banner
Breaking
Yearly Archives

2020

ଭୁବନେଶ୍ୱରରେ କେଉଁ ସବୁ ଦୋକାନ ଖୋଲିବ ଜାଣନ୍ତୁ।

ଭୁବନେଶ୍ବର,୨୮/୪(ଓଡ଼ିଆ ନ୍ୟୁଜ): କେନ୍ଦ୍ର ସରକାରଙ୍କ ତରଫରୁ ସର୍ତଭିତ୍ତିକ ଦୋକାନ ଖୋଲିବା ନେଇ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଥିଲା। ଓଡ଼ିଶାର କେତୋଟି ସ୍ଥାନରେ ନିୟମ କାର୍ଯ୍ୟକାରୀ କରାଯାଇଥିଲେ ମଧ୍ୟ ରାଜଧାନୀ ଭୁବନେଶ୍ବରରେ ବନ୍ଦ ଥିଲା। ଦୁଇଦିନର ମାନସମନ୍ଥନ ପରେ ଦୋକାନ ବଜାର…
Read More...

ଖୁସି ଖବର। ଟୀକାର ୮୦ ପ୍ରତିଶତ ସଫଳତା ମିଳିଛି।

ନୂଆଦିଲ୍ଲୀ : ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କରୋନା ଭାଇରସ୍ ଟୀକାର ଗୁରୁବାରଠାରୁ ମଣିଷ ଦେହରେ ପରୀକ୍ଷା ହୋଇଛି। ଯଦି ଏହି ପରୀକ୍ଷଣ ସଫଳ ହୁଏ ଏହାର ତୁରନ୍ତ ପ୍ରସ୍ତୁତି ଆରମ୍ଭ ପାଇଁ ଭାରତୀୟ କମ୍ପାନୀ ‘ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ’ କାର୍ଯ୍ୟ ଆରମ୍ଭ କରିଥିବା ଖବର…
Read More...

ବାହାର ରାଜ୍ୟ ଫେରନ୍ତା ଓଡିଆଙ୍କ ପାଇଁ ସରକାରୀ ଖର୍ଚ୍ଚ ଜାଣନ୍ତୁ।

ଭୁବନେଶ୍ଵର,୨୮/୪ (ଓଡ଼ିଆ ନ୍ୟୁଜ) : କରୋନା ଭୂତାଣୁ ଯୋଗୁ ଦେଶରେ ଲକଡାଉନ ଜାରି ହୋଇଥିବାବେଳେ ବାହାର ରାଜ୍ୟରୁ ଫେରିବେ ଲକ୍ଷାଧିକ ଶ୍ରମିକ। ପ୍ରାୟ ୫ ଲକ୍ଷ ଶ୍ରମିକ ଫେରିବା ନେଇ ସରକାର ଆକଳନ କରୁଥିବାବେଳେ ଏହି ସଂଖ୍ୟା ୧୦ ଲକ୍ଷ ହେବ ବୋଲି କୁହାଯାଉଛି। ତେବେ ଶ୍ରମିକମାନେ ଫେରିବା ପରେ…
Read More...

ଆମେରିକା ଚୀନ ଉପରେ କି ପଦକ୍ଷେପ ନେବ ଜାଣନ୍ତୁ।

ୱାଶିଂଟନ: କରୋନା ଭୂତାଣୁ ପ୍ରସଙ୍ଗରେ ଚୀନ ବିରୋଧରେ ଆମେରିକା କଠୋର ତଦନ୍ତ ଚଳାଇଛି। ଏହି ମହାମାରୀ ଭୂତାଣୁ କିପରି ସୃଷ୍ଟି ହୋଇଛି ତାହା ଉପରୁ ଖୁବଶୀଘ୍ର ପରଦା ଉଠିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି। ଏହା ସହିତ ଆମେରିକା ଚୀନଠାରୁ ୧୨.୪୧ ଲକ୍ଷ କୋଟିରୁ ଅଧିକ…
Read More...

ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନା ଆକ୍ରାନ୍ତ।

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ଚିନ୍ତା ବଢି ଯାଇଛି। ଉକ୍ତ କର୍ମଚାରୀ ଜଣକ ଏପ୍ରିଲ ୧୬ରେ କୋର୍ଟ ଆସିଥିବା କୁହାଯାଉଛି। ତେଣୁ ଏହି କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ…
Read More...

ଆମେରିକାର ୪୫ ପ୍ରତିଶତ ଲୋକଙ୍କ ମାନସିକ ସ୍ଥିତିଭଲ ନାହିଁ

ଓ୍ବାଶିଂଟନ ,୨୮।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସାମାଜିକ ଦୂରତା, ମାସ୍କ୍‌ ବ୍ୟବହାର, ବାରମ୍ବାର ହାତ ଧୋଇବା, ସାନିଟାଇଜର ବ୍ୟବହାର ଆଦି ନେଇ ଲୋକଙ୍କ ବ୍ୟସ୍ତ ବିବ୍ରତ ହୋଇପଡ଼ିଛନ୍ତି। ଭାରତରେ କରୋନା ଭୟ ଯୋଗୁ ୧୨ ପ୍ରତିଶତ ଲୋକଙ୍କ ଆଖିକୁ ନିଦ ନାହିଁ।…
Read More...

କେଉଁ କରୋନା ରୋଗୀ ଗୁରୁତର ହୁଅନ୍ତି ଜାଣନ୍ତୁ।

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ମଣିଷ ଶରୀରର ରୋଗପ୍ରତିରୋଧକ କ୍ଷମତା ମୁଖ୍ୟତଃ ନ୍ୟୁଟ୍ରୋଫିଲ୍‌ ଏବଂ…
Read More...

କରୋନା ପାଇଁ ଆଉଏକ ଔଷଧ।

ମେଲବୋର୍ନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହି ମହାମାରୀକୁ କିଭଳି ରୋକା ଯିବ ସେ ନେଇ ବୈଜ୍ଞାନିକମାନେ ଉଦ୍ୟମ ଜାରି ରଖିଛନ୍ତି। ନିକଟରେ ଆମେରିକା ନର୍ଥଶୟାର ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଆଣ୍ଟି ପାରାସାଇଟ୍‌ ଔଷଧ…
Read More...

ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ସୁସ୍ଥ।

ଭୁବନେଶ୍ୱର,୨୮।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଜଣଙ୍କ ଭୁବନେଶ୍ୱରର। ନମୂନା ନେଗେଟିଭ୍‌ ଆସିବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ୩୮ଜଣ…
Read More...

ଅସହାୟଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ।

ଭୁବନେଶ୍ୱର,୨୮/୪(ଓଡ଼ିଆ ନ୍ୟୁଜ) କରୋନା ବୋଝକୁ ମୁଣ୍ଡେଇ ମୁଣ୍ଡେଇ ଥକି ପଡିଲେଣି ଶ୍ରମଜୀବୀ । ଦିନେ ନୁହେଁ କି ଦୁଇଦିନ ନୁହେଁ ମାସେ ଉପରେ ହେଲାଣି ତାଲାବନ୍ଦ । କେମିତି ଚଳିବ ତେଲଲୁଣ ସ°ସାର ।ପ୍ରତିଦିନ ଖଟିଲେ ଦନାଗଣ୍ଡେ ମିଳୁଥିଲା।ମାଲିକର ଘର ବନ୍ଦ, ମହାଜନର ଦୋକାନ ବନ୍ଦ, ସାହୁକାରର କାମ…
Read More...