banner
Breaking
Yearly Archives

2020

ବାଙ୍ଗାଲୋରକୁ ୫ଓ୍ବିକେଟରେ ହରାଇଲା ହାଇଦ୍ରାବାଦ।

ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଶନିବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱଧୀନ ସନରାଇଜର୍ସ ହାଇଦ୍ରାବାଦ ୩୫ ବଲ ବାକି ଥାଇ ୫ ଉଇକେଟରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା…
Read More...

ଆଜିଠାରୁ ବଦଳିବ ଏଲପିଜି ସିଲିଣ୍ଡର ଓ ରେଳ ସମୟ ସାରଣୀ ନିୟମ।

ନୂଆଦିଲ୍ଲୀ : ନଭେମ୍ବର ପହିଲା(ଆଜି)ଠାରୁ ଦେଶରେ ବଦଳିବାକୁ ଯାଉଛି କେତେକ ନିୟମ। ଏଥିରେ ଏଲ୍‌ପିଜି ସିଲିଣ୍ଡରଠାରୁ ଆରମ୍ଭ କରି ରେଳ ସମୟ ସାରଣୀ କ୍ଷେତ୍ରରେ ଲାଗୁହେବ ନୂଆ ନିୟମ। ନଭେମ୍ବର ପହିଲାଠାରୁ ଏଲ୍‌ପିଜି ସିଲିଣ୍ଡର ହୋମ୍‌ ଡେଲିଭରି କ୍ଷେତ୍ରରେ ତୈଳ କମ୍ପାନୀ ଗୁଡିକ ଗ୍ରାହକଙ୍କ ପାଇଁ…
Read More...

ଭୁବନେଶ୍ୱରରେ କମିଲା ତଥାପି ସତର୍କ ରହିବାକୁ ପଡିବ।

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମବାରେ ଲାଗିଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ୮୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯ ଜଣ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଅର୍ଥଲାଭ ସହ ପାରିବାରିକ ଶାନ୍ତି ପାଇବେ। କିନ୍ତୁ ଦୂରଯାତ୍ରା ଓ ବିବାଦୀୟ ପରିବେଶରୁ ଦୂରେଇ ରହିବା ଭଲ ହେବ। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତା, ସଭାସମିତି ଓ ସଂଗଠନ…
Read More...

ଉତ୍କଳ ବିକାଶ ପରିଷଦ ପକ୍ଷରୁ ଭୁବନେଶ୍ୱର ସାଂସଦଙ୍କୁ ଭବ୍ୟସମ୍ବର୍ଦ୍ଧନା ।

କଟକ - କଟକ ଜିଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ "ଉତ୍କଳ ବିକାଶ ପରିଷଦ" ପକ୍ଷରୁ କଟକ ସଦର ବ୍ଲକ ଉପକଣ୍ଠ ବିରିବାଟୀ ମା' ତାରିଣୀ ମନ୍ଦିର ନିକଟରେ ଜଗତସିଂହପୁର ଜିଲ୍ଲା ଉପନିର୍ବାଚନ ପାଇଁ ପ୍ରଚାର ଅଭିମୁଖେ ଯାତ୍ରା କରୁଥିବା ସମୟରେ ଭୁବନେଶ୍ୱର ସାଂସଦ ତଥା ଭାଜପା ରାଷ୍ଟ୍ରୀୟ ମୁଖପାତ୍ର…
Read More...

ନଭେମ୍ବର ୨ରୁ ୧୭ ଟି ରୁଟରେ ଗଡିବ ମୋ ବସ୍।

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ନଭେମ୍ବର ୨ରୁ ମୋ-ବସ୍‌ ୧୭ ରୁଟ୍‌ରେ ଗଡ଼ିବ। ରୁଟ୍‌ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ ମୋ-ବସ୍‌ ଚଳାଚଳ କରିବ ବୋଲି କ୍ରୁଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। କେଉଁ ରୁଟ୍‌ରେ ମୋ-ବସ୍‌ କେଉଁ…
Read More...

ରାଜ୍ୟରେ ଆଜି ୧୪୭୦ ପଜିଟିଭ ଚିହ୍ନଟ ଓ ୧୨ ମୃତ

ଭୁବନେଶ୍ବର,୩୧/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୪୭୦  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୯୦ହଜାର ୧୧୬ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୬୧୭…
Read More...

ଅନଲକ ୬ ରେ କଣ ଖୋଲିବ ଜାଣନ୍ତୁ।

ଭଚବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଜାରି କରିଛନ୍ତି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌। ନଭେମ୍ବର ମାସ ଯାଏ ଜାରି ହୋଇଥିବା ଏହି ଗାଇଡ୍‌ଲାଇନ୍‌ରେ ସ୍କୁଲ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି। ତେବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଯିବାକୁ ଅନୁମତି…
Read More...

ପୁଣି ଏକ ଲଘୁଚାପ। ଓଡିଶାକୁ ପ୍ରଭାବ ନାହିଁ।

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୩୧ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଓଡିଶାରେ ଏହାର କୌଣସି ପ୍ରଭାବ ରହିବ ନାହିଁ। ତାହା ୪୮ ଘଣ୍ଟା ମଧ୍ୟରେ ବାଂଲାଦେଶ ଉପକୂଳ ଆଡ଼କୁ…
Read More...

ଫୁଲଓ୍ବାମା ଆକ୍ରମଣ ନେଇ ରାଜନୀତି କରଣକୁ ଟାର୍ଗେଟ କଲେ ମୋଦି।

ଅହମଦାବାଦ,୩୧।୧୦: ପୁଲଓ୍ବାମା ଆତଙ୍କବାଦୀ ଘଟଣା ନେଇ ମୋଦି କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟ୍‌ କରି ଶନିବାର କହିଛନ୍ତି ଯେ, ସେନା ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ କିଛି ରାଜନୈତିକ ଦଳ ନିଜର ସ୍ବାର୍ଥ ରାଜନୀତି କରିବା ଆରମ୍ଭ କରିଥିଲେ। ସେନାର ମନୋବଳ ବଢ଼ାଇବା…
Read More...