banner
Breaking
Monthly Archives

December 2020

ଆଉ କିଛି ସପ୍ତାହ ପରେ ଆସିବ କରୋନା ଟୀକା : ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : କରେନା ଟିକା ପରୀକ୍ଷା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଟିକା ପାଇବାକୁ ଆମକୁ ଆଉ ବେଶି ସମୟ ଅପେକ୍ଷା କରିବାକୁ ପଡ଼ିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଆଉ କିଛି ସପ୍ତାହ ମଧ୍ୟରେ ଆସି ଯିବ କରୋନା ଟିକା। ଥରେ ଟିକା ପ୍ରସ୍ତୁତ ହୋଇଯିବା ପରେ ଏହାକୁ…
Read More...

ଅଫଲାଇନରେ ହେବ ମାଟ୍ରିକ ଓ +୨ ପରୀକ୍ଷା ।

ଭୁବନେଶ୍ବର,୩/୧୨(ବ୍ୟୁରୋ) ମହାମାରୀ କରୋନା ପାଇଁ ପାଠପଢା ଅନ୍‌ଲାଇନରେ ହେଉଥିବା ବେଳେ ପରୀକ୍ଷା କିପରି ହେବ ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦ୍ବନ୍ଦ ଦେଖାଦେଇଥିଲା। କରୋନା ପାଇଁ ସ୍କୁଲ କଲେଜ ବନ୍ଦ । ପାଢ ପଢା ଅନଲାଇନରେ ହେଉଛି । ତେବେ ଆଗାମୀ ମାଟ୍ରିକ ଓ +୨ ପରୀକ୍ଷା ଅନଲାଇନ କି…
Read More...

ରାଜ୍ୟରେ ଆଜି ୪୩୪ ପଜିଟିଭ ଚିହ୍ନଟ ଓ ୫ ମୃତ।

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ…
Read More...

ଭାରତରେ ଜାନୁଆରୀ ସୁଦ୍ଧା ମିଳିବ କରୋନା ଟୀକା।

ନୂଆଦିଲ୍ଲୀ,୩।୧୨: ଭାରତରେ କରୋନା ମହାମାରୀ ଥମିବାର ନା ଧରୁନି। ଏପରିସ୍ଥଳେ ଗୁରୁବାର ଦିଲ୍ଲୀରୁ ଖୁସି ଖବର ଆସିଛି। ଜାନୁୟାରୀ ସୁଦ୍ଧା ଦେଶରେ କରୋନା ଟିକା ମିଳିବ ବୋଲି ଏମ୍ସ୍‌ର ନିର୍ଦ୍ଦେଶକ ଡ.ରଣଦୀପ୍‌ ଗୁଲେରିଆ ସୂଚନା ଦେଇଛନ୍ତି। ସମ୍ପ୍ରତି ଦେଶରେ କରୋନା ଟିକାର ଅନ୍ତିମ ପର୍ଯ୍ୟାୟ…
Read More...

ଡିସେମ୍ବର ୨୧ ରୁ କରୋନା ଟୀକା।

ନୂଆଦିଲ୍ଲୀ: ଆମେରିକାର ବାୟୋଟେକ୍ନୋଲୋଜି କମ୍ପାନୀ ମଡେର୍ଣ୍ଣା ଦ୍ବାରା ପ୍ରସ୍ତୁତ କରୋନା ଟିକା ୯୪.୧% ସଫଳ ରହିଛି। ​‌​‌ସୋମବାର ଚୂଡାନ୍ତ ପର୍ଯ୍ୟାୟ ପରୀକ୍ଷା ଫଳ ଆଧାରରେ ଟିକାର ସଫଳତା ସମ୍ପର୍କରେ ଘୋଷଣା କରାଯାଇଛି। ମଡେର୍ଣ୍ଣାର ମୁଖ୍ୟ ମେଡିକାଲ ଅଫିସର ଡାକ୍ତର ତାଲ ଜାକ୍ସ କହିଛନ୍ତି…
Read More...

ଟୀକାକରଣକୁ ଜନ-ଅଭିଯାନ ରୂପ ଦେବାପାଇଁ ଓଡିଶା ପ୍ରସ୍ତୁତ।

ଭୁବନେଶ୍ୱର, ୧।୧୨(ବ୍ୟୁରୋ): ଓଡିଶାରେ କରୋନା ଆକ୍ରାନ୍ତଙ୍କ କମିବାରେ ଲାଗିଛି। ତଥାପି ଦିଲ୍ଲୀ ଭଳି ତୃତୀୟ ଲହରର ଭୟକୁ ଏଡାଇ ଦିଆନଯାଇପାରେ। ତେଣୁ ଏକମାତ୍ର ଭରଷା କରୋନା ଟିକା। କରୋନା ବା କୋଭିଡ୍‌ ଟିକାକୁ ନେଇ ଦିନକୁ ଦିନ ଆଶା ଦୃଢ଼ୀଭୂତ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ ଟିକାକରଣ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି ଶୁକ୍ରଙ୍କ ସ୍ବଗୃହୀ ପ୍ରଭାବରୁ ଉନ୍ନତ ରହିବ। ଈର୍ଷାନ୍ବିତ…
Read More...