banner
Breaking
Monthly Archives

October 2020

ଡିଜିଟାଲ ମାଧ୍ୟମରେ ବିଜୟ ଶଙ୍କରଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅନୁରୋଧ କଲେ ନବୀନ।

ଭୁବନେଶ୍ବର : ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡିଜିଟାଲ ପ୍ରଚାର କରିଛନ୍ତି । ଭର୍ଚୁଆଲ ମାଧ୍ୟମରେ ନବୀନ ତିର୍ତ୍ତୋଲ ବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଯେ, ତିର୍ତ୍ତୋଲ ବାସୀ ସବୁବେଳେ ବିଜୁ ପରିବାର ସହ ରହିଛନ୍ତି । ତିର୍ତ୍ତୋଲର ବିକାଶ…
Read More...

ସେରମ୍ ଦେଲା ଭରଷା। ଶୀଘ୍ର ମିଳିବ କରୋନା ଟୀକା।

ନୂଆଦିଲ୍ଲୀ:କରୋନା ସଂକ୍ରମଣ ଓ ଭୟ ମଧ୍ୟ​‌ରେ ଟୀକାକୁ ଦେଶବାସୀ ବଡ଼ ଉଦବିଗ୍ନ ସହ ଅପେକ୍ଷା କରିଛନ୍ତି । ଏହି ସ୍ଥିତିରେ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (SII) ସିଇଓ ଆଦର ପୁନାୱାଲା କରୋନାଭାଇରସ୍ ଟିକା (COVID-19 ଟିକା) ବିଷୟରେ ଆଶା ଦେଖାଇଛନ୍ତି । ସେ କହିଛନ୍ତି ଯେ ଅକ୍ସଫୋର୍ଡ଼…
Read More...

ଓଡ଼ିଶା ଛାଡିଲା ମୌସୁମୀ। ଆଗକୁ ବଢିବ ଶୀତ।

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ ମୌସୁମୀ ୮ଟି ଜିଲାରୁ ସମ୍ପୂର୍ଣ୍ଣ ଏବଂ ଆଉ ୮ଟି ଜିଲାରୁ ଆଶିଂକ ପଳାଇଥିଲା। ସୂଚନାଯୋଗ୍ୟ, ରାଜ୍ୟରେ ପାଗ…
Read More...

ରାଜ୍ୟରେ ଆଜି ୧୫୪୦ ପଜିଟିଭ ଚିହ୍ନଟ ଓ ୧୨ ମୃତ।

ଭୁବନେଶ୍ୱର,୨୮।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୫୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୬୫୪ଜଣ ସ୍ଥାନୀୟ ଅଞ୍ଚଳର ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…
Read More...

ଋଣ ସୁଧ ଫେରାଇବ ବ୍ୟାଙ୍କ।

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ଲୋକମାନେ ଋଣ କିସ୍ତି ପଇଠ କରିବାରେ ସମସ୍ୟା ଦେଖାଦେବାରୁ ସରକାର ୬ ମାସର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ସମୟରେ ବ୍ୟାଙ୍କଗୁଡ଼ିକ ଚକ୍ରବୃଦ୍ଧି ସୁଧ ଲଗାଇଥିବା ଦେଖାଯାଇଥିଲା। ଏହାକୁ ନେଇ ସୁପ୍ରିମକୋର୍ଟରେ ଅନେକ ପିଟିଶନ ଦାଏର କରାଯାଇଥିଲା। ଏହି…
Read More...

ବିଦାୟ ନେଲେ ମା ।

ଭୁବନେଶ୍ୱର(ବ୍ୟୁରୋ), ୨୮ା୧୦: କୋଭିଡ୍‌ କଟକଣା ମଧ୍ୟରେ ଚଳିତବର୍ଷ କଟକ ଓ ଭୁବନେଶ୍ୱରରେ ଦୁର୍ଗା ପୂଜା ଓ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସହରରେ ବିନା ଶୋଭାଯାତ୍ରା ଓ ନିରାଡମ୍ବର ଭାବେ ମା’ଙ୍କୁ ମେଲାଣି ଦିଆଯାଇଛି। ପ୍ରତିବର୍ଷ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ ଭସାଣି ଉତ୍ସବରେ ସାମିଲ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ବିଭିନ୍ନ ପ୍ରକାର ସମସ୍ୟା ନେଇ ମାନସିକ ଦ୍ୱନ୍ଦ୍ୱ ଲାଗିରହିବ। ଘରକଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ସଭାସମିତିରେ ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି। ବୃଷ:-ଆଜି ସବୁ…
Read More...

ମରାମତି ହେବ ଶ୍ରୀମନ୍ଦିର ବାଇଶିପାହାଚ।

ପୁରୀ,୨୭।୧୦(ଓଡ଼ିଆ ନ୍ୟୁଜ): ଶ୍ରୀମନ୍ଦିର ବାଇଶିପାହଚ ମରାମତି ହେବ। ଏଥିପାଇଁ ଏଏସ୍‌ଆଇର ଏକ ୪ ଜଣିଆ ଟିମ୍‌ ବୁଧବାର ଶ୍ରୀମନ୍ଦିରରେ ଅନୁଧ୍ୟାନ କରିଛନ୍ତି। ବାଇଶି ପାହାଚ ମାପଚୁପ କରିବା ସହ ଦୁର୍ବଳ ପଥର ଚିହ୍ନଟ ହୋଇଛି। ଆବଶ୍ୟକ ପଡିଲେ ଦୁର୍ବଳ ପଥର ବଦଳାଯିବ ବୋଲି ଜଣାପଡିଛି। ବାଇଶିପାହଚ…
Read More...

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ଵର,୨୭/୧୦(ଓଡ଼ିଆ ନ୍ୟୁଜ):ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଲୋକଙ୍କ ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ଗୁରୁତ୍ବ ଆରୋପ କରିଛନ୍ତି।…
Read More...

ଆଇଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ଵର,୨୭।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟ ସରକାର ଆଇଏଏସ ସ୍ତରରେ ଏକ ଛୋଟ ଅଦଳବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନ୍ ରୁ ଫେରିଥିବା ୧୯୮୮ ବ୍ୟାଚ୍ ଆଇଏଏସ୍ ପରାଗ ଗୁପ୍ତାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ।  ଅନୁରୂପ ଭାବରେ  ୨୦୧୦ ବ୍ୟାଚ୍ ଆଇଏଏସ୍…
Read More...