banner
Breaking
Yearly Archives

2020

ରାଜ୍ୟରେ ଆଜି ୧୫୪୭ ପଜିଟିଭ ଚିହ୍ନଟ ଓ ୧୧ ମୃତ

ଭୁବନେଶ୍ୱର,୩୦ା୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଶୁକ୍ରବାର ୩୦ ଜିଲାରୁ ୧୫୪୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯୧ ଜଣ…
Read More...

ଏଥର ହେବନାହିଁ କଟକ ବାଲିଯାତ୍ରା।

କଟକ ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚୟନି। ଏଥିସହିତ କଟକର ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ବଡ଼ଓଷା ହେବନାହିଁ। ସାମୂହିକ ଭାବେ କଟକରେ ବୋଇତ ବନ୍ଦାଣ ଉତ୍ସବ…
Read More...

୩୧ରେ ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ।

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଅକ୍ଟୋବର ୩୧ରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ପରୀକ୍ଷା ଫଳ ପ୍ରକାଶ ସଂକ୍ରାନ୍ତରେ ଓଜେଇଇ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ତେବେ ପୂର୍ବବର୍ଷ ପରି ଚଳିତ ବର୍ଷ ଦକ୍ଷତା ବିକାଶ ଓ…
Read More...

ରାଜ୍ୟରେ ଆଜି ୧୬୧୭ ପଜିଟିଭ ଚିହ୍ନଟ ଓ ୧୩ ମୃତ।

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୭,୦୯୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୪୧ ଜଣ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସକାଳୁ ସକାଳୁ ମାତ୍ରାଧିକ ଭ୍ରମଣ ମନକୁ ବିଭ୍ରାନ୍ତି କରାଇବ। ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିପାରିବେ। ବୃଷ:-କୌଣସି…
Read More...

ଡିଜିଟାଲ ମାଧ୍ୟମରେ ବିଜୟ ଶଙ୍କରଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅନୁରୋଧ କଲେ ନବୀନ।

ଭୁବନେଶ୍ବର : ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡିଜିଟାଲ ପ୍ରଚାର କରିଛନ୍ତି । ଭର୍ଚୁଆଲ ମାଧ୍ୟମରେ ନବୀନ ତିର୍ତ୍ତୋଲ ବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଯେ, ତିର୍ତ୍ତୋଲ ବାସୀ ସବୁବେଳେ ବିଜୁ ପରିବାର ସହ ରହିଛନ୍ତି । ତିର୍ତ୍ତୋଲର ବିକାଶ…
Read More...

ସେରମ୍ ଦେଲା ଭରଷା। ଶୀଘ୍ର ମିଳିବ କରୋନା ଟୀକା।

ନୂଆଦିଲ୍ଲୀ:କରୋନା ସଂକ୍ରମଣ ଓ ଭୟ ମଧ୍ୟ​‌ରେ ଟୀକାକୁ ଦେଶବାସୀ ବଡ଼ ଉଦବିଗ୍ନ ସହ ଅପେକ୍ଷା କରିଛନ୍ତି । ଏହି ସ୍ଥିତିରେ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (SII) ସିଇଓ ଆଦର ପୁନାୱାଲା କରୋନାଭାଇରସ୍ ଟିକା (COVID-19 ଟିକା) ବିଷୟରେ ଆଶା ଦେଖାଇଛନ୍ତି । ସେ କହିଛନ୍ତି ଯେ ଅକ୍ସଫୋର୍ଡ଼…
Read More...

ଓଡ଼ିଶା ଛାଡିଲା ମୌସୁମୀ। ଆଗକୁ ବଢିବ ଶୀତ।

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ ମୌସୁମୀ ୮ଟି ଜିଲାରୁ ସମ୍ପୂର୍ଣ୍ଣ ଏବଂ ଆଉ ୮ଟି ଜିଲାରୁ ଆଶିଂକ ପଳାଇଥିଲା। ସୂଚନାଯୋଗ୍ୟ, ରାଜ୍ୟରେ ପାଗ…
Read More...

ରାଜ୍ୟରେ ଆଜି ୧୫୪୦ ପଜିଟିଭ ଚିହ୍ନଟ ଓ ୧୨ ମୃତ।

ଭୁବନେଶ୍ୱର,୨୮।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୫୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୬୫୪ଜଣ ସ୍ଥାନୀୟ ଅଞ୍ଚଳର ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…
Read More...

ଋଣ ସୁଧ ଫେରାଇବ ବ୍ୟାଙ୍କ।

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ଲୋକମାନେ ଋଣ କିସ୍ତି ପଇଠ କରିବାରେ ସମସ୍ୟା ଦେଖାଦେବାରୁ ସରକାର ୬ ମାସର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ସମୟରେ ବ୍ୟାଙ୍କଗୁଡ଼ିକ ଚକ୍ରବୃଦ୍ଧି ସୁଧ ଲଗାଇଥିବା ଦେଖାଯାଇଥିଲା। ଏହାକୁ ନେଇ ସୁପ୍ରିମକୋର୍ଟରେ ଅନେକ ପିଟିଶନ ଦାଏର କରାଯାଇଥିଲା। ଏହି…
Read More...