banner
Breaking
Monthly Archives

September 2020

ତିର୍ତ୍ତୋଲ, କୁଜଙ୍ଗ, ମାହାଙ୍ଗା, ରଘୁନାଥପୁର ଓ ଗରଦପୁରରେ ଯୋଗାଯୋଗର ନୂଆ ଯୁଗ ଆରମ୍ଭ କରୋନା ଲଢେଇ ସହ ବିକାଶ କାମ…

ଭୁବନେଶ୍ୱର,୨୮/୯(ଓଡ଼ିଆ ନ୍ୟୁଜ): ଆଜି ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ତିର୍ତ୍ତୋଲ ହାଇ ଲେବେଲ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା ହାଇଲେବେଲ ସେତୁର…
Read More...

୪ରୁ ଖୋଲିବ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ।

ଭୁବନେଶ୍ୱର,୨୮ ।୯(ଓଡ଼ିଆ ନ୍ୟୁଜ): ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ୪ରୁ ଖୋଲାଯିବ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ। ନନ୍ଦନକାନନ ଖୋଲିବା ନେଇ ପିସିସିଏଫ ହରିଶଙ୍କର ଉପାର୍ଯ୍ୟାୟ ସୂଚନା ଦେଇଛନ୍ତି । ଏକକାଳୀନ କେତେ ସଂଖ୍ୟକ ପର୍ଯ୍ୟଟକଙ୍କୁ ଛଡାଯିବ, ତାହାର ତର୍ଜମା କରାଯିବ । ମାସ୍କ…
Read More...

ରାଜ୍ୟରେ ଆଜି ୩୨୩୫ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୨୮/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୧୫ ସଙ୍ଗରୋଧ କେନ୍ଦ୍ରରୁ ୧୩୨୦ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଛି। ସେଥିରୁ ୧,୭୩,୫୭୧ ଜଣ…
Read More...

ହାଇସ୍କୋରି° ମ୍ୟାଚରେ ରାଜସ୍ଥାନର ଦମଦାର ବିଜୟ।

ଶାରଜା,୨୮।୯(ବ୍ୟୁରୋ): ଶାରଜା କ୍ରିକେଟ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଏକ ହାଇସ୍କୋରିଂ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦମ୍‌ଦାର ପ୍ରଦର୍ଶନ କରି କିଙ୍ଗ୍ସ ଏକାଦଶ ପଞ୍ଜାବ ବିପକ୍ଷରେ ୪ରନରେ ଜବରଦସ୍ତ ବିଜୟ ହାସଲ କରିଛି। ଶାରଜାର ଅପେକ୍ଷାକୃତ ଏହି…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପାରିବାରିକ ସ୍ଥିତିକୁ ନେଇ ମାନସିକ ସ୍ଥିତି ଭଲ ରହିବନାହିଁ । ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଶିଥିଳତା…
Read More...

ଆଜି ପ୍ରକାଶ ପାଇବ +୩ ମେଧା ତାଲିକା।

ଭୁବନେଶ୍ବର ,୨୮/୯: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଯୁକ୍ତ ତିନି କଲେଜ(ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ, ସଂସ୍କୃତ କଲେଜ)ରେ ସ୍ନାତକ(+୩) ନାମଲେଖା ପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସାମ୍ସ ଇ-ଆଡମିସନ୍‌ ଜରିଆରେ ନାମଲେଖା ପ୍ରକ୍ରିୟା ଚାଲିଛି।…
Read More...

୨୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ।

ଭୁବନେଶ୍ୱର,୨୭ା୯- ଖୋର୍ଦ୍ଧା ସଦର ଥାନା ତାପଙ୍ଗ ଅଞ୍ଚଳରେ ରବିବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ ଚଢାଉ କରି ୨୬୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି। ଏହି ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…
Read More...

ସନ୍ଦେହରେ ଗୁଳିକରି ମାରିଦେଲେ।

ଆର୍‌.ଉଦୟଗିରି,୨୭ା୯(ବ୍ୟୁରୋ):ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯ ତାରିଖରେ ଗୁଳିକରି ହତ୍ୟା କରିବା ପରେ ପୋତି ଦିଆଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ…
Read More...

ବିଜୁ ଜନତାଦଳର ଯୁବ ଓ ଛାତ୍ର ସଭାପତି ନିଯୁକ୍ତ।

ଭୁବନେଶ୍ୱର,୨୭/୯(ଓଡ଼ିଆ ନ୍ୟୁଜ):ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁବ ଓ ଛାତ୍ର ବିଜେଡ଼ି ସଭାପତି ପଦରେ ଦୁଇ ଯୁବନେତାଙ୍କୁ ନିଯୁକ୍ତି ଦେଇଛନ୍ତି । ଚାନ୍ଦବାଲିର ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ନୂଆ ସଭାପତି ରୂପେ ନିଯୁକ୍ତି ମିଳିିଥିବାବେଳେ…
Read More...

ପାୟଲ ଘୋଷ ଅନଶନରେ ବସିବେ।

ମୁମ୍ବାଇ; ବଲିଉଡ୍ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଶୋଷଣ ଅଭିଯୋଗ ଆଣି ଇଣ୍ଡଷ୍ଟ୍ରିରେ ହଇଚଇ କରିଥିବା ଅଭିନେତ୍ରୀ ପାୟଲ ଘୋଷ ନିଜ ଓକିଲଙ୍କ ସହ ଥାନାରେ ପହଞ୍ଚିଥିବା ଜଣାପଡିଛି । ସେଠାରେ ସେ ଅନୁରାଗଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି । ଯଦି ଅନୁରାଗଙ୍କୁ ଗିରଫ ନ କରାଯାଏ ତେବେ…
Read More...