banner
Breaking
Yearly Archives

2020

ୱାର୍ଡ଼ ନଂ-୩୯ରେ ମୂଖ୍ୟମନ୍ତ୍ରୀଙ୍କ ୭୫ତମ ଜନ୍ମ ଦିବସ ପାଳନ

ଓଡ଼ିଶାର ଲୋକପ୍ରିୟ ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମ ଦିବସ ଉପଲକ୍ଷେ ବିଜୁ ଜନତା ଦଳର ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ୍ କୁମାର ପାଇକରାୟଙ୍କ…
Read More...

ମହାବୀର ପୂଜା କମିଟିର ଚଳିତ ବର୍ଷ ପୂଜା ପାଇଁ ମାଟି ଅନୁକୂଳ।

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ଚଳିତ ବର୍ଷ ଶ୍ରୀ ଶ୍ରୀ ମହବୀରଙ୍କ ପୂଜା ପାଇଁ ଆଜି ମହାବୀର ପୂଜା କମିଟି ତରଫରୁ କୁଆଖାଇ ନଦୀ ପଠାରୁ ମାଟି ଅନୁକୂଳ କରାଯାଇଥିଲା । ରାଜ୍ୟ ସରକାରଙ୍କ ସମସ୍ତ କୋଭିଡ୍ ନିୟମକୁ ସମ୍ମାନ ଜଣାଇ ଅଳ୍ପ ସଂଖ୍ୟକ ସଦସ୍ୟ ଉପସ୍ଥିତ ହୋଇ ସାମାଜିକ ଦୂରତା ରଖି ମାସ୍କ…
Read More...

ଜଗନ୍ନାଥଙ୍କୁ ଦର୍ଶନ କରି ୭୫ ବର୍ଷର ପ୍ରଥମ ଦିନ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର,୧୭/୧୦(ଓଡ଼ିଆ ନ୍ୟୁଜ): ଜଗତର ନାଥ ଜଗନ୍ନାଥଙ୍କ ପାଖରେ ନିବେଦନ କରି ୭୫ ବର୍ଷର ପ୍ରଥମ ଦିନ ଆରମ୍ଭ କରିଛନ୍ତି ଓଡ଼ିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ପରିଦର୍ଶନରେ ଯାଇ ନୀଳଚକ୍ର ଦର୍ଶନ କରି ଓଡ଼ିଶାବାସୀଙ୍କ ନିମନ୍ତେ ପ୍ରଭୁ…
Read More...

ସଡକ ଦୁର୍ଘଟଣାରେ ୩ ମୃତ।

କଟକ ,୧୭।୧୦: କଟକ ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ରାସ୍ତାକଡ଼ କେନାଲକୁ ପଶିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୂର୍ବତନ ମନ୍ତ୍ରୀ ଅମର…
Read More...

ରାଜ୍ୟରେ ଆଜି ୨୧୯୬ ପଜିଟିଭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ୱର,୧୭।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭୪ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୨୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫…
Read More...

କଲିକତାକୁ ହରାଇଲା ମୁମ୍ବାଇ।

ଆବୁଧାବି, ୧୭।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ସହଜ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷକୁ ପୁଣି ଫେରିଛି। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ଦଳ କୋଲକାତା ନାଇଟ ରାଇଡର୍ସକୁ ୮ ଉଇକେଟରେ ପରାସ୍ତ କରିଛି। କୋଲକାତା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପାରିବାରିକ କଳହ ଲାଗିପାରେ। କିନ୍ତୁ ଶୁକ୍ର ପ୍ରଭାବରେ ଦ୍ୱିଜାର ଯାତ୍ରା,ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ। ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତିଶ୍ରୁତିରୁ ଓହରିବା କାରଣରୁ ଶେଷ ସମୟରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି।…
Read More...

ଅପରାଧ ରୋକିବା ପାଇଁ ପୋଲିସ କମିଶନରଙ୍କ ନୂଆ ଯୋଜନା।

କଟକ-ଭୁବନେଶ୍ୱରରେ ଅପରାଧ ରୋକିବା ପାଇଁ ଆରମ୍ଭ ହୋଇଛି ନୂଆ ଯୋଜନା। ଦାଦାବଟିକୁ ନା’ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ପୁଲିସ କମିଶନର ସୁଧାଂଶୁ ଷଢ଼ଙ୍ଗୀ କହିଛନ୍ତି ଯେ ଟ୍ୟୁଇନ୍‌ ସିଟି କଟକ-ଭୁବନେଶ୍ବରରେ ଦାଦାବଟି ଆଦାୟକୁ ପ୍ରଶୟ ଦିଆଯିବ ନାହିଁ। ଏହାକୁ ବନ୍ଦ କରିବା ପାଇଁ ଏକ ହେଲ୍ପ…
Read More...

ରାଜ୍ୟରେ ଆଜି ୨୧୩୮ ପଜିଟିଭ ଚିହ୍ନଟ ଓ ୧୫ ମୃତ।

ଭୁବନେଶ୍ୱର,୧୬/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୧୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୫୧ ସଙ୍ଗରୋଧ କେନ୍ଦ୍ରରୁ ଓ ୮୮୭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯ରେ ପହଞ୍ଚିଛି। ସେଥିରୁ ୨,୩୮,୫୩୫ ସୁସ୍ଥ ହୋଇ ଘରକୁ…
Read More...

ନବୀନ @ ୭୫। ଅପ୍ରତିଦ୍ବନ୍ଦୀ, ଅଦ୍ବିତୀୟ, ଜନନେତା।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ବ୍ୟକ୍ତିତ୍ୱ ଅକ୍ଷୁଣ୍ଣ ରହିଛି। ସ୍ବଚ୍ଛ ଶାସନ ଏବଂ ଉତ୍ସର୍ଗୀକୃତ ସେବା…
Read More...