banner
Breaking
Yearly Archives

2020

ବିଦାୟ ନେଲେ ମା ।

ଭୁବନେଶ୍ୱର(ବ୍ୟୁରୋ), ୨୮ା୧୦: କୋଭିଡ୍‌ କଟକଣା ମଧ୍ୟରେ ଚଳିତବର୍ଷ କଟକ ଓ ଭୁବନେଶ୍ୱରରେ ଦୁର୍ଗା ପୂଜା ଓ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସହରରେ ବିନା ଶୋଭାଯାତ୍ରା ଓ ନିରାଡମ୍ବର ଭାବେ ମା’ଙ୍କୁ ମେଲାଣି ଦିଆଯାଇଛି। ପ୍ରତିବର୍ଷ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ ଭସାଣି ଉତ୍ସବରେ ସାମିଲ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ବିଭିନ୍ନ ପ୍ରକାର ସମସ୍ୟା ନେଇ ମାନସିକ ଦ୍ୱନ୍ଦ୍ୱ ଲାଗିରହିବ। ଘରକଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ସଭାସମିତିରେ ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି। ବୃଷ:-ଆଜି ସବୁ…
Read More...

ମରାମତି ହେବ ଶ୍ରୀମନ୍ଦିର ବାଇଶିପାହାଚ।

ପୁରୀ,୨୭।୧୦(ଓଡ଼ିଆ ନ୍ୟୁଜ): ଶ୍ରୀମନ୍ଦିର ବାଇଶିପାହଚ ମରାମତି ହେବ। ଏଥିପାଇଁ ଏଏସ୍‌ଆଇର ଏକ ୪ ଜଣିଆ ଟିମ୍‌ ବୁଧବାର ଶ୍ରୀମନ୍ଦିରରେ ଅନୁଧ୍ୟାନ କରିଛନ୍ତି। ବାଇଶି ପାହାଚ ମାପଚୁପ କରିବା ସହ ଦୁର୍ବଳ ପଥର ଚିହ୍ନଟ ହୋଇଛି। ଆବଶ୍ୟକ ପଡିଲେ ଦୁର୍ବଳ ପଥର ବଦଳାଯିବ ବୋଲି ଜଣାପଡିଛି। ବାଇଶିପାହଚ…
Read More...

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ଵର,୨୭/୧୦(ଓଡ଼ିଆ ନ୍ୟୁଜ):ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଲୋକଙ୍କ ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ଗୁରୁତ୍ବ ଆରୋପ କରିଛନ୍ତି।…
Read More...

ଆଇଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ଵର,୨୭।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟ ସରକାର ଆଇଏଏସ ସ୍ତରରେ ଏକ ଛୋଟ ଅଦଳବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନ୍ ରୁ ଫେରିଥିବା ୧୯୮୮ ବ୍ୟାଚ୍ ଆଇଏଏସ୍ ପରାଗ ଗୁପ୍ତାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ।  ଅନୁରୂପ ଭାବରେ  ୨୦୧୦ ବ୍ୟାଚ୍ ଆଇଏଏସ୍…
Read More...

ରାଜ୍ୟରେ ଆଜି ୧୨୪୭ ପଜିଟିଭ ଚିହ୍ନଟ ଓ ୧୩ ମୃତ।

ଭୁବନେଶ୍ୱର,୨୭।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୨୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨୯ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୧୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୩,୯୪୨ରେ ପହଞ୍ଚିଛି।…
Read More...

ରାଜ୍ୟରେ ଆଜି ୧୪୮୦ ପଜିଟିଭ ଚିହ୍ନଟ ଓ ୧୪ ମୃତ।

ଭୁବନେଶ୍ୱର,୨୬/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୪୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସ୍ଥାନୀୟ ଅଂଚଳରୁ ୬୨୨ ଏବଂ ସଙ୍ଗରୋଧରୁ ୮୫୮ ଜଣ ରହିଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ…
Read More...

ନୀଳାଦ୍ରି ବିହାରରେ ଦୋକାନ ଉପରକୁ ମାଡିଗଲା କାର ଦୁଇ ଗୁରୁତର।

ଭୁବନେଶ୍ୱର,୨୬/୧୦(ଓଡ଼ିଆ ନ୍ୟୁଜ): ନୀଳାଦ୍ରି ବିହାର ଏଟିଏମ ଛକ ନିକଟରେ ମାଡିଗଲା କାର ଦୁଇ ଗୁରୁତର। ସୂଚନା ଅନୁସାରେ ଆଜି ରାତିରେ ନୀଳାଦ୍ରି ବିହାର ସେକ୍ଟର ୧ ଏଟିଏମ ଛକ ନିକଟସ୍ଥ ରାସ୍ତାରେ ଏକ କାର ଭାରସାମ୍ୟ ହରାଇ ଏକ ମେଡିସିନ ଦୋକାନ ଉପରକୁ ମାଡି ଯାଇଛି। ଫଳରେ ୫ଟି ବାଇକ ଭାଙ୍ଗିଯିବା…
Read More...

ବିଜେଡି ପକ୍ଷରୁ ପ୍ରଶାନ୍ତି ବିହାର ଓ ଶିଖରଚଣ୍ଡୀ ନଗରରେ ଜନ ସଚେତନତା କାର୍ଯ୍ୟକ୍ରମ।

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସାରା ରାଜ୍ୟରେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ଜନ ସଚେତନତା କାର୍ଯ୍ୟକ୍ରମ ଚାଲୁରହିଛି। ଏହି କ୍ରମରେ ଉତ୍ତର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତଙ୍କ ନିର୍ଦେଶରେ…
Read More...

ଡିଷ୍ଟ୍ରିକ୍ଟ ସେଣ୍ଟର ୱନର୍ସ ଆସୋସିଏସନ୍ ପକ୍ଷରୁ କରୋନା ଯୋଦ୍ଧା ସମ୍ମାନ

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ଚନ୍ଦ୍ରଶେଖରପୁର ସ୍ଥିତ ଡିଷ୍ଟ୍ରିକ୍ଟ ସେଣ୍ଟର ୱନର୍ସ ଆସୋସିଏସନ୍ ପକ୍ଷରୁ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ ଉତ୍ସବ କମ୍ୟୁନିଟି ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀ କାରଣରୁ ଡିଷ୍ଟ୍ରିକ୍ଟ ସେଣ୍ଟର ୱନର୍ସ ଆସୋସିଏସନ୍ ପକ୍ଷରୁ ଚଳିତ ବର୍ଷ…
Read More...