ରାଜ୍ୟରେ ଆଜି ପୁଣି ୨୬୯୮ ପଜିଟିଭ ଚିହ୍ନଟ ଓ ୧୦ ମୃତ।
ଭୁବନେଶ୍ୱର, ୨୧ା୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୬୯୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୦୨୩ ଜଣ ରହିଛନ୍ତି।ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨,୭୧୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ…
Read More...
Read More...