banner
Breaking
Yearly Archives

2020

କରୋନା ପାଇଁ ମନ୍ଦିର ସେବାୟତ ଖାଇବେ ହୋମିଓପ୍ୟାଥିକ ଔଷଧ।

ପୁରୀ : ମହାମାରୀ କୋରୋନା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶ୍ରୀମନ୍ଦିର ସେବାୟତଙ୍କ ମଧ୍ୟରେ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି କରିବା ପାଇଁ ହୋମିଓପାଥିକ ଔଷଓ ପ୍ରଦାନ କରାଯିବ । ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ କେନ୍ଦ୍ର ଆୟୁଷ…
Read More...

କଟକରୁ ବ୍ରାଉନସୁଗାର ଜବତ।

କଟକ : କଟକ ଜିଲା ପୀରବଜାରରୁ ଅବକାରୀ ବିଭାଗ ଚଢାଉ କରି ସୋମବାର ପ୍ରାୟ ୨୭୫ ଗ୍ରାମର ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୨୮ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ସମ୍ପୃକ୍ତ ଘଟଣାରେ ଜଣେ ଯୁବକକୁ ଗିରଫ କରାଯାଇଛି। ବାଇକରେ ଚାଲାଣ ସମୟରେ ଉକ୍ତ…
Read More...

ସ୍କୁଲରେ ନାମ ଲେଖା ଆରମ୍ଭ।

ଭୁବନେଶ୍ଵର,୮/୬(ଓଡ଼ିଆ ନ୍ୟୁଜ) : ସୋମବାରଠାରୁ ସ୍କୁଲରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଈଛି । ରାଜ୍ୟ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀଙ୍କ ନିର୍ଦେଶ ଅନୁସାରେ ସୋମବାର ଠାରୁ ଆରମ୍ଭ ହୋଇ ଏହି ପ୍ରକ୍ରିୟା ଜୁଲାଇ ୧୫ ଯାଏଁ ଚାଲିବ ।   ସମସ୍ତ ସରକାରୀ,ଅନୁଦାନପ୍ରାପ୍ତ ଓ ଅଣଅନୁଦାନପ୍ରାପ୍ତ ଏବଂ…
Read More...

ଅମାନିଆଙ୍କ ପାଇଁ ବଢିପାରେ ସଟଡାଉନ ଅବଧି।

ଭୁବନେଶ୍ୱର : କରୋନାର ଲୁଚକାଳି ଖେଳରେ ଜନଜୀବନ ଅସ୍ତବ୍ୟସ୍ତ। ଅନଲକ୍-୧ରେ ସବୁ ଖୋଲାମେଲା ଥିଲାବେଳେ ପ୍ରବାସୀ ଫେରନ୍ତା ପାଇଁ ରାଜ୍ୟରେ ହୁହୁ ମାଡିଚାଲିଛି କରୋନା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିଲେ ବି କଟକଣାକୁ ଖାତିର କରୁନାହାନ୍ତି ଜନତା । ସଟଡାଉନରେ ବି ମନଇଛା…
Read More...

ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୯ ଜଣ।

ଭୁବନେଶ୍ବର,୮।୬(ଓଡ଼ିଆ ନ୍ୟୁଜ) : ସୋମବାର ରାଜ୍ୟରୁ ପୁଣି ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୯୯୩ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୯୯ ଜଣଙ୍କ ମଧ୍ୟରୁ ଯାଜପୁରରୁ ୧୬ ଜଣ, ଖୋର୍ଦ୍ଧାରୁ ୧୩ ଜଣ, କେନ୍ଦ୍ରାପଡାରୁ ୧୧ ଜଣ ଓ ଗଞ୍ଜାମରୁ ୯ଜଣ ଆକ୍ରାନ୍ତ…
Read More...

ସେପ୍ଟେମ୍ବର ମାସରେ ପ୍ରଭାବହୀନ ହେବ କରୋନା।

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ମଧ୍ୟରେ ସ୍ବାସ୍ଥ୍ୟ ଓ କରୋନା ବିଶେଷଜ୍ଞମାନେ ଦେଇଛନ୍ତି ଆଶ୍ବସ୍ତିର ଖବର । ସେପ୍ଟେମ୍ବର ମାସ ମଧ୍ୟ ବେଳକୁ ଦେଶରେ କରୋନା ପ୍ରଭାବହୀନ ହୋଇଯିବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି । ଜୁନ୍-ଜୁଲାଇ ମାସରେ କରୋନା ସଂକ୍ରମଣ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କ ପାଇଁ ମନୋରଞ୍ଜନ, ନୂତନ ବନ୍ଧୁ ସମ୍ପର୍କ, ଶୁଭଖବର, ଖୁସୀଗପର ମଉକା ମିଳିବ। ଅଶ୍ୱିନୀ ନକ୍ଷତ୍ର ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଆଲୋଚନା ମଧ୍ୟରେ ଚିନ୍ତିତ ରହିବେ । ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ ଆର୍ଥିକ ସ୍ଥିତିରେ ସୁଧାର…
Read More...

ରାଜ୍ୟରେ ପୁଣି ୧୩୮ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୨୯୯୪ କୁ ବୃଦ୍ଧି।

ଭୁବନେଶ୍ୱର,୮ ।୬(ଓଡ଼ିଆ ନ୍ୟୁଜ): ରାଜ୍ୟର ୧୮ଟି ଜିଲ୍ଲାରୁ ଆଜି ପୁଣି ୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮୯ ଜଣ ଚିକିତ୍ସା ହେଉଥିବା ବେଳେ ୧୮୯୪ଜଣ ସୁସ୍ଥ ହୋଇ…
Read More...

ଜୁନ ମାସ ଆମପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସତର୍କ ଓ ସଚେତନ ରୁହନ୍ତୁ-ବାଗଚୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଓଡ଼ିଶା ପାଇଁ ଜୁନ୍‌ ମାସ ନିର୍ଣ୍ଣାୟକ ମାସ। ଏହା ପଛରେ ଦୁଇଟି କାରଣ ରହିଛି। ଗତ କିଛି ସପ୍ତାହରେ ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଛନ୍ତି। ଏମାନଙ୍କ ଉପରେ କରୋନାର ପ୍ରଭାବ ପଡ଼ିଛି କି ନାହିଁ ତାହା ଆଉ ୧୫ ଦିନ ମଧ୍ୟରେ ଜଣାପଡ଼ିବ। ସେହି ଘାଟି…
Read More...

ବିଦେଶ ଫେରନ୍ତା ଫୋନ ନ ଉଠାଇଲେ ହେବ କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର, (ବ୍ୟୁରୋ)- ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରେ ପଞ୍ଜୀକରଣ କରିଥିବା ଫୋନ୍‌ ନମ୍ବର ସୁଇଚ୍‌ ଅଫ୍‌ ଥିଲେ କିମ୍ବା ଫୋନ୍‌ କଲ୍‌ ଗ୍ରହଣ ନ କଲେ…
Read More...