banner
Breaking
Monthly Archives

September 2020

ଚୀନକୁ ଭାରତର କଡା ଜବାବ।

ଲେହ, ୩।୯: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସ୍ଥିତିର ସମୀକ୍ଷା ପାଇଁ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଲଦାଖର ଲେହରେ ପହଞ୍ଚିଛନ୍ତି। ସେ ଫିଲ୍ଡ କମାଣ୍ଡରଙ୍କ ସହିତ ଆଲୋଚନା କରିଛନ୍ତି। ଏଲ୍‌ଏସିରେ ଭାରତୀୟ ସେନାର ପ୍ରସ୍ତୁତି କାର୍ଯ୍ୟର ସେ…
Read More...

ଡ୍ୟାମରୁ ଇଞ୍ଜିନିୟରଙ୍କ ମୃତ ଦେହ ଉଦ୍ଧାର।

କଳାହାଣ୍ଡି ୩।୯ : ଡ୍ୟାମରୁ ମିଳିଲା ଇଞ୍ଜିନିୟରଙ୍କ ମୃତ ଦେହ। ଟାଙ୍ଗନକଣା ଡ୍ୟାମରୁ ଇଞ୍ଜିନିୟର ପ୍ରତ୍ୟୁଷ ପ୍ରଧାନଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏହି ମୃତ ଦେହ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀ। ତେବେ ପ୍ରତ୍ୟୁଷଙ୍କ ମୋବାଇଲ ଜବତ କରି ପୋଲିସ ତଦନ୍ତ କରୁଛି। ସୂଚନାଯୋଗ୍ୟ ଯେ,…
Read More...

କଟକରେ ପୁଣି ସକ୍ରିୟ ହେଲେ ଅପରାଧୀ।

କଟକ ୩।୯ : ବୁଧବାର ସନ୍ଧ୍ୟାରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ । ଦୁର୍ବୃତ୍ତମାନେ ବିଚ୍‌ ରାସ୍ତାରେ ମାରଣାସ୍ତ୍ରରେ ହାଣି ମୁଣ୍ଡ ଗଡ଼ାଇଛନ୍ତି । ଆତତାୟୀଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛି କୁଖ୍ୟାତ ହାଡ଼ିଆ ଓରଫ ପ୍ରକାଶ ବେହେରା । ସୂଚନାଯୋଗ୍ୟ ସତୀଚଉରା ନିକଟବର୍ତ୍ତୀ…
Read More...

ଆରମ୍ଭ ହେଲା ପିତୃପକ୍ଷ।

ପୁରୀ ,୨ା୯: ବୁଧବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିିନରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡଦାନ କରାଯାଇଥାଏ। ଏଥିଲାଗି ଶ୍ରୀକ୍ଷେତ୍ରରେ ତିଳ ତର୍ପଣ ଏବଂ ପିଣ୍ଡଦାନ କରିଛନ୍ତି ଶ୍ରଦ୍ଧାଳୁ।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ବନ୍ଧୁମାନଙ୍କ ସହ ନୂତନ ପ୍ରକଳ୍ପ ସକାଶେ ଅର୍ଥ ସମ୍ବନ୍ଧୀୟ ଆଲୋଚନା କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ,ଦୂରଯାତ୍ରା ଓ ପ୍ରତିଦ୍ୱନ୍ଦିତାର ସାମନା କରିବା ପ୍ରଭୃତି ବିଷୟରେ ଯୋଜନା କରିବେ। ରୋଗୀର ଆରୋଗ୍ୟ ସକାଶେ,ଋଣ ପରିଶୋଧ ପାଇଁ ମାନସିକ ସ୍ତରରେ ବ୍ୟଗ୍ରତା ପ୍ରକାଶ ପାଇବ।…
Read More...

ଦେଶ ଓ ଜାତିର ଉନ୍ନତି ପାଇଁ ଲେଖନୀ ଚାଳନା କରିବାକୁ ଆହ୍ୱାନ

ଭୁବନେଶ୍ୱର,୨/୯(ଓଡ଼ିଆ ନ୍ୟୁଜ): ବିନ୍ଦୁ ସାହିତ୍ୟ ସମାଜ ଆନୁକୂଲ୍ୟରେ ବର୍ଷା କବିତା ଆସର ଅନୁଷ୍ଠିତ ହୋଇଯାଇଛି । ଏହାକୁ ଅନୁଷ୍ଠାନର ପ୍ରତିଷ୍ଠାତା ସଭାପତି ପ୍ରଫେସର ନିତ୍ୟାନନ୍ଦ ମିଶ୍ର ଉଦ୍‌ଘାଟନ କରି ଆଜିର କବିମାନେ ଦେଶ ଓ ଜାତିର ଉନ୍ନତି ପାଇଁ ସେମାନଙ୍କ ଲେଖନୀ ଚାଳନା କରିବାକୁ ଆହ୍ୱାନ…
Read More...

ରାଜ୍ୟ କ୍ୟାବିନେଟରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।

ଭୁବନେଶ୍ୱର,୨ା୯(ଓଡ଼ିଆ ନ୍ୟୁଜ): ରାଜ୍ୟ କ୍ୟାବିନେଟରେ ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ମନ୍ତ୍ରୀ ଭିଡିଓ କନଫରେନସି ମାଧ୍ୟମରେ ଯୋଗ ଦେଇଥିଲେ। କ୍ୟାବିନେଟରେ ଓଡ଼ିଶା ୟୁନିଭର୍ସିଟି ଆକ୍ଟ…
Read More...

ରାଜ୍ୟରେ ଆଜି ପୁଣି ୩୨୧୯ ପଜିଟିଭ ଚିହ୍ନଟ ଓ ୧୧ ମୃତ।

ଭୁବନେଶ୍ବର,୨/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୨୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୩୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୨୮୮ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଆଜି ୫ଟାରେ ବସିବ କ୍ୟାବିନେଟ ବୈଠକ।

ଭୁବନେଶ୍ୱର, ୨।୯(ବ୍ୟୁରୋ): ବୁଧବାର ରାଜ୍ୟରେ ୩ଟି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ପ୍ରଥମେ ଅପରାହ୍ନ ୫ଟାରେ ଐତିହ୍ୟ କ୍ୟାବିନେଟ ବୈଠକ ବସିବ। ପରେ ୫ଟା ୧୫ରେ କୃଷି କ୍ୟାବିନେଟ ବସିବାକୁ ଥିବାବେଳେ ସାଧାରଣ କ୍ୟାବିନେଟ…
Read More...

ବସ୍ ଧକ୍କାରେ ଜଣେ ମୃତ। ଲୋକେ ଜାଳିଦେଲେ ବସ।

କେନ୍ଦ୍ରାପଡ଼ା,୨/୯(ଓଡ଼ିଆ ନ୍ୟୁଜ):କେନ୍ଦ୍ରାପଡ଼ା ଜିଲା ୫ ନମ୍ବର ଜାତୀୟ ରାଜପଥ (କ) ହଳଦିଆପଡ଼ା ରାଧାଭାଟି ନିକଟରେ ବୁଧବାର ସକାଳେ ବସ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହଳଦିଆପଡ଼ା ଗ୍ରାମର ଜଣେ ୨୪ ରୁ ୨୮ ବର୍ଷିୟ ଯୁବକ ବିକାଶ ନାୟକ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ…
Read More...