ଭିଜିଲାନ୍ସ ଚଢ଼ାଉ, ଘଟଣା ସ୍ଥଳରୁ ୩ ଲକ୍ଷରୁ ଉର୍ଦ୍ଧ୍ବ ଜବତ ହେଲା
ବାରିପଦା ,୧୨।୬: (ବ୍ୟୁରୋ)- ମୟୂରଭଞ୍ଜ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ( ସିଡିଭିଓ) ଡା. ଅଭୟ କୁମାର ତ୍ରିପାଠୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛିନ୍ତି। ସେ ସକାଳେ ସରକାରୀ ଗାଡ଼ିରେ ଭୁବନେଶ୍ୱର ଅଭିମ୍ମୁଖେ ଯାଉଥିବା ବେଳେ ବେତନଟୀଠାରେ ବାଲେଶ୍ୱର ଓ ବାରିପଦା ଭିଜିଲାନ୍ସ…
Read More...
Read More...