banner
Breaking
Yearly Archives

2020

ଆଜି ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ।

ମେଲବୋର୍ନ,୨୬।୨(ବ୍ୟୁରୋ): ଅଷ୍ଟ୍ରେଲିଆରେ ଚାଲିଥିବା ମହିଳା ଟି୨୦ ବିଶ୍ୱକପ୍‌ର ସପ୍ତମ ସଂସ୍କରଣରେ ଭାରତ ଆଜି ସ୍ଥାନୀୟ ଜଙ୍କସନ ଓଭାଲ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡକୁ ଭେଟିବ। କ୍ରମାଗତ ଦୁଇଟି ବିଜୟ ହାସଲ କରି ଭାରତର ଆତ୍ମବିଶ୍ୱାସ ବେଶ୍‌ ଉଚ୍ଚରେ ରହିଛି। ଏବେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ…
Read More...

ରାଶନ କାର୍ଡ ପାଇଁ ବିଧାନସଭାରେ ଝଡ।

ଭୁବନେଶ୍ୱର,୨୬।୨(ଓଡ଼ିଆ ନ୍ୟୁଜ): ଆଜି ବିଧାନସଭାରେ ରାଶନ କାର୍ଡ ଝଡ ଉଠିଥିଲା। ଜାତୀୟ ଖାଦ୍ୟ ସୁରକ୍ଷା ଆଇନରୁ ବହୁ ଯୋଗ୍ୟ ହିତାଧିକାରୀ କାର୍ଡ ପାଇବାରୁ ବଞ୍ଚିତ ହୋଇଛନ୍ତି। କମ୍ପ୍ୟୁଟର ଖୋଲୁ ନ ଥିବାରୁ ଜଣେ ବି ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଯୋଗାଇ ଦିଆଯାଇପାରୁନାହିଁ। ଗାଁ ଗଣ୍ଡାକୁ…
Read More...

ବିଜେଡି ସଭାପତି ନିର୍ବାଚିତ ହେବାପରେ କଣ କହିଲେ ନବୀନ ପଟ୍ଟନାୟକ ଜାଣନ୍ତୁ।

ଭୁବନେଶ୍ବର ୨୬।୨(ଓଡ଼ିଆ ନ୍ୟୁଜ) : ଓଡିଶା ରାଜନୀତିର ଅଦ୍ବିତୀୟ ବାଦସାହା, ଶାଡ଼େ ଚାରିକୋଟି ଓଡିଆଙ୍କ ମନର ମଣିଷ ତଥା ବିଜେଡି ସୁପ୍ରିମୋ ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲାଗାତର ଅଷ୍ଟମଥର ଲାଗି ବିଜୁ ଜନତା ଦଳର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ବୁଧବାର ବିଜେଡି ରାଜ୍ୟ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜିର ଶୁକ୍ର ସହ ଚନ୍ଦ୍ର ଯୋଗ ହେତୁ ଗୃହରେ ଶୁଭକାମରେ ବନ୍ଧୁମିଳନ ନିଶ୍ଚିତ। ଏହିଯୋଗ ଆପଣଙ୍କୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବାରେ ଅବହେଳା କରିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସୁସ୍ଥ ପରିବେଶ ଓ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ…
Read More...

ବାଙ୍କୀ ହତ୍ୟାକାଣ୍ଡର ମୁଖ୍ୟ ଆସାମୀ ଗିରଫ।

ବାଙ୍କୀ : :ବାଙ୍କୀ ନିଆଗାଁ ପଞ୍ଚାୟତର କଂଗ୍ରେସ ସମର୍ଥିତ ସରପଞ୍ଚ ମମତା ମହାପାତ୍ରଙ୍କ ସ୍ୱାମି ଭଗବାନ ସ୍ୱାଇଁ ଓ ସାମ୍ବାଦିକ ଆଦିତ୍ୟ ରଣସିଂହଙ୍କ ହତ୍ୟା ଘଟଣାରେ ବାଙ୍କୀ ପୁଲିସ୍‍ ଇତି ମଧ୍ୟରେ ୪ ଜଣଙ୍କୁ ଗିରଫ କରିଥିବାବେଳେ ଗତ କାଲି ଅନ୍ୟତମ ଅଭିଯୁକ୍ତ ବୋଲି କୁହାଯାଉଥିବା ଖଜୁରିପଦା…
Read More...

ପୁରୀରେ ମମତା ବାନାର୍ଜୀ।

ଭୁବନେଶ୍ୱର : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶା ଗସ୍ତରେ ଆସି ଗତକାଲି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ମମତାଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ମାନ୍ୟବର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ସ୍ବାଗତ…
Read More...

ଜଘନ୍ୟ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ।

ଭୁବନେଶ୍ୱର,୨୫|୦୨:  ବହୁଚର୍ଚ୍ଚିତ ନୟାପଲ୍ଲୀ ଆଇଆରସି ଭିଲେଜ ଉଷଶ୍ରୀ ହତ୍ୟା ଘଟଣାରେ ଆଜି ଖୋର୍ଧା କୋର୍ଟ ଅଭିଯୁକ୍ତ କର୍ଣ୍ଣେଲ ସୋମନାଥ ପରିଡାଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ୨୦୧୩ରେ ସୋମନାଥ ନିଜ ପତ୍ନୀ ଉଷଶ୍ରୀଙ୍କୁ ହତ୍ୟା କରିବା ପରେ ପ୍ରାୟ ୩୦୦ ଖଣ୍ଡ କରି ଟିଫିନରେ ରଖିଥିଲେ।…
Read More...

ପ୍ରେମ ଫାସରେ ପୋଲିସ ନା ବିଲଡ଼ର।

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଯୁବତୀଙ୍କୁ ବଳାତ୍କାର କରି ଏହାର ଭିଡିଓ ଦେଖାଇ ବ୍ଲାକ୍‌ମେଲ୍‌ କରିବା ଓ ୨୦ଲକ୍ଷ ଠକିନେବା ଅଭିଯୋଗରେ ସୋମବାର ଗିରଫ ହୋଇଛନ୍ତି ବିଏସ୍‌ଏଫ୍‌ ଡିଏସ୍‌ପି ମନୋଜ କୁମାର ମହାକୁଡ଼। ମହିଳା ଥାନା ପୋଲିସ ତାଙ୍କୁ ଗିରଫ କରିବା ପରେ କ୍ୟାପିଟାଲ ହସ୍ପିଟାଲରେ ଡାକ୍ତରୀ…
Read More...

ହି°ସା ସମାଧାନର ବାଟ ନୁହେଁ। ଦିଲ୍ଲୀରେ ଶାନ୍ତି ବଜାୟ ରଖିବାକୁ ଅନୁରୋଧ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୫/୨(ଓଡ଼ିଆ ନ୍ୟୁଜ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦେଶବ୍ୟାପି ଆନ୍ଦୋଳନ ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ଦେଖାଦେଇଥିବା ହିଂସା ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସହିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ବୈଠକରେ ଯୋଗଦେଇଛନ୍ତି। ବୈଠକ ଶେଷ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-କିଛିଦିନ ହେଲା ହାତକୁ ନେଇଥିବା କାମକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ଅତି ନିକଟରେ ରହୁଥିବା ବନ୍ଧୁଟିର ସାହାଯ୍ୟ ଆଶା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେଇପାରେ। ଶତ୍ରୁମାନେ…
Read More...