banner
Breaking
Monthly Archives

September 2020

ରାଜ୍ୟରେ ଆଜି ପୁଣି ୩୪୪୩ ପଜିଟିଭ ଚିହ୍ନଟ ଓ ୧୪ ମୃତ।

ଭୁବନେଶ୍ୱର,୩୦।୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୩୪୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୨୬ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…
Read More...

ବ୍ରହ୍ମୋସ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ।

ଚାନ୍ଦିପୁର,୩୦/୯(ଓଡ଼ିଆ ନ୍ୟୁଜ): ଚାନ୍ଦିପୁରରେ ଥିବା ଅନ୍ତରୀଣ ପରୀକ୍ଷଣ ଘାଟିରୁ ବୁଧବାର ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ହୋଇଯାଇଛି। ସକାଳ ୧୦ଟା ୨୭ରେ ଏହି ପରୀକ୍ଷଣ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ…
Read More...

୨୮ ବର୍ଷ ପରେ ପ୍ରକାଶ ପାଇଲା ବାବ୍ରୀ ମସଜିଦ ରାୟ। ଏହା କୌଣସି ଷଡଯନ୍ତ୍ର ନଥିଲା।

ନୂଆଦିଲ୍ଲୀ, ୩୦।୯: ଗତ ୨୮ ବର୍ଷ ତଳେ ଘଟିଥିବା ବାବ୍ରି ମସଜିଦ୍‌ ଭଙ୍ଗା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ମସଜିଦ୍‌ ଭଙ୍ଗା ପାଇଁ ଷଡ଼ଯନ୍ତ୍ର ହୋଇଥିଲା ନା କରସେବକଙ୍କ ମଧ୍ୟରେ ଦୀର୍ଘଦିନ ଧରି ସୃଷ୍ଟି ହୋଇଥିବା କ୍ରୋଧ ଯୋଗୁ ଏଭଳି ହୋଇଥିଲା, ଏହାର ଫଇସଲା ସିବିଆର ସ୍ବତନ୍ତ୍ର କୋର୍ଟ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ବହୁତ ଦିନହେଲା ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ରାଜନୀତି, ସଭାସମିତି ଓ କଳା, କ୍ରୀଡା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ…
Read More...

ବାଜିଲା ନିର୍ବାଚନ ଘଣ୍ଟି। ତିର୍ତ୍ତୋଲ ବିଜେଡି ଦୁର୍ଗ ରକ୍ଷା ହେବ ତ?

ଭୁବନେଶ୍ଵର,୨୯/୯(ବ୍ୟୁରୋ):ବାଜିଲା ଉପ ନିର୍ବାଚନ ଘଣ୍ଟି । ତିର୍ତ୍ତୋଲ ଓ ବାଲେଶ୍ଵର ବିଧାନସଭା ଉପନିର୍ବାଚନ ନିମନ୍ତେ ଆରମ୍ଭ ହୋଇଛି ନିର୍ବାଚନ ପ୍ରକ୍ରିୟା । ନଭେମ୍ବର ୩ ତାରିଖରେ ଭୋଟ ହେବ ଏବଂ ୧୦ ତାରିଖରେ ଗଣତି । ଏହିକ୍ରମରେ ସକ୍ରିୟ ହୋଇଛନ୍ତି ୩ ରାଜନୈତିକ ଦଳ । ଗତ ପ୍ରାୟ ୨ ଦଶନ୍ଧି…
Read More...

ଅକ୍ଟୋବର ୨ରୁ ବିଜେଡିର ଜନ ସଚେତନତା କାର୍ଯ୍ୟକ୍ରମ।

ଭୁବନେଶ୍ୱର,୨୯/୯(ଓଡ଼ିଆ ନ୍ୟୁଜ): ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ବିଜେଡିର ଜନସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହେବ। ପ୍ରତିବର୍ଷ ରାଜନୈତିକ ଆଭିମୁଖ୍ୟ ନେଇ ଚାଲୁଥିବା ଏହି ମାସାଧିକ କାଳ କାର୍ଯ୍ୟକ୍ରମ ଚଳିତ ବର୍ଷ କୋବିଡ଼ ସଂକ୍ରାନ୍ତରେ ହେବ ଏବଂ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ…
Read More...

ଆଦର୍ଶ ଶିକ୍ଷକଙ୍କ ଅକାଳ ବିଷୟ। ନିଶିଗନ୍ଧା ପକ୍ଷରୁ ଶୋକସଭା।

ଭୁବନେଶ୍ୱର ୨୯/୯ ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆଦର୍ଶ ଶିକ୍ଷକ, ସାରସ୍ୱତ ସାଧକ ତଥା ବିଶିଷ୍ଟ କବି ପୀତବାସ ଦଳବେହେରାଙ୍କ ଅକାଳ ବିୟୋଗରେ ଏକ ଶୋକ ସଭା ଡିିଜିଟାଲ୍‌ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନିଶିଗନ୍ଧା ପରିବାର ସମସ୍ତ ସଦସ୍ୟ ଉପସ୍ଥତିତ ରହି…
Read More...

ଦିଲ୍ଲୀକୁ ୧୫ ରନରେ ହରାଇଲା ହାଇଦ୍ରାବାଦ।

ଆବୁଧାବି : ଆଇପିଏଲ୍‌ର ମଙ୍ଗଳବାର ସନ୍‌ରାଇଜର୍ସ ହାଇଦରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମଧ୍ୟରେ ଖେଳାଯାଇ ଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍‌ସକୁ ୧୫ ରନରେ ପରାସ୍ତ କରିଛି ସନ୍‌ରାଇଜର୍ସ ହାଇଦରାବାଦ। ଆଜିର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି…
Read More...

ନଭେମ୍ବର ୩ରେ ବାଲେଶ୍ବର ଓ ତିର୍ତ୍ତୋଲରେ ଉପନିର୍ବାଚନ।

ନୂଆଦିଲ୍ଲୀ : ଆସନ୍ତା ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏ ନେଇ ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୯ ତାରିଖରେ ଉପ ନିର୍ବାଚନ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬…
Read More...

ଆତ୍ମନିର୍ଭର ଭାରତ ଦେଶରେ ବ୍ୟାପକ ଶକ୍ତି ସୁରକ୍ଷା ସ୍ଥାପତ୍ୟର ବିକାଶ ପାଇଁ ଆମର ପ୍ରେଚେଷ୍ଟାକୁ ଆଗେଇ ନେବ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିରେ ଆରମ୍ଭ ହୋଇଥିବା ଆତ୍ମନିର୍ଭର ଭାରତ ଦେଶରେ ବ୍ୟାପକ ଶକ୍ତି ସୁରକ୍ଷା ସ୍ଥାପତ୍ୟର ବିକାଶ ପାଇଁ ଆମର ପ୍ରେଚେଷ୍ଟାକୁ ଆଗେଇ ନେବ ଏବଂ ଏ ଦିଗରେ ବଡ ଭୂମିକା ଗ୍ରହଣ କରିବ ବୋଲି ସୋମବାର ଗ୍ଲୋବାଲ କାଉଣ୍ଟର ଟେରୋରିଜିମ୍‍ କାଉନସିଲ…
Read More...