ଅବପାତ ରୂପନେଲା ଲଘୁଚାପ। ଆସନ୍ତା କାଲିଠାରୁ ବର୍ଷା।
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ…
Read More...
Read More...