banner
Breaking
Monthly Archives

September 2020

କରୋନା ପରୀକ୍ଷଣ ପାଇଁ ଆସିଲା ନୂଆ ନିୟମ।

ନୂଆଦିଲ୍ଲୀ,୬/୯ : କରୋନା ମୁକାବିଲା କ୍ଷେତ୍ରରେ ନମୁନା ପରୀକ୍ଷଣକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହାକୁ ଦୃଷ୍ଟିରେ ରଖି ପୂର୍ବରୁ ନମୁନା ପରୀକ୍ଷାକୁ ନେଇ ରହିଥିବା କେତେକ ନିୟମରେ ପରିବର୍ତ୍ତନ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ ମାର୍ଗଦର୍ଶିକା ଜାରି କରି ଏହି ସୂଚନା ଦେଇଛି।…
Read More...

ଅଫଲାଇନ୍ ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ବିପଦ ଆଣିପାରେ।

ଭୁବନେଶ୍ବର,୬/୯(ଓଡ଼ିଆ ନ୍ୟୁଜ):କରୋନା ସଂକ୍ରମଣ ପାଇଁ  ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର(ପିଜି) ଶେଷ ସେମିଷ୍ଟର ପରୀକ୍ଷା ହେବକି ନାହିଁ ଛାତ୍ରାଛାତ୍ରୀମାନେ ଦ୍ବନ୍ଦରେ ରହିଥିଲେ। ପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷା ହେବ ବୋଲି ପରୀକ୍ଷାର୍ଥୀମାନେ ଜଣିବାପରେ  ପୁଣି ନିଜକୁ…
Read More...

ରାଜ୍ୟରେ ଆଜି ପୁଣି ୩୮୧୦ ପଜିଟିଭ ଚିହ୍ନଟ ଓ ୮ ମୃତ।

ଭୁବନେଶ୍ୱର,୬/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୮୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୮୬ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୨୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪,୦୩୧ବୃଦ୍ଧି ହୋଇଥିବା ବେଳେ ୯୩,୭୭୪…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଅଧିକାଂଶ ସମୟ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ । ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି ।…
Read More...

ବର୍ଷା ଉଜାଡିଦଲା ସବୁକିଛି। କାଗଜ କଲମରେ ସରକାରୀ ଯୋଜନା।

କଳାପଥର,୫/୯-:ଜନସାଧାରଣ ଯେପରି ମୌଳିକ ଆବଶ୍ୟକତାରୁ ବଞ୍ଚିତ ନହୁଅନ୍ତି ସେଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କରୁଛନ୍ତି ଯୋଜନା ପରେ ଯୋଜନା । କିନ୍ତୁ ବାସ୍ତବ କ୍ଷେତ୍ରରେ ଏହି ଯୋଜନା କେତେ କାର୍ଯ୍ୟକାରୀ ହେଉଛି ତାହାକୁ ନେଇ ସନ୍ଦେହ ସୃଷ୍ଟି ହେଉଛି। ପ୍ରତ୍ୟେକ ଅସହାୟ ଏବଂ ଗରିବ…
Read More...

ବିଧାୟକଙ୍କ ଆରୋଗ୍ୟ କାମନା କରି ସମୂହ ଦୀପଦାନ

ଜଗତସିଂହପୁର,୫/୯(ଓଡ଼ିଆ ନ୍ୟୁଜ):ଜଗତସିଂହପୁର ବିଧାୟକ ,ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଜିଲ୍ଲା ବିଜେଡ଼ି ସଭାପତି ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଆଶୁ ଆରୋଗ୍ୟ କାମନା କରି ଗୋପାଳସାଗର ସାଇ ମନ୍ଦିରରେ ସମୂହ ଦୀପଦାନ କରାଯାଇଛି ।ଏଥିରେ ବରିଷ୍ଠ…
Read More...

କରୋନା ସମୟରେ ଟେକ୍ ମହିନ୍ଦ୍ରା ଫାଉଣ୍ଡେସନ୍‌ର ସହାୟତା ଚେନ୍‌ -ମାଣିଆବନ୍ଧ ବୁଣାକାରଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲା…

ଭୁବନେଶ୍ୱର,୫/୯(ଓଡ଼ିଆ ନ୍ୟୁଜ):କରୋନା ବିପତ୍ତି ସମୟରେ ଦୁର୍ଦ୍ଦଶା ଭିତରେ ଥିବା ବୁଣାକାର ପରିବାରଙ୍କୁ ସହାୟତାର ହାତ ବଢ଼ାଇଛି ପରିଚୟ ଫାଉଣ୍ଡେସନ୍ । ବୁଣାକାରମାନଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟାଯାଇଛି । ୪୭୫ ବୁଣାକାର ପରିବାରଙ୍କୁ ଏହି ସାମଗ୍ରୀ ଦିଆଯାଇଛି । ପରିଚୟ ଫାଉଣ୍ଡେସନ୍‌ର…
Read More...

ଗୁରୁ ଦିବସରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର।

ନୂଆଦିଲ୍ଲୀ,୫/୯(ଓଡ଼ିଆ ନ୍ୟୁଜ): ଗୁରୁଦିବସ ଅବସରରେ ରାଷ୍ଟ୍ରପତି  ରାମନାଥ କୋବିନ୍ଦ ଶନିବାର ସାରା ଦେଶର ୪୭ ଜଣ ଶିକ୍ଷକଙ୍କୁ ପ୍ରଥମଥର ପାଇଁ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ପୁରସ୍କାର ସମାରୋହରେ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି । ରାଷ୍ଟ୍ରପତି  ପୁରସ୍କାର ବିଜେତାମାନଙ୍କୁ…
Read More...

ଆସନ୍ତା ୮ ତାରିଖରୁ +୩ ନାମଲେଖା ପାଇଁ ଆବେଦନ।

ଭୁବନେଶ୍ୱର,୫/୯(ଓଡ଼ିଆ ନ୍ୟୁଜ):ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୩ ଇ-ନାମଲେଖା ନିମନ୍ତେ ଆବେଦନ ପ୍ରକ୍ରିୟା । ଏହା ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ପ୍ରକାଶିତ ହୋଇଛି ବିଜ୍ଞପ୍ତି ।  ସୂଚନା ଅନୁସାରେ ପ୍ରଥମ ମେରିଟ ଲିଷ୍ଟ ଆସନ୍ତା…
Read More...

ଆଦିତ୍ୟ ମୃତ୍ୟୁ ଘଟଣାରେ ନୂଆ ରହସ୍ୟ।

ମାନବପ୍ରେମୀ ଆଦିତ୍ୟ ଦାଶ ଆତ୍ମହତ୍ୟା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ଏହି ଘଟଣାରେ ତାଙ୍କର ଜଣେ ପୂର୍ବତନ ପ୍ରେମିକାଙ୍କ ଆବିର୍ଭାବ ଓ ପ୍ରେମ ସମ୍ପର୍କକୁ ସ୍ବୀକାର କରିବା ପରେ ମାମଲା ତଦନ୍ତକାରୀ ଅଧିକାରୀଙ୍କ ନିମନ୍ତେ ଅଧିକ ରହସ୍ୟମୟ ହୋଇ ପଡ଼ିଛି । ଫେସବୁକ୍ ବନ୍ଧୁତାରୁ…
Read More...