷ୍ଠିତ ହୋଇଥିଲା I ଏଥିରେ ଓଡିଶା ଉଚତମ ନ୍ୟାୟଳୟ ର ବରିଷ୍ଠ ଓକିଲ ତଥା…
Read More...